Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ଯୁଗ୍ମଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ
ଆଞ୍ଚଳିକ

ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ଯୁଗ୍ମଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ

February 17, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ରମେଶ ମହାନ୍ତି
ଜଗତସିଂହପୁର : ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଜିଲ୍ଲା ପ୍ରଶାସନ ତରଫରୁ ଏକ ଯୁଗ୍ମଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ ଜିଲ୍ଲାପାଳ ସଚିଦାନନ୍ଦ ସାହୁ ଯୋଗଦେଇ ଜନସାଧାରଣଙ୍କର ବିଭିନ୍ନ ଆପତ୍ତି ଅଭିଯୋଗର ଶୁଣାଣି କରିଥିଲେ । ଏହି ଅଭିଯୋଗ ଶିବିରରେ ମୋଟ ୨୬୬ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା । ସେଥି ମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସଂପର୍କିତ-୨୪୦ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା । ଏହା ମଧ୍ୟରେ ଇନ୍ଦିରା ଆବାସ/ବିଜୁ ପକ୍କାଘର ସମ୍ପର୍କିତ ୧୧୫ଟି, ଭତା ସଂମ୍ବନ୍ଧୀୟ-୧୩ଟି, ରାସନ କାର୍ଡ ସଂପର୍କିତ-୧୧ଟି, କାଳିଆ ଯୋଜନା ସଂପର୍କିତ-୨ଟି, ସ୍ୱାସ୍ଥ୍ୟ ସଂପର୍କିତ-୭ଟି, ଜମିଜମା ସଂପର୍କିତ-୮ଟି, ବିଜୁ ଗ୍ରାମ୍ୟ ଜ୍ୟୋତି ସଂପର୍କିତ-୧ଟି, ଘରଢ଼ିହ ସଂପର୍କିତ-୧୪ଟି, ଧାନ ମଣ୍ଡି ସମସ୍ୟା ସଂପର୍କିତ-୪ଟି, ଆଇନ ସହାୟତା ସଂପର୍କିତ-୯ଟି ଏବଂ ଅନ୍ୟାନ୍ୟ-୪୯ଟି, ଗାଁ ସମସ୍ୟା ସଂପର୍କିତ-୧ଟି ,ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ସହାୟତା ପାଇବା ପାଇଁ-୧୧ଟି, ରେଡ୍‌କ୍ରସ୍ ପାଣ୍ଠିରୁ ସହାୟତା ପାଇବାପାଇଁ-୧୪ଟି ଦରଖାସ୍ତ ଗ୍ରହଣ କରାଯାଇଥିଲା । ୭ଟି ଅଭିଯୋଗ ଶୁଣାଣୀ କରାଯାଇ ତୁରନ୍ତ ଫଇସଲା କରାଯାଇଥିଲା । ଏହି ଶିବିରରେ ଆରକ୍ଷୀ ଅଧିକ୍ଷକ ପ୍ରକାଶ ଆର୍‌, ପ୍ରକଳ୍ପ ନିର୍ଦ୍ଦେଶକ ସରୋଜକାନ୍ତ ମହାନ୍ତି, ଭାରପ୍ରାପ୍ତ ଉପ-ଜିଲ୍ଲାପାଳ ମାନସ ରଂଜନ ଭୋଇ, ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରତିଭା ମଜଂରୀ ଦାସ, ନିର୍ବାହୀ ଯନ୍ତ୍ରୀ,ଆର୍‌.ଡବ୍ଲୁ.ଏସ୍‌.ଏସ୍ ଚିତରଂଜନ ଜେନା, ଜିଲ୍ଲା ପ୍ରକଳ୍ପ ସଂଯୋଜକ ସପନ କୁମାର ଜେନା, ସହକାରୀ ଜିଲ୍ଲାପାଳ ଶାଶ୍ୱତ କୁମାର ଦାଶ ଓ ଜନସାଧାରଣ ପ୍ରମୁଖ ଉପସ୍ଥିତ ଥିଲେ ।

BJP Ads
Share. Facebook Twitter LinkedIn Email WhatsApp Copy Link

Related Posts

ବାପୁଜୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ତରଫରୁ ସଫେଇ ଓ ବୃକ୍ଷ ରୋପଣ

November 3, 2025

ବାଲୁଗାଁ କଲେଜରେ ସାଇବର ସଚେତନତା କାର୍ଯ୍ୟକ୍ରମ

November 3, 2025

ବାଲୁଗାଁ ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠା ଦିବସରେ ଯୋଗଦେଲେ ଆଇନମନ୍ତ୍ରୀ

October 31, 2025

ଭୀମ ଭୋଇ ମହାବିଦ୍ୟାଳୟର ପ୍ରାଧ୍ୟାପିକାଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା

October 30, 2025
BJP Ads
Latest News

ଏସ୍‌ପିଏସ୍ କ୍ୟାମ୍ପସ-୨ର ପ୍ରଥମ ବର୍ଷର ଛାତ୍ରଛାତ୍ରୀଙ୍କ ନିମନ୍ତେ ଓରିଏନ୍‌ଟେସନ୍ କାର୍ଯ୍ୟକ୍ରମ

November 3, 2025

ସମୟୋଚିତ ଯୋଜନା ଏବଂ ସମନ୍ୱୟ ମାଧ୍ୟମରେ ୟୁରିଆ ଉପଲବ୍ଧତା ସୁନିଶ୍ଚିତ କଲା ସାର ବିଭାଗ

November 3, 2025

୧ ଲକ୍ଷ କୋଟି ମୂଲ୍ୟର ଗବେଷଣା, ବିକାଶ ଓ ନବସୃଜନ ଯୋଜନାର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

November 3, 2025

ବାପୁଜୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ତରଫରୁ ସଫେଇ ଓ ବୃକ୍ଷ ରୋପଣ

November 3, 2025

ପଲ୍ଲୀରେ ପ୍ରଶାସନ କାର୍ଯ୍ୟକ୍ରମକୁ ତ୍ୱରାନ୍ୱିତ କରିବା ପାଇଁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଲେ ଖୋର୍ଦ୍ଧା ଜିଲ୍ଲାପାଳ

November 3, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.