Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ଯୁଗ୍ମଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ
ଆଞ୍ଚଳିକ

ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ଯୁଗ୍ମଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ

February 17, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ରମେଶ ମହାନ୍ତି
ଜଗତସିଂହପୁର : ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଜିଲ୍ଲା ପ୍ରଶାସନ ତରଫରୁ ଏକ ଯୁଗ୍ମଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ ଜିଲ୍ଲାପାଳ ସଚିଦାନନ୍ଦ ସାହୁ ଯୋଗଦେଇ ଜନସାଧାରଣଙ୍କର ବିଭିନ୍ନ ଆପତ୍ତି ଅଭିଯୋଗର ଶୁଣାଣି କରିଥିଲେ । ଏହି ଅଭିଯୋଗ ଶିବିରରେ ମୋଟ ୨୬୬ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା । ସେଥି ମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସଂପର୍କିତ-୨୪୦ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା । ଏହା ମଧ୍ୟରେ ଇନ୍ଦିରା ଆବାସ/ବିଜୁ ପକ୍କାଘର ସମ୍ପର୍କିତ ୧୧୫ଟି, ଭତା ସଂମ୍ବନ୍ଧୀୟ-୧୩ଟି, ରାସନ କାର୍ଡ ସଂପର୍କିତ-୧୧ଟି, କାଳିଆ ଯୋଜନା ସଂପର୍କିତ-୨ଟି, ସ୍ୱାସ୍ଥ୍ୟ ସଂପର୍କିତ-୭ଟି, ଜମିଜମା ସଂପର୍କିତ-୮ଟି, ବିଜୁ ଗ୍ରାମ୍ୟ ଜ୍ୟୋତି ସଂପର୍କିତ-୧ଟି, ଘରଢ଼ିହ ସଂପର୍କିତ-୧୪ଟି, ଧାନ ମଣ୍ଡି ସମସ୍ୟା ସଂପର୍କିତ-୪ଟି, ଆଇନ ସହାୟତା ସଂପର୍କିତ-୯ଟି ଏବଂ ଅନ୍ୟାନ୍ୟ-୪୯ଟି, ଗାଁ ସମସ୍ୟା ସଂପର୍କିତ-୧ଟି ,ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ସହାୟତା ପାଇବା ପାଇଁ-୧୧ଟି, ରେଡ୍‌କ୍ରସ୍ ପାଣ୍ଠିରୁ ସହାୟତା ପାଇବାପାଇଁ-୧୪ଟି ଦରଖାସ୍ତ ଗ୍ରହଣ କରାଯାଇଥିଲା । ୭ଟି ଅଭିଯୋଗ ଶୁଣାଣୀ କରାଯାଇ ତୁରନ୍ତ ଫଇସଲା କରାଯାଇଥିଲା । ଏହି ଶିବିରରେ ଆରକ୍ଷୀ ଅଧିକ୍ଷକ ପ୍ରକାଶ ଆର୍‌, ପ୍ରକଳ୍ପ ନିର୍ଦ୍ଦେଶକ ସରୋଜକାନ୍ତ ମହାନ୍ତି, ଭାରପ୍ରାପ୍ତ ଉପ-ଜିଲ୍ଲାପାଳ ମାନସ ରଂଜନ ଭୋଇ, ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରତିଭା ମଜଂରୀ ଦାସ, ନିର୍ବାହୀ ଯନ୍ତ୍ରୀ,ଆର୍‌.ଡବ୍ଲୁ.ଏସ୍‌.ଏସ୍ ଚିତରଂଜନ ଜେନା, ଜିଲ୍ଲା ପ୍ରକଳ୍ପ ସଂଯୋଜକ ସପନ କୁମାର ଜେନା, ସହକାରୀ ଜିଲ୍ଲାପାଳ ଶାଶ୍ୱତ କୁମାର ଦାଶ ଓ ଜନସାଧାରଣ ପ୍ରମୁଖ ଉପସ୍ଥିତ ଥିଲେ ।

Share. Facebook Twitter LinkedIn Email WhatsApp Copy Link

Related Posts

ରଣପୁର ବ୍ଲକରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

ବାଣପୁର ଓ ବାଲୁଗାଁରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

ଶ୍ରୀ ମହିଳା ସଂଘ ପକ୍ଷରୁ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

ବାଲୁଗାଁ ମହାବିଦ୍ୟାଳୟ ପରିସରରେ ସ୍ୱଚ୍ଛତା ଅଭିଯାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ

June 20, 2026
Latest News

କଲ୍ୟାଣସିଂହପୁର ନିର୍ଯାତନା ଘଟଣାରେ ଜାତୀୟ ମହିଳା କମିସନଙ୍କ କଡ଼ା ପଦକ୍ଷେପ

June 23, 2026

ମନ୍ଦିରରେ ବିଗ୍ରହ ପ୍ରତିଷ୍ଠାକୁ ନେଇ ତୀବ୍ର ବିବାଦ: ୧୬୩ ଧାରା ଜାରି

June 23, 2026

ଶେଷ ପର୍ଯ୍ୟାୟରେ ରାଜ୍ୟବ୍ୟାପୀ ଚାଲିଥିବା ଏସଆଇଆର କାର୍ଯ୍ୟକ୍ରମ

June 23, 2026

ଟ୍ରକକୁ ପଛପଟୁ ଧକ୍କା ଦେଲା ବାଇକ୍‌, ଦୁଇ ଭାଇଙ୍କ ମୃତ୍ୟୁ

June 23, 2026

କଟକ ତ୍ରିଶୂଳିଆ ବ୍ରିଜରେ ଭୟାବହ ସଡ଼କ ଦୁର୍ଘଟଣା: କାର ଚାଳକଙ୍କ ମୃତ୍ୟୁ, ହାଇୱା ଚାଳକ ଫେରାର

June 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.