Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»୪୫ ବର୍ଷ ବୟସରେ ବାଗୋଇ ସରପଞ୍ଚଙ୍କ ପରଲୋକ
ଆଞ୍ଚଳିକ

୪୫ ବର୍ଷ ବୟସରେ ବାଗୋଇ ସରପଞ୍ଚଙ୍କ ପରଲୋକ

February 2, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ରଞ୍ଜିତ ପଣ୍ଡା

କୁଜଙ୍ଗ: କୁଜଙ୍ଗ ବ୍ଲକ୍ ବାଗୋଇ ଗ୍ରାମପଞ୍ଚାୟତର ସରପଞ୍ଚ ତଥା କଂଗ୍ରେସର ବରିଷ୍ଠ ନେତା ଶ୍ରୀ ଅଧିର୍ କୁମାର ପ୍ରଧାନ ଆଜି ତାଙ୍କ ଜନ୍ମମାଟି ବାଗୋଇ ସ୍ଥିତ ବାସଭବନରେ ପରଲୋକ ହୋଇଯାଇଛନ୍ତି। ମୃତ୍ୟୁବେଳକୁ ତାଙ୍କୁ ୪୫ ବର୍ଷ ବୟସ ହୋଇଥିଲା ବୋଲି ସୂଚନା ରହିଛି। ସେ ଅନେକ ଦିନ ହେବ କ୍ୟାନ୍ସର ରୋଗରେ ପୀଡିତ ଥିଲେ।  ତାଙ୍କର ମୃତ୍ୟୁ ଖବର ପାଇ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳି ଯାଇଛି।  ତାଙ୍କ ମୃତ୍ୟୁରେ  ସ୍ଥାନୀୟ ବିଧାୟକ ସମ୍ବିତ ରାଉତରାୟ, କଂଗ୍ରେସ ନେତା ଅରିନ୍ଦମ ସର୍ଖେଲ୍, ବିଜେପି ନେତା ସମ୍ପଦ ସ୍ୱାଇଁ, ଶ୍ରମିକ ନେତା ପ୍ରକାଶ ଚନ୍ଦ୍ର ତ୍ରିପାଠୀ, ପ୍ରେସ କ୍ଲବ ସଭାପତି ରଘୁନାଥ ସାହୁ, ସମ୍ପାଦକ ଦୁଷ୍ମନ୍ତ ମାଝି, ବ୍ଲକର ସମସ୍ତ ସରପଞ୍ଚ ଓ ସମିତି ମେମ୍ବର, କୁଜଙ୍ଗ ବ୍ଲକ୍‌ର ବିଜେଡିର ଆସିଷ୍ଟାଣ୍ଟ ରିଟର୍ଣ୍ଣିଂ ଅଫିସର୍‌ ତପନ କୁମାର ସାମନ୍ତରାୟ, କଂଗ୍ରେସର ବରିଷ୍ଠ ନେତା ଏନ୍‌ଡି ଯାଦବ, ପଞ୍ଚାୟତ ସମିତି ଅଧ୍ୟକ୍ଷ ସ୍ମୃତି ରଞ୍ଜନ ବେହେରା,  ବିଧାୟକଙ୍କ କୁଜଙ୍ଗ ବ୍ଲକ ପ୍ରତିନିଧି ନିରଞ୍ଜନ ପ୍ରଧାନ, ବ୍ଲକ କଂଗ୍ରେସ ସଭାପତି ରମେଶ ଦାସ ପ୍ରମୁଖ ତାଙ୍କର ମୃତ୍ୟୁରେ ଗଭୀର ଶୋକ ବ୍ୟକ୍ତ କରିବା ସହିତ ଅଧୀରଙ୍କ ଶେଷଦର୍ଶନ କରି ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି।

ବୟସର ମଧ୍ୟାହ୍ନରେ ଅସ୍ତମିତ ହୋଇଥିବା ସରପଞ୍ଚ ଜଣକ ରାଜନୀତି ସହ ସମାଜସେବାକୁ ନିଜ ଜୀବନର ବ୍ରତ ବୋଲି ବାଛିଥିଲେ। ଗ୍ରାମର ଉନ୍ନତୀକରଣରେ ବେଶ୍‌ ଅବଦାନ ରଖିଛନ୍ତି ଅଧୀର। ତାଙ୍କ ଅବର୍ତ୍ତମାନରେ ଗ୍ରାମ ତାଙ୍କୁ ଝୁରି ହେବ ଏହା ନିଃସନ୍ଦେହ।

ପରଲୋକ ସରପଞ୍ଚ
Share. Facebook Twitter LinkedIn Email WhatsApp Copy Link

Related Posts

ବଡ଼କୂଳ ମଣ୍ଡଳ ଭାଜପା ‘କାର୍ଯ୍ୟକର୍ତ୍ତା ସମାବେଶ’: ଯୋଗଦେଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

August 21, 2026

ରଣପୁର ପ୍ରେସ କ୍ଲବରେ ପ୍ରଥମ ଥର ପାଇଁ ପାଳିତ ହେଲା ୮୦ତମ ସ୍ୱାଧୀନତା ଦିବସ

August 16, 2026

ଗୋଦାବରୀଶ ମହାବିଦ୍ୟାଳୟରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା

August 15, 2026

ବାଣପୁର ଗ୍ରାମୀଣ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ସ୍ବାଧିନତା ଦିବସ ଏବଂ ହର୍ ଘର୍ ତ୍ରିରଙ୍ଗା କାର୍ଯ୍ୟକ୍ରମ

August 15, 2026
Latest News

ସେପ୍ଟେମ୍ବର ୧ରୁ ନୂଆ ନିୟମ!: ଅନ୍ତର୍ଜାତୀୟ ଯାତ୍ରୀମାନଙ୍କୁ ଆବଶ୍ୟକ ନାହିଁ ଶାରୀରିକ ବୋର୍ଡିଂ ପାସ୍ 

August 22, 2026

ପିଲାମାନଙ୍କୁ ମିଳିବ ସୁନା ମୁଦି: ଅଳଙ୍କାର କମ୍ପାନୀକୁ କାର୍ଯ୍ୟାଦେଶ ଦେଲେ ବିଜୟ ସରକାର

August 22, 2026

ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସ କାର୍ଯ୍ୟାଳୟକୁ ସିଲ୍ କଲା ଉତ୍ତର ପ୍ରଦେଶର ପ୍ରଶାସନ 

August 22, 2026

ରେଳ ଧାରଣାରୁ ଦୁଇ ମୃତଦେହ ଉଦ୍ଧାର

August 22, 2026

ତେଲେଙ୍ଗାନାରେ ରାଜନୈତିକ ଉତ୍ତେଜନା!: ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଜମି ଦୁର୍ନୀତି ଅଭିଯୋଗ

August 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.