Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ସାନହନ୍ତୁଆଡଠାରେ ୧୦୮ ହନୁମାନ ଚାଳିଶା ସାମୂହିକ ପଠନ ଓ ଯଜ୍ଞ ପୂର୍ଣ୍ଣାହୂତି
ଆଞ୍ଚଳିକ

ସାନହନ୍ତୁଆଡଠାରେ ୧୦୮ ହନୁମାନ ଚାଳିଶା ସାମୂହିକ ପଠନ ଓ ଯଜ୍ଞ ପୂର୍ଣ୍ଣାହୂତି

February 13, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ
ବାଣପୁର: ବାଣପୁରର ସାନହନ୍ତୁଆଡରେ ୧୦୮ ହନୁମାନ ଚାଳିଶା ସାମୂହିକ ପଠନ ଓ ଯଜ୍ଞ ଅନୁଷ୍ଠିତ ହୋଇଛି। ୭ ତାରିଖରୁ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମ ୧୩ ତାରିଖ ପର୍ଯ୍ୟନ୍ତ ଜାରି ରହିଥିଲା। ଶ୍ର ହନୁମନ୍ତ ଲାଲଜୀ ମହାରାଜ ଓ ଶ୍ରୀରାମଚରିତ ମାନସ କୀର୍ତ୍ତନ ମଣ୍ଡଳୀ ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମ ଶ୍ରୀ ଶ୍ରୀ ରଘୁନାଥ ଦେବଙ୍କ ମଠ ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇଥିଲା। ବାଲ୍ୟସନ୍ଥ ଶ୍ରୀ ପ୍ରେମାନନ୍ଦ ଦାସ ମହାରାଜ ହନୁମାନ ଚାଳିଶା ପାଠ କରିଥିଲେ। ଗୁରୁବାର ପୂର୍ଣ୍ଣାହୂତି ପରେ ଅପରାହ୍ନ ୫ଟାରେ ପ୍ରସାଦ ସେବନ କାର୍ଯ୍ୟକ୍ରମ ହୋଇଥିଲା।

BANAPUR
Share. Facebook Twitter LinkedIn Email WhatsApp Copy Link

Related Posts

ନାକଟିଦେଉଳରେ ବନାଞ୍ଚଳ ସ୍ତରୀୟ ଜଙ୍ଗଲ ନିଆଁ ନିରାକରଣ ସଚେତନତା ସଭା

February 24, 2026

ରଣପୁର ବ୍ଲକ ପରିସରରେ ଜିଲ୍ଲାପାଳଙ୍କ ଜନଶୁଣାଣୀ କାର୍ଯ୍ୟକ୍ରମ

February 23, 2026

ଗାଲୁଆ ଗ୍ରାମ ପଂଚାୟତରେ ‘ପଲ୍ଲୀରେ ପ୍ରଶାସନ’ ଜନଶୁଣାଣି

February 23, 2026

ପୋଖରୀରୁ ଯୁବକଙ୍କ ମୃତଦେହ ଉଦ୍ଧାର

February 22, 2026
Latest News

ଆଜି କାନାଡା ପ୍ରଧାନମନ୍ତ୍ରୀଙ୍କ ଭାରତ ଗସ୍ତ

February 27, 2026

ଅପରେସନ ସାଇବର କବଚ: ୨୫୫ ଅଭିଯୁକ୍ତ ଗିରଫ

February 27, 2026

ଏଆଇ ସହ ନିତିଦିନିଆ ଆହ୍ବାନର ସମାଧାନ: ଷ୍ଟାର୍ଟଅପ୍‌ମାନଙ୍କ ନୂତନ ପ୍ରୟାସ

February 27, 2026

ଆଠ ମାସରେ ୨ କୋଟି ଥର ଡାଉନଲୋଡ୍ ହୋଇଛି ରେଲୱାନ୍ ସୁପରଆପ୍

February 27, 2026

ପାରାଦୀପ ବନ୍ଦରରେ ସବୁଜ ହାଇଡ୍ରୋଜେନ୍ ଜେଟି ପାଇଁ ୭୯୭ କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

February 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.