Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»କୁଜଙ୍ଗରେ ନୂତନ ବିଡିଓଙ୍କ ଦାୟିତ୍ବଗ୍ରହଣ
ଆଞ୍ଚଳିକ

କୁଜଙ୍ଗରେ ନୂତନ ବିଡିଓଙ୍କ ଦାୟିତ୍ବଗ୍ରହଣ

January 31, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ରଞ୍ଜିତ ପଣ୍ଡା : କୁଜଙ୍ଗ ବ୍ଲକ୍‌ର ନୂତନ ବ୍ଲକ୍‌ ଉନ୍ନୟନ ଅଧିକାରୀ ଭାବରେ କାର୍ଯ୍ୟରେ ଯୋଗ ଦେଇଛନ୍ତି ହେମନ୍ତ କୁମାର ମହନ୍ତ । ଦୀର୍ଘ ଚାରି ମାସ ହେବ ଖାଲି ପଡିଥିବା ଏହି ସ୍ଥାନ ପାଇଁ ଢେଙ୍କାନାଳ ଜିଲ୍ଲା ହିନ୍ଦୋଳର ବିଡିଓ ଶ୍ରୀ ମହନ୍ତଙ୍କୁ ନିଯୁକ୍ତି ଦିଆଯାଇଛି । ବିବାଦୀୟ ପରସ୍ଥିତିରେ ପୂର୍ବତନ ବିଡିଓ କିଶୋର ଚନ୍ଦ୍ର ସ୍ବାଇଁଙ୍କୁ ନଭେମ୍ବର 11ରୁ ବଦଳି କରାଯିବା ପରେ ଏହି ପଦବୀ ଖାଲି ପଡିଥିଲା । ଦୁଇ ଦିନ ତଳେ ହେମନ୍ତ କୁମାର ମହନ୍ତଙ୍କ ନାମ ନୂତନ ବିଡିଓ ଭାବରେ ଘୋଷଣା କରାଯାଇଥିବା ବେଳେ ସେ ଆଜି କାର୍ଯ୍ୟରେ ଯୋଗଦାନ କରିଛନ୍ତି । ନୂତନ ଭାବରେ କର୍ଯ୍ୟରେ ଯୋଗ ଦେଇଥିବା ଶ୍ରୀ ମହନ୍ତଙ୍କୁ ସହକାରୀ ବିଡିଓ ସନ୍ତୋଷ କୁମାର ଶତ୍‌ପଥୀଙ୍କ ସମେତ ସମସ୍ତ ବ୍ଲକ୍‌ କର୍ମଚାରୀ ଶୁଭେଚ୍ଛା ଜଣାଇଛନ୍ତି ।

bdo kujang
Share. Facebook Twitter LinkedIn Email WhatsApp Copy Link

Related Posts

ଓଡ଼ିଶା ପାଇଁ ରେଳବାଇ ସମ୍ପର୍କରେ ସାଂସଦ ଶୁଭାଶିଷ ଖୁଣ୍ଟିଆଙ୍କ ପ୍ରଶ୍ନ: ଉତ୍ତର ଦେଲେ ରେଳମନ୍ତ୍ରୀ

March 27, 2026

ପ୍ରବେଶ ଉତ୍ସବର ଉତ୍ସାହ: ଶିକ୍ଷା ପାଇଁ ଦ୍ୱାର ଦ୍ୱାର ବୁଲି ଶିଶୁଙ୍କୁ ନିମନ୍ତ୍ରଣ ଜଣାଇଲେ ବାଚସ୍ପତି

March 27, 2026

ଆଜି ଶ୍ରୀମନ୍ଦିରରେ ଶ୍ରୀରାମ ଜନ୍ମ ନୀତି ପାଇଁ ୫ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

March 27, 2026

କନ୍ଧମାଳରେ ଆପଦପ୍ରବଣ କିଶୋରମାନଙ୍କୁ ସଶକ୍ତ କରିବା ପାଇଁ ସର୍ଭାଇଭର୍‍ ନେଟୱର୍କ କାର୍ଯ୍ୟକ୍ରମ

March 27, 2026
Latest News

ଚୀନକୁ ବଡ଼ ଝଟକା ଦେଲା: ହର୍ମୁଜ୍ ପ୍ରଣାଳୀରୁ ଫେରାଇଲା ଦୁଇଟି ବେଜିଂ ଜାହାଜ

March 27, 2026

ଜିଓ ଫାଇନାନ୍ସିଆଲ୍ – ଆଲିଆଞ୍ଜ୍ ପୁନଃବୀମା ମିଳିତ ଉଦ୍ୟୋଗର ଭାରତରେ କାର୍ଯ୍ୟ ଆରମ୍ଭ

March 27, 2026

ପେଟ୍ରୋଲ ଓ ଡିଜେଲ ଉପରେ କେନ୍ଦ୍ରୀୟ ଅବକାରୀ ଶୁଳ୍କ ହ୍ରାସ ନିଷ୍ପତ୍ତିକୁ କେନ୍ଦ୍ରମନ୍ତ୍ରୀଙ୍କ ସ୍ୱାଗତ

March 27, 2026

“ହର୍ମୁଜ୍ ପଥ ଦେଇ ଭାରତ ଆସୁଛି ଆଉ ଚାରୋଟି ଏଲପିଜି ଜାହାଜ”: ବୈଦେଶିକ ମନ୍ତ୍ରଣାଳୟ

March 27, 2026

ଓଡ଼ିଶା ପାଇଁ ରେଳବାଇ ସମ୍ପର୍କରେ ସାଂସଦ ଶୁଭାଶିଷ ଖୁଣ୍ଟିଆଙ୍କ ପ୍ରଶ୍ନ: ଉତ୍ତର ଦେଲେ ରେଳମନ୍ତ୍ରୀ

March 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.