Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ବାର୍ଷିକ ଉତ୍ସବ ଅନୁଷ୍ଠିତ
ଆଞ୍ଚଳିକ

ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ବାର୍ଷିକ ଉତ୍ସବ ଅନୁଷ୍ଠିତ

January 25, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଅରୁଣ କୁମାର ପ୍ରଧାନ

ନାକ୍ଟିଦେଉଳ: ନାକ୍‌ଟିଦେଉଳ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି। ମୁଖ୍ୟ ଅତିଥି ଭାବରେ ସୁରେନ୍ଦ୍ର ମୋହନ ପଟ୍ଟନାୟକ ଯୋଗଦେଇଥିବାବେଳେ ମୁଖ୍ୟବକ୍ତା ଭାବରେ ଯୋଗ ଦେଇଥିଲେ ଅଭୟ ଚୈତନ୍ୟଜୀ ମହାରାଜ। ସେହିପରି ଏହି ଉତ୍ସବରେ ଅନ୍ୟତମ ଅତିଥି ଭାବରେ ରହିଥିଲେ ନାକ୍‌ଟିଦେଉଳର ଅତିରିକ୍ତ ବିଡିଓ ରବି ରଣା, ଜିଲ୍ଲା ପରିଷଦ ସଭ୍ୟ ଜୋନ୍‌ ଦୁଇର ପୂଣ୍ଣ ଗଡତ୍ୟା, ନାକ୍‌ଟିଦେଉଳ ଅଧ୍ୟକ୍ଷା ମନ୍ଦାକିନୀ ରାଉଳ, ରାମଚନ୍ଦ୍ର ପ୍ରଧାନ ପ୍ରମୁଖ ଯୋଗଦେଇଥିଲେ। ସମ୍ପାଦକ ଋତୁପୂର୍ଣ୍ଣା ପ୍ରଧାନ ସମ୍ପାଦକୀୟ ପାଠ କରିଥିଲେ।

ନାକ୍ଟିଦେଉଳ ବାର୍ଷିକ ଉତ୍ସବ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର ବ୍ଲକରେ ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି

August 24, 2026

ବାଣପୁର: ପ୍ରଜାପିତା ବ୍ରହ୍ମକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ପକ୍ଷରୁ ରକ୍ତଦାନ ଶିବିର

August 22, 2026

ବଡ଼କୂଳ ମଣ୍ଡଳ ଭାଜପା ‘କାର୍ଯ୍ୟକର୍ତ୍ତା ସମାବେଶ’: ଯୋଗଦେଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

August 21, 2026

ରଣପୁର ପ୍ରେସ କ୍ଲବରେ ପ୍ରଥମ ଥର ପାଇଁ ପାଳିତ ହେଲା ୮୦ତମ ସ୍ୱାଧୀନତା ଦିବସ

August 16, 2026
Latest News

ହାଇଦ୍ରାବାଦ-ବିଜୟୱାଡା ରାଜପଥରେ ଭୟଙ୍କର ଦୁର୍ଘଟଣା: ୬ ମୃତ; ୨୦ ଗୁରୁତର

August 26, 2026

ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ପ୍ରସ୍ତୁତି ବୈଠକ ସେପ୍ଟେମ୍ବର ୨ରୁ ପ୍ରଥମ ପର୍ଯ୍ୟାୟ ଯାତ୍ରା ଆରମ୍ଭ

August 26, 2026

ଅବସରପ୍ରାପ୍ତ ଶିକ୍ଷକ କର୍ମଚାରୀମାନଙ୍କୁ ପେନସନ୍ ଦାବିରେ ଗାନ୍ଧିମାର୍ଗରେ ଗଣଧାରଣା ଜାରୀ

August 26, 2026

ରାଜ୍ୟ ଓ କେନ୍ଦ୍ରଶାସିତ ପ୍ରଦେଶ ସୂଚନା ଓ ଲୋକସମ୍ପର୍କ ବିଭାଗ ସଚିବମାନଙ୍କର ଜାତୀୟ ସମ୍ମିଳନୀ

August 26, 2026

ରାକ୍ଷୀପୂର୍ଣ୍ଣିମା ପୂର୍ବରୁ ଆଖିବୁଜିଲେ ଭାଇ-ଭଉଣୀ: ସାପ କାମୁଡ଼ାରେ ୪ ମୃତ

August 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.