Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ନାକ୍ଟିଦେଉଳରେ ଜିଲ୍ଲାପାଳଙ୍କ ଜନଅଭିଯୋଗ ଶୁଣାଣିରେ ଅଭିଯୋଗ ବେଶୀ ଫଳ ଶୂନ
ଆଞ୍ଚଳିକ

ନାକ୍ଟିଦେଉଳରେ ଜିଲ୍ଲାପାଳଙ୍କ ଜନଅଭିଯୋଗ ଶୁଣାଣିରେ ଅଭିଯୋଗ ବେଶୀ ଫଳ ଶୂନ

February 17, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

କନ୍ଦର୍ପ ବେହେରା
ରେଢାଖୋଲ : ନାକ୍ଟିଦେଉଳ ବ୍ଲକ୍ ପରିସରରେ ସମ୍ବଲପୁର ଜିଲ୍ଲାପାଳଙ୍କ ପକ୍ଷରୁ ଏକ ଜନଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଜନଶୁଣାଣିରେ ନାକ୍ଟିଦେଉଳ ବ୍ଲକର ୧୪ଟି ପଞ୍ଚାୟତର ବହୁ ଅଭିଯୋଗକାରୀ ଆସି ନିଜର ସମସ୍ୟା ସଂପର୍କରେ ଅଭିଯୋଗ କରିଥିଲେ । ସମୁଦାୟ 223ଟି ଅଭିଯୋଗ ଦାଖଲ କରାଯାଇଥିବା ବେଳେ ତୁରନ୍ତ ଏହାର ସମାଧାନ କରାଯାଇନଥିଲା । ବିଜୁ ପକ୍କାଘର ଓ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଅନିୟମିତତାକୁ ନେଇ ସର୍ବାଧିକ ଅଭିଯୋଗ ରହିଥିଲା । ନାକ୍ଟିଦେଉଳ ବ୍ଲକ୍‌ର ଘୋଷରାମାଳ, ସାହେବୀ, ସାଲେଭଟା, ପାଣିମୁରା, ଆଦି ପଂଚାୟତରେ ପ୍ରାଣୀଧନ ଚିକିତ୍ସକ ନ ଥିବା ସଂପର୍କରେ ଅଭିଯୋଗ ହୋଇଥିଲା । ସମ୍ବଲପୁର ଜିଲ୍ଲାପାଳ କୌଣସି ଅଂଚଳକୁ ବୁଲି ଯାଇ ନଥିବା ବେଳେ ପିଡି ସୁକାନ୍ତ ତ୍ରିପାଠୀ ଶିମିଳିପାଳ ପଂଚାୟତକୁ ଯାଇ ଜଳ ବିଭାଜିକା ଯୋଜନା ବୁଲି ଦେଖିଥିଲେ । ଏହି ଜନ ଶୁଣାଣୀରେ ସମ୍ବଲପୁର ଜିଲ୍ଲାପାଳ , ଶୁଭମ୍ ସାକ୍ସେନା, ଏସ୍ .ପି କନଓ୍ବ ର ବିଶାଲ ସିଂ , ପି.ଡି ସୁକାନ୍ତ ତ୍ରିପାଠୀ, ରେଢଖୋଲ ଉପଜିଲ୍ଲାପାଳ ଡୋଳାମଣୀ ପଟେଲ, ନାକ୍ଟିଦେଉଳ ବିଡିଓ ରବିନ୍ଦ୍ର ରଣା, ନାକ୍ଟିଦେଉଳ ବ୍ଲକ୍ ଅଧ୍ୟକ୍ଷା ମନ୍ଦାକିନୀ ରାଉଳ ଆଦି ଯୋଗଦେଇଥିଲେ ।

rairakhol
Share. Facebook Twitter LinkedIn Email WhatsApp Copy Link

Related Posts

ନାକଟିଦେଉଳରେ ବନାଞ୍ଚଳ ସ୍ତରୀୟ ଜଙ୍ଗଲ ନିଆଁ ନିରାକରଣ ସଚେତନତା ସଭା

February 24, 2026

ରଣପୁର ବ୍ଲକ ପରିସରରେ ଜିଲ୍ଲାପାଳଙ୍କ ଜନଶୁଣାଣୀ କାର୍ଯ୍ୟକ୍ରମ

February 23, 2026

ଗାଲୁଆ ଗ୍ରାମ ପଂଚାୟତରେ ‘ପଲ୍ଲୀରେ ପ୍ରଶାସନ’ ଜନଶୁଣାଣି

February 23, 2026

ପୋଖରୀରୁ ଯୁବକଙ୍କ ମୃତଦେହ ଉଦ୍ଧାର

February 22, 2026
Latest News

ଆଜି ଫେବୃୟାରୀ ୨୫ ତାରିଖ ବୁଧବାର, ଏହି ରାଶିର ଲୋକେ ପାଇବେ ଖୁସି ଖବର

February 25, 2026

ଜିଏମଆରସିର ଗିଫ୍ଟ ସିଟି-ଶାହପୁର ମେଟ୍ରୋ ସମ୍ପ୍ରସାରଣକୁ କ୍ୟାବିନେଟ୍ ମଞ୍ଜୁରୀ

February 24, 2026

କେନ୍ଦ୍ରମନ୍ତ୍ରୀଙ୍କ ଦ୍ୱାରା ‘ଦ ଟିଚର୍ ଆପ୍ ୨.୦’ର ଶୁଭାରମ୍ଭ

February 24, 2026

ବିଏସଏନଏଲ ଏବଂ ଟିଡବ୍ଲୁଡବ୍ଲୁଓ ପକ୍ଷରୁ ରକ୍ତଦାନ ଶିବିର

February 24, 2026

୨୦୨୬-୨୭ ଋତୁ ପାଇଁ ଝୋଟର ସର୍ବନିମ୍ନ ସହାୟକ ମୂଲ୍ୟକୁ କ୍ୟାବିନେଟ ମଞ୍ଜୁରି

February 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.