Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଠୁରୁବୁରାଇ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ
ଆଞ୍ଚଳିକ

ଠୁରୁବୁରାଇ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ

February 17, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

କୃଷ୍ଣଚନ୍ଦ୍ର ସୁଆଁସିଆ
ଶେରଗଡ଼ : ଗଞ୍ଜାମ ଜିଲ୍ଲା ଶେରଗଡ଼ ବ୍ଲକ ଅନ୍ତର୍ଗତ ଠୁରୁବୁରାଇ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ଚିତ୍ରସେନ ପୋଲାଇଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଶେରଗଡ଼ ବିଡିଓ ସୁରଞ୍ଜନ ସାହୁ ମୂଖ୍ୟ ଅତିଥି ଭାବରେ ଯୋଗ ଦେଇଥିଲେ । ତହସିଲଦାର ଡ.ଦୟାସିନ୍ଧୁ ପରିଡ଼ା ମୁଖ୍ୟ ଅତିଥି ଭାବରେ ଯୋଗଦେଇ ପ୍ରଦୀପ ପ୍ରଜ୍ବଳନ କରିବା ସହ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ । କାର୍ଯ୍ୟକ୍ରମରେ ଛାତ୍ରଛାତ୍ରୀ ପ୍ରାରମ୍ଭିକ ସଂଗୀତ ସହିତ ବିଭିନ୍ନ ଲୋକକଳାକୁ ନେଇ ନୃତ୍ୟ ପରିବେଷଣ କରିଥିଲେ । ବର୍ତ୍ତମାନ ସମୟରେ ଗୁରୁ-ଶିଷ୍ଯ ପରମ୍ପରା ନଷ୍ଟ ହେଉଥିବାକୁ ନେଇ ତହସିଲଦାର ଚିନ୍ତା ପ୍ରକଟ କରିଥିଲେ । ଉପସ୍ଥିତ ଛାତ୍ରଛାତ୍ରୀଙ୍କୁ ଉତ୍ତମ ସଂପର୍କ, ସହଯୋଗ, ଚରିତ୍ର ଗଠନ ଦିଗରେ ପ୍ରତ୍ୟେକ ଛାତ୍ରଛାତ୍ରୀ ମନୋନିବେଶ କରିବାକୁ ଉପଦେଶ ଦେଇଥିଲେ । ଦଶମ ବୋର୍ଡ ପରୀକ୍ଷାରେ ନୀର୍ଭିକ ଭାବେ ପରିଶ୍ରମ ଉପରେ ଆସ୍ଥା ରଖିବାକୁ ବିଡିଓ ନିଜ ବକ୍ତବ୍ୟରେ ପ୍ରକାଶ କରିଥିଲେ ।

ଅନ୍ୟମାନଙ୍କ ମଧ୍ୟରେ ଏବିଇଓ ଲକ୍ଷ୍ମୀନାରାୟଣ କର, ଶୈରେନ୍ଦ୍ରୀ ଦଳାଇ, ଠୁରୁବୁରାଇ ସିଆରସିସି ବିଶ୍ବଜିତ୍ ଦାଶ, ସରପଞ୍ଚ ସପନା ସେଠୀ, ବିଦ୍ୟାଳୟ ପରିଚାଳନାର ସଭାପତି ଲକ୍ଷ୍ମୀନାରାୟଣ ସ୍ବାଇଁ ପ୍ରମୁଖ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ ।

shergarh
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ମା’ ତାରିଣୀଙ୍କ ପୀଠରେ ବିଶ୍ୱଶାନ୍ତି ଗୀତା ମହାଯଜ୍ଞ ଓ ଅଷ୍ଟ ଶମ୍ଭୁ ମିଳନ

April 17, 2026

ଓଡିଶା ଆଦର୍ଶ ବିଦ୍ୟାଳୟର ଛାତ୍ରୀ ଜାତପଦ୍ମାଙ୍କ ସଫଳତା: ସିବିଏସଇ ପରୀକ୍ଷାରେ ରଖିଲେ ୯୮% ନମ୍ବର

April 17, 2026

ଉମାମହେଶ୍ବର ଦେବଙ୍କ ପୀଠରେ ଅଷ୍ଟଶମ୍ଭୁ ମିଳନ ମହୋତ୍ସବ

April 15, 2026

ହନୁମାନ ଜୟନ୍ତୀ ଉପଲକ୍ଷେ ବାଇକ ଶୋଭାଯାତ୍ରା

April 14, 2026
Latest News

ଏଣିକି ଭୁବନେଶ୍ଵରରୁ ଶିରିଡ଼ି, ତିରୁପତିକୁ ଉଡ଼ିବ ବିମାନ

April 22, 2026

ନିର୍ବନ୍ଧର ତିନିଦିନ ପରେ ବିଲରୁ ମିଳିଲା ଯୁବତୀଙ୍କ ମୃତଦେହ

April 22, 2026

ବଙ୍ଗଳା ନିର୍ବାଚନ ଉପରେ ECIଙ୍କ କଡ଼ା ପଦକ୍ଷେପ, ୨୦ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ଆକାଶ ମାର୍ଗରୁ କଲେ ସର୍ଭେ

April 22, 2026

ବାହାଘରର ପ୍ରସେସନରେ ଗୁଳିକାଣ୍ଡ : ଦୁଇ ଗୁରୁତର

April 22, 2026

ହାତୀ ଆକ୍ରମଣରେ ବୃଦ୍ଧା ମୃତ୍ୟୁ

April 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.