Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଶିକ୍ଷକଙ୍କୁ ମିଳୁନି ନିଯୁକ୍ତି : ଘରକୁ ଫେରିଲେ ଛାତ୍ରଛାତ୍ରୀ
ଆଞ୍ଚଳିକ

ଶିକ୍ଷକଙ୍କୁ ମିଳୁନି ନିଯୁକ୍ତି : ଘରକୁ ଫେରିଲେ ଛାତ୍ରଛାତ୍ରୀ

January 31, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

କନ୍ଦର୍ପ ବେହେରା
ରେଢାଖୋଲ : ରେଢାଖୋଲ ଉପଖଣ୍ଡରେ ରହିଥିବା ଡଇଁଚା ବାପୁଜୀ ସରକାରୀ ଉଚ୍ଚ ବିଦ୍ୟାଳୟରେ ଆବଶ୍ୟକ ଶିକ୍ଷକ ନଥିବାରୁ ଛାତ୍ରଛାତ୍ରୀଙ୍କୁ ଘରକୁ ଫେରିବାକୁ ପଡିଛି । ଏହା ସହିତ ସ୍ଥାୟୀ ଶିକ୍ଷକ ନଥିବାରୁ ଅଭିଭାବକଙ୍କ ପକ୍ଷରୁ ବିଦ୍ୟାଳୟକୁ ତାଲା ମାରି ବନ୍ଦ କରି ଦିଆଯାଇଛି । ଉଲ୍ଲେଖଯୋଗ୍ୟ ଯେ, ଗତ ମାସର ଜାନୁୟାରୀ 27 ତାରିଖ ଦିନ ଅଭିଭାବକଙ୍କ ଧାରଣା ଏବଂ ବିଦ୍ୟାଳୟରେ ତାଲା ପରେ ବ୍ଲକ୍‌ ଶିକ୍ଷା ଅଧିକାରୀ ବିଶ୍ବନାଥ ସାହୁ ଘଟଣାସ୍ଥଳରେ ପହଞ୍ଚି କାର୍ଯ୍ୟାନୁଷ୍ଠାନର ପ୍ରତିଶ୍ରୁତି ଦେଇଥିଲେ । ତିନି ଦିନ ମଧ୍ୟରେ ଶିକ୍ଷକ ନିଯୁକ୍ତି ନେଇ ପ୍ରତିଶ୍ରୁତି ମିଳିଥିଲେ ମଧ୍ୟ ଘୋଷରାମାଳ ଉଚ୍ଚ ବିଦ୍ୟାଳୟର ଜଣେ ଶିକ୍ଷକ ସୁଦର୍ଶନ ରାଉଳଙ୍କୁ ତିନି ଦିନ ପଢାଇବା ପାଇଁ ନିଯୁକ୍ତ କରିଥିଲେ । ମାତ୍ର ଅଭିଭାବକଙ୍କ ପକ୍ଷରୁ ଏହାକୁ ବିରୋଧ କରାଯାଇ ବିଦ୍ୟାଳୟରେ ତାଲା ପକାଯିବାରୁ ଶିକ୍ଷକ ଫେରିଯିବା ସହିତ ଛାତ୍ରଛାତ୍ରୀଙ୍କ ପାଠପଢା ବାଧାପ୍ରାପ୍ତ ହୋଇଛି ।

rairakhol
Share. Facebook Twitter LinkedIn Email WhatsApp Copy Link

Related Posts

ଡ୍ରେନରେ ଭାସି ନିଖୋଜ : ଉଦ୍ଧାର କାର୍ଯ୍ୟ ସ୍ଥଗିତ

July 5, 2026

ବଦଳି, ଶେଷ ଫୋନ୍ କଲ୍ ଓ ରହସ୍ୟମୟ ମୃତ୍ୟୁ: ବିୟୁଟି ମହାନ୍ତି ମୃତ୍ୟୁ ଘଟଣାରେ ବଢ଼ୁଛି ପ୍ରଶ୍ନ

July 4, 2026

ଫିଟନେସ ସାର୍ଟିଫିକେଟ୍ ନଥିଲେ ଗାଡ଼ିର ପଞ୍ଜୀକରଣ ବନ୍ଦ, ସମସ୍ତ RTOଙ୍କୁ କଡ଼ା ନିର୍ଦ୍ଦେଶ

July 4, 2026

ରଥଯାତ୍ରା ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା: ୨୩ ହଜାରରୁ ଅଧିକ ସୁରକ୍ଷାକର୍ମୀ ହେବେ ମୁତୟନ

July 4, 2026
Latest News

ଡ୍ରେନରେ ଭାସି ନିଖୋଜ : ଉଦ୍ଧାର କାର୍ଯ୍ୟ ସ୍ଥଗିତ

July 5, 2026

ବଦଳି, ଶେଷ ଫୋନ୍ କଲ୍ ଓ ରହସ୍ୟମୟ ମୃତ୍ୟୁ: ବିୟୁଟି ମହାନ୍ତି ମୃତ୍ୟୁ ଘଟଣାରେ ବଢ଼ୁଛି ପ୍ରଶ୍ନ

July 4, 2026

ଫିଟନେସ ସାର୍ଟିଫିକେଟ୍ ନଥିଲେ ଗାଡ଼ିର ପଞ୍ଜୀକରଣ ବନ୍ଦ, ସମସ୍ତ RTOଙ୍କୁ କଡ଼ା ନିର୍ଦ୍ଦେଶ

July 4, 2026

ରଥଯାତ୍ରା ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା: ୨୩ ହଜାରରୁ ଅଧିକ ସୁରକ୍ଷାକର୍ମୀ ହେବେ ମୁତୟନ

July 4, 2026

ଦକ୍ଷିଣପୁର କ୍ଲଷ୍ଟର ସ୍ତରୀୟ ପ୍ରଥମ ମାସିକ ବୈଠକ

July 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.