Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ମୁରୁମୁରାଇ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଦୁଇ ଶିକ୍ଷକଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା
ଆଞ୍ଚଳିକ

ମୁରୁମୁରାଇ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଦୁଇ ଶିକ୍ଷକଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା

January 27, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ
ରାଜନଗର : ରାଜନଗର ବ୍ଲକ୍‌ ଅନ୍ତର୍ଗତ ନଳିତାପଟିଆ ଗ୍ରାମର ମୁରୁମୁରାଇ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଦୁଇ ଶିକ୍ଷକଙ୍କ ବିଦାୟ କାଳୀନ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଧୁରନ୍ଧର ଦାସ ଏବଂ ସହକାରୀ ଶିକ୍ଷକ ଦାମୋଦର ବିଶ୍ବାଳଙ୍କ ନିମନ୍ତେ ଏହି ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା ଆୟୋଜନ କରାଯାଇଥିଲା । ନାଗା ନାରାୟଣ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ମାନସ ରଞ୍ଜନ ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଶିକ୍ଷକ ଗୋଲକ ବିହାରୀ ସାହୁ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିଲେ । ଡାଙ୍ଗମମାଳ ପଞ୍ଚାୟତର ପୂର୍ବତନ ସରପଞ୍ଚ ମାଧବ ଚନ୍ଦ୍ର ମାନ୍ନା ମୁଖ୍ୟ ବକ୍ତା ଭାବରେ ଯୋଗ ଦେଇଥିବା ବେଳେ ଶିକ୍ଷକ ନେତା ବିଜୟ କୁମାର ମାନ୍ନା ସମ୍ମାନିତ ଅତିଥି ଭାବରେ ଯୋଗ ଦେଇଥିଲେ । ଅନ୍ୟମାନଙ୍କ ମଧ୍ୟରୋ ବୀର କିଶୋର ଜେନା, ଦାମୋଦର ସ୍ବାଇଁ, ସୁଶାନ୍ତ ପ୍ରଧାନ, ଅକ୍ଷୟ କୁମାର ସେଠୀ ଏବଂ ସମରେନ୍ଦ୍ର ମହାନ୍ତି ପ୍ରମୁଖ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ବିଦ୍ୟାଳୟର ଶିକ୍ଷକ ବରଦାକାନ୍ତ ଜେନା ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ବସନ୍ତ ନାୟକ, ପଦ୍ମନାଭ କୁଅଁର, ଭିନିଲ୍‌ ରଣସିଂହ, ମାନସ ନାୟକ, ବିଶ୍ବନାଥ ମହାନ୍ତି ଏବଂ ଆଂଶୁଲତା ମହାନ୍ତି କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । ବିଦ୍ୟାଳୟ ପରିଚାଳନା କମିଟି, ପୁରାତନ ଛାତ୍ରଛାତ୍ରୀ ଏବଂ ନଳିତାପଟିଆ ଗ୍ରାମବାସୀଙ୍କ ମିଳିତ ସହଯୋଗରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥଇଏେ ।

retirement
Share. Facebook Twitter LinkedIn Email WhatsApp Copy Link

Related Posts

ପୁରୀ ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ ପାଇଁ ଆସୁଛି ନୂଆ ଫୋଲ୍ଡିଂ ରାମ୍ପ ବ୍ୟବସ୍ଥା

September 11, 2026

ଶରୀର ପୁରୁଷର, ହେଲେ ଭିତରେ ଗର୍ଭାଶୟ; ସାମ୍ନାକୁ ଆସିଲା ବିରଳ ମାମଲା

September 11, 2026

ଭଗବତୀ ମନ୍ଦିର ଉନ୍ନୟନ କାର୍ଯ୍ୟ ମାମଲା: ବିରୋଧୀଙ୍କୁ କଡ଼ା ଆକ୍ରମଣ କଲେ ବାଣପୁର ବ୍ଲକ ଅଧ୍ୟକ୍ଷ

September 11, 2026

ଏହି ପ୍ୟାକେଜ୍ ଖାଦ୍ୟ ଉପରେ ସୁପ୍ରିମକୋର୍ଟଙ୍କ କଡ଼ା କାର୍ଯ୍ୟାନୁଷ୍ଠାନ: ପ୍ରଦର୍ଶିତ ହେବ ଲାଲ ଚିହ୍ନ

September 11, 2026
Latest News

ପୁରୀ ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ ପାଇଁ ଆସୁଛି ନୂଆ ଫୋଲ୍ଡିଂ ରାମ୍ପ ବ୍ୟବସ୍ଥା

September 11, 2026

ଶରୀର ପୁରୁଷର, ହେଲେ ଭିତରେ ଗର୍ଭାଶୟ; ସାମ୍ନାକୁ ଆସିଲା ବିରଳ ମାମଲା

September 11, 2026

ଓଡ଼ିଶା ପୋଲିସର ନୂଆ ପଦକ୍ଷେପ: ‘ଆମ ସାଥୀ’ ହ୍ୱାଟ୍ସଆପ୍ ବଟ୍‌ରେ ମିଳିବ ୧୪ଟି ପୋଲିସ ସେବା

September 11, 2026

ଇଣ୍ଟରନେଟ୍ ସ୍ଲୋ ହେଲେ ବି ଚିନ୍ତା ନାହିଁ!: ଆସିଲା UPI Tap & Pay

September 11, 2026

ଭଗବତୀ ମନ୍ଦିର ଉନ୍ନୟନ କାର୍ଯ୍ୟ ମାମଲା: ବିରୋଧୀଙ୍କୁ କଡ଼ା ଆକ୍ରମଣ କଲେ ବାଣପୁର ବ୍ଲକ ଅଧ୍ୟକ୍ଷ

September 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.