Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବ୍ଲକ ପ୍ରଶାସନ ଓ ବିଜୁ ଯୁବ ବାହିନୀର ପକ୍ଷରୁ ସଫେଇ କାର୍ଯ୍ୟକ୍ରମ ଅନୁଷ୍ଠିତ
ଆଞ୍ଚଳିକ

ବ୍ଲକ ପ୍ରଶାସନ ଓ ବିଜୁ ଯୁବ ବାହିନୀର ପକ୍ଷରୁ ସଫେଇ କାର୍ଯ୍ୟକ୍ରମ ଅନୁଷ୍ଠିତ

February 6, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ
ଶେରଗଡ : ଗଞ୍ଜାମ ଜିଲ୍ଲା ଶେରଗଡ଼ ବ୍ଲକ ଅନ୍ତର୍ଗତ ନରେନ୍ଦ୍ରପୁର ଗ୍ରାମପଞ୍ଚାୟତର ମା କରଞ୍ଜେଇ ପୀଠରେ ବ୍ଲକ ପ୍ରଶାସନ ଓ ବିଜୁ ଯୁବ ବାହିନୀର ମିଳିତ ଉଦ୍ୟମରେ ସଫେଇ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପ୍ରାକୃତିକ ପରିବେଶର ଗନ୍ତାଘର ଓ ଜାତୀୟ ପକ୍ଷୀ ମୟୂର ମାନଙ୍କ ବିହାର ପାଇଁ ଜନମାନସକୁ ଆକ୍ରୁଷ୍ଟ ପାଇଁ ଉକ୍ତ ପୀଠ ବେଶ୍ ପରିଚିତ । ତେଣୁ ଉକ୍ତ ପୀଠର ମୌଳିକ ଅସୁବିଧାକୁ ସମାଧାନ କରିବା ସହିତ ଏକ ତୀର୍ଥସ୍ଥଳୀ ଭାବେ ଏହାକୁ ପ୍ରାଥମିକ ଦେବାକୁ ବହୁବାର ଅଭିଯୋଗ ହୋଇଛି । ଏହି ପରିପ୍ରେକ୍ଷୀରେ ବ୍ଲକ ପ୍ରଶାସନ ଓ ବିଜୁ ଯୁବ ବାହିନୀ ତରଫରୁ ସଫେଇ କରାଯାଇଥିଲା । ଏହା ସହିତ ଅଧିକାରୀ ମାନଙ୍କ ଉପସ୍ଥିତରେ କରଞ୍ଜେଇ ପୀଠର ସମସ୍ୟା ବିଷୟରେ ବିସ୍ତୃତ ଆଲୋଚନା କରାଯାଇଥିଲା । ଉକ୍ତ କାର୍ଯ୍ୟକ୍ରମ ଶେରଗଡ଼ ବ୍ଲକ ଗୋଷ୍ଠୀ ଉନ୍ନୟନ ଅଧିକାରୀ ସୁରଞ୍ଜନ ସାହୁଙ୍କ ଆବାହକତ୍ଵରେ ଓ ବ୍ଲକ ସଂଯୋଜକ ଆଲୋକ ପଟ୍ଟନାୟକଙ୍କ ସଂଯୋଜନାରେ ସମ୍ପାଦନ ହୋଇଥିଲା । ଆସ୍କା ବିଡିଓ ପ୍ରଦୀପ କୁମାର ପଣ୍ଡା, ଆସ୍କା ସିଡିପିଓ ସୂର୍ଯ୍ୟମଣି ପ୍ରଧାନ, ଆସ୍କା ଥାନାଧିକାରୀ ପ୍ରଶାନ୍ତ କୁମାର ସାହୁ, ଶେରଗଡ଼ ବ୍ଲକ ଯୁବ ବିଜେଡି ସଭାପତି ସନ୍ତୋଷ ପଟ୍ଟନାୟକ, ବ୍ଲକ ବିଜେଡି ସଭାପତି ଶରତ ପାତ୍ର, ଜିଲ୍ଲାପରିଷଦ ପ୍ରମୋଦ ପାତ୍ର, ନରେନ୍ଦ୍ରପୁର ସରପଞ୍ଚ ବିନୋଦ ବେହେରାଙ୍କ ସମେତ ବହୁ ସ୍ବେଚ୍ଛାସେବୀ ଓ ବିଜୁ ଯୁବ ବାହିନୀ ସଦସ୍ୟ ଅଂଶଗ୍ରହଣ କରିଥିଲେ ।

Ganjam shergarh
Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ: ସାମ୍ବାଦିକଙ୍କ ମାତୃ ବିୟୋଗ

March 12, 2026

ଗୋଦାବରୀଶ ମହାବିଦ୍ୟାଳୟରେ ସଡ଼କ ସୁରକ୍ଷା ଉପରେ ଡିଜିଟାଲ ଭିଡିଓ ପ୍ରଦର୍ଶନ କାର୍ଯ୍ୟକ୍ରମ

March 11, 2026

ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ

March 10, 2026

ଡାଲିର ଗୁଣ ଜ୍ଞାନ ଓ ମାଗଣା ସ୍ଵାସ୍ଥ୍ୟ ଶିବିର ଅନୁଷ୍ଠିତ

March 9, 2026
Latest News

ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା: କଟକ, ସୁନ୍ଦରଗଡ଼ ଜିଲ୍ଲାରେ ସାମୂହିକ ବିବାହ ଆୟୋଜିତ

March 12, 2026

ସୁରକ୍ଷା ଓ ଚାଳନା ଦକ୍ଷତା ବୃଦ୍ଧି ପାଇଁ ରେଳବାଇରେ ଏଆଇ ଓ ମେସିନ୍ ଲର୍ଣ୍ଣିଂର ବ୍ୟବହାର

March 12, 2026

ସଂସଦରେ ଅଭିବ୍ୟକ୍ତିର ସ୍ୱାଧୀନତା ଧାର୍ଯ୍ୟ ନିୟମାଧୀନ ଅଟେ: ଲୋକସଭା ବାଚସ୍ପତି

March 12, 2026

ଗ୍ରୀଷ୍ମ ପ୍ରବାହ ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି କ’ଣ?: ସ୍ପଷ୍ଟ କଲେ ମନ୍ତ୍ରୀ ସୁରେଶ ପୂଜାରୀ

March 12, 2026

ଲୋକସଭାରେ ପେଟ୍ରୋଲିୟମ ଏବଂ ପ୍ରାକୃତିକ ବାଷ୍ପ ମନ୍ତ୍ରୀଙ୍କ ବକ୍ତବ୍ୟ

March 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.