Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»କୁଜଙ୍ଗ ଥାନା ପକ୍ଷରୁ ବରିଷ୍ଠ ନାରରିକଙ୍କୁ ପରିଚୟ ପତ୍ର ବଣ୍ଟନ
ଆଞ୍ଚଳିକ

କୁଜଙ୍ଗ ଥାନା ପକ୍ଷରୁ ବରିଷ୍ଠ ନାରରିକଙ୍କୁ ପରିଚୟ ପତ୍ର ବଣ୍ଟନ

January 29, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ରଞ୍ଜିତ ପଣ୍ଡା/କୁଜଙ୍ଗ : କୁଜଙ୍ଗ ଥାନା ପରିସରରେ ବରିଷ୍ଠ ନାଗରିକଙ୍କୁ ପରିଚୟ ପତ୍ର ବଣ୍ଟନ କରାଯାଇଛି । ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଆର୍ ପ୍ରକାଶ ରଙ୍ଗରାଜନ୍‌ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ପରିଚୟପତ୍ର ବଣ୍ଟନ କରିଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ଉପଖଣ୍ଡ ଆରକ୍ଷୀ ଅଧିକ୍ଷକ ଦୀପକ୍ କୁମାର ଜେନା, କୁଜଙ୍ଗ ଥାନାଧିକାରୀ ଦିଲିପ୍ କୁମାର ସାହୁ, ବରିଷ୍ଠ ନାଗରିକ ମଞ୍ଚର ରାଜ୍ୟ ସମ୍ପାଦକ ବାବୁରାମ ଚୌଧୁରୀ ଏବଂ ବୀରେନ୍ଦ୍ର ବିଶ୍ଵାଳ ପ୍ରମୁଖ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ । ପୂର୍ବରୁ ଅଗଷ୍ଟ 2019ରେ ପ୍ରଥମ ପର୍ଯ୍ୟାୟ ପରିଚୟ ପତ୍ର ବଣ୍ଟନ କରାଯାଇଥିବା ବେଳେ ଆଜି ଦ୍ବିତୀୟ ପର୍ଯ୍ୟାରେ 190 ଜଣଙ୍କୁ ପରିଚୟପତ୍ର ପ୍ରଦାନ କରାଯାଇଥିଲା ।

ଜଗତସିଂହପୁରର ଏକମାତ୍ର ଥାନା ଭାବରେ କୁଜଙ୍ଗ ଥାନାରେ ଏହି ପରିଚୟପତ୍ର ପ୍ରଦାନ କରାଯାଇଛି । ଏହି ପରିଚୟ ପତ୍ରକୁ ବରିଷ୍ଠ ନାଗରିକ ମାନେ ବସ୍‌ ଯାତ୍ରାଠାରୁ ଆରମ୍ଭ କରି ସମସ୍ତ ସ୍ଥାନରେ ବ୍ୟବହାର କରିପାରିବେ ବୋଲି ଜଣାପଡିଛି । କୁଜଙ୍ଗ ଥାନାଧିକାରୀ ଦିଲିପ୍‌ ସାହୁଙ୍କ ଏପରି ଅଭିନବ ପ୍ରୟାସକୁ ସ୍ଥାନୀୟ ଅଞ୍ଚଳ ବାସୀ ଏବଂ ବୁଦ୍ଧିଜୀବୀଙ୍କ ପକ୍ଷରୁ ପ୍ରଶଂସା କରାଯାଇଛି ।

kujang police
Share. Facebook Twitter LinkedIn Email WhatsApp Copy Link

Related Posts

ଓଡ଼ିଶା ଉଠା ଜଳସେଚନ ନିଗମର ପ୍ରମୁଖ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ସମୀକ୍ଷା ବୈଠକ

April 10, 2026

ଆଇଏନଏସ ଚିଲିକାରେ ପ୍ରଶିକ୍ଷଣରତ ଅଗ୍ନିବୀରଙ୍କ ମୃତ୍ୟୁ

April 9, 2026

ନାକଟିଦେଉଳ ସ୍ନାତକ ମହାବିଦ୍ୟାଳୟରେ ରକ୍ତଦାନ ଅଭିଯାନ

April 9, 2026

ଜୁନ୍ ସୁଦ୍ଧା ପୂର୍ବତଟ ରେଳପଥର ୨୫୦୦ ସିସିଟିଭି କ୍ୟାମେରା ସ୍ଥାପନ ଯୋଜନା

April 9, 2026
Latest News

ଓଡ଼ିଶା ଉଠା ଜଳସେଚନ ନିଗମର ପ୍ରମୁଖ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ସମୀକ୍ଷା ବୈଠକ

April 10, 2026

ଆଜି ଏପ୍ରିଲ ୧୦ ତାରିଖ ଶୁକ୍ରବାରରେ ପାଞ୍ଚୋଟି ରାଶିର ବ୍ୟକ୍ତିମାନଙ୍କ ଶତ୍ରୁମାନେ ହେବେ ପରାସ୍ତ

April 10, 2026

ଇରାନ ଯୁଦ୍ଧ ଯୋଗୁଁ ବିଶ୍ୱ ଅର୍ଥନୀତିରେ ଗୁରୁତର ବିପର୍ଯ୍ୟୟ ଆଶଙ୍କା

April 9, 2026

ମୁମ୍ବାଇର ଛତ୍ରପତି ଶିବାଜୀ ମହାରାଜ ଅନ୍ତର୍ଜାତୀୟ ବିମାନବନ୍ଦରରେ ଅଗ୍ନିକାଣ୍ଡ

April 9, 2026

ଆଇଏନଏସ ଚିଲିକାରେ ପ୍ରଶିକ୍ଷଣରତ ଅଗ୍ନିବୀରଙ୍କ ମୃତ୍ୟୁ

April 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.