Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବିରିଡିରେ ମାତୃ ସମ୍ମିଳନୀରେ ଯୋଗଦେଲେ ଶିଶୁ ଓ ମହିଳା ସୁରକ୍ଷା ଅଧିକାର ସଦସ୍ୟା
ଆଞ୍ଚଳିକ

ବିରିଡିରେ ମାତୃ ସମ୍ମିଳନୀରେ ଯୋଗଦେଲେ ଶିଶୁ ଓ ମହିଳା ସୁରକ୍ଷା ଅଧିକାର ସଦସ୍ୟା

January 30, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ରଞ୍ଜିତ ପଣ୍ଡା
ତିର୍ତ୍ତୋଲ : ଜଗତସିଂହପୁର ଜିଲ୍ଲାର ତିର୍ତ୍ତୋଲ ନିର୍ବାଚନ ମଣ୍ଡଳୀର ବିରିଡି ଠାରେ ଥିବା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ବତିମିରା ଠାରେ ଅଭିଭାବକ ତଥା ମାତୃ ସମ୍ମିଳନୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଯୋଗଦେଇଥିଲେ ନାରୀନେତ୍ରୀ ତଥା ରାଜ୍ୟ ସରକାରଙ୍କ ଶିଶୁ ସୁରକ୍ଷା ଆୟୋଗ ସଦସ୍ୟା ମନ୍ଦାକିନୀ କର । ଶିଶୁମାନେ ଦେଶର ଭବିଷ୍ୟତ । ସୁନ୍ଦର ଭାରତ ଗଠନରେ ଏହି ଶିଶୁମାନଙ୍କ ଭୂମିକା ମହତ୍ୱପୂର୍ଣ୍ଣ ରହିବ । ମୁଖ୍ୟମନ୍ତ୍ରୀ ଶିଶୁଙ୍କ ପାଇଁ ବହୁ ପ୍ରକାର ସୁବିଧା ଯୋଗାଇ ଦେଇଛନ୍ତି । ରାଜ୍ୟରେ ଯେ କୌଣସି ଜାଗାରେ ଶିଶୁ ମାନଙ୍କୁ ଅତ୍ୟାଚାର ହେଉଥିବ ତାକୁ ବରଦାସ୍ତ କରାଯିବ ନାହିଁ ବୋଲି ମୁଖ୍ୟ ଅତିଥି ନିଜ ବକ୍ତବ୍ୟରେ ପ୍ରକାଶ କରିଥିଲେ । ଯଦି ରାଜ୍ୟରେ କେଉଁଠି ଶିଶୁ ନିର୍ଯାତନା ହେଉଛି କିମ୍ବା ଶିଶୁଙ୍କ ଅଧିକାର କ୍ଷୁର୍ଣ୍ଣ ହେଉଛି ତେବେ ଦେୟମୁକ୍ତ ନମ୍ବର 1098ରେ କଲ୍‌ କଲେ 24 ଘଣ୍ଟା ମଧ୍ୟରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମୁଖ୍ୟ ଅତିଥି ମତ ରଖିଥିଲେ । ସମ୍ମାନୀୟ ଅତିଥି ଭାବରେ ରାଜ୍ୟ ମହିଳା ଆୟୋଗ ସଦସ୍ୟା ସ୍ନେହାଞ୍ଜଳି ମହାନ୍ତି ଯୋଗ ଦେଇଥିଲେ । ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରତ୍ୟେକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ସଖୀ ଯୋଜନା ପ୍ରଣୟନ କରାଯାଇଥିବା ସମ୍ପର୍କରେ କହିଥିଲେ । ଏହି କାର୍ଯ୍ୟକ୍ରମରେ ପ୍ରାୟ 500 ଅଭିଭାବକ ଅଂଶଗ୍ରହଣ କରିଥିଲେ ।

tirtol
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

March 14, 2026

ବାଲୁଗାଁ: ସାମ୍ବାଦିକଙ୍କ ମାତୃ ବିୟୋଗ

March 12, 2026

ଗୋଦାବରୀଶ ମହାବିଦ୍ୟାଳୟରେ ସଡ଼କ ସୁରକ୍ଷା ଉପରେ ଡିଜିଟାଲ ଭିଡିଓ ପ୍ରଦର୍ଶନ କାର୍ଯ୍ୟକ୍ରମ

March 11, 2026

ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ

March 10, 2026
Latest News

ମୁଦ୍ରିତ ଗଣମାଧ୍ୟମ ସଂସ୍ଥାର ପ୍ରକାଶକ ଓ ପରିଚାଳକଙ୍କୁ ନେଇ ପିଆରଜିଆଇ ପକ୍ଷରୁ ମତବିନିମୟ କାର୍ଯ୍ୟକ୍ରମ

March 20, 2026

ଯାତ୍ରୀ ସୁବିଧା ଓ ସୁରକ୍ଷାର ସମୀକ୍ଷା କଲେ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

March 20, 2026

ଜାନୁଆରୀରେ ଜିଓ ନେଟୱାର୍କରେ ଯୋଡ଼ିହେଲେ ୧.୮ ଲକ୍ଷରୁ ଅଧିକ ନୂତନ ଉପଭୋକ୍ତା: ଟ୍ରାଇ ତଥ୍ୟ

March 20, 2026

ଖୋର୍ଦ୍ଧା: ଜିଲ୍ଲା ସ୍ତରୀୟ ପଖାଳ ଦିବସ ପାଳିତ

March 20, 2026

ନିଶା କାରବାର ବିରୋଧରେ ଅଭିଯାନ ଜୋରଦାର: ପ୍ରାୟ ୩ ହଜାର କେଜି ଗଞ୍ଜେଇ ଜବତ

March 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.