Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁରରେ ପଞ୍ଚୁଦୋଳ କମିଟି ତରଫରୁ ପ୍ରସ୍ତୁତି ବୈଠକ
ଆଞ୍ଚଳିକ

ବାଣପୁରରେ ପଞ୍ଚୁଦୋଳ କମିଟି ତରଫରୁ ପ୍ରସ୍ତୁତି ବୈଠକ

February 20, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରଓ୍ବାଲ
ବାଣପୁର: ବାଣପୁରର ପଞ୍ଚଦୋଳ କମିଟି ପକ୍ଷରୁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଐତିହାସିକ ପଲଟଣ ପଡିଆର ଛାୟା ମଣ୍ଡପ ଠାରେ ଏହି ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା। ବାଣପୁର ତହସିଲଦାର ମନ୍ମଥ ବେହେରା ଏହି ବୈଠକର ସଭାପତିତ୍ବ କରିଥିଲେ। କମିଟିର ଉପସଭାପତି ତଥା ଗୋଦାବରୀଶ ମହାବିଦ୍ୟାଳୟର ପୂର୍ବତନ ଅଧ୍ୟକ୍ଷ ନଳିନୀ କାନ୍ତ ପଟ୍ଟନାୟକ, ସମ୍ପାଦକ ମାଧବଚନ୍ଦ୍ର ବାରିକୀ, କୋଷାଧ୍ୟକ୍ଷ ନବ କିଶୋର ପ୍ରଧାନ, ବରିଷ୍ଠ ସଭ୍ୟ କେଦାର ନନ୍ଦ, ପ୍ରଶାନ୍ତ କୁମାର କାଣ୍ଡି, ବୀରଭଦ୍ର କାଣ୍ଡି, ମୁକୁନ୍ଦ ମହାନ୍ତି, ମୋଇନ୍‌ ଉଲ୍‌ ହକ୍‌, ଯୁବ ସାମ୍ବାଦିକ ଲକ୍ଷ୍ମୀଧର ମହାପାତ୍ର, ଅବସରପ୍ରାପ୍ତ ଶିକ୍ଷକ ବାଳକୃଷ୍ଣ ଦାସ, ରମେଶ ବେହେରା ଏବଂ ବିଭୂତି ନନ୍ଦ ପ୍ରମୁଖ ଏହି ବୈଠକର ଆଲୋଚନାଚକ୍ରରେ ଅଂଶଗ୍ରହଣ କରିଥିଲେ। ଏତଦ୍‌ ବ୍ୟତୀତ ଊମାମହେଶ୍ବର ଆସୋସିଏସନ୍‌ର ମ୍ୟାନେଜିଂ କମିଟି ସମେତ ସମସ୍ତ ମନ୍ଦିରର କାର୍ଯ୍ୟକର୍ତ୍ତା ଉପସ୍ଥିତ ରହିଥିଲେ।

ଏହି ବୈଠକରେ ସୂଚାରୂ ରୂପରେ ମେଳଣ ପରିଚାଳନା ଉପରେ ଆଲୋଚନା କରାଯାଇଥିଲା। ନୂତନ ଭାବରେ ନିର୍ମିତ ମଣ୍ଡପର ବୈଦିକ ରୀତିନୀତି ଅନୁସାରେ ପ୍ରତିଷ୍ଠା ସମ୍ପର୍କରେ ଆଲୋଚନା ହୋଇଥିଲା। କୋଷାଧ୍ୟକ୍ଷ ନବ କିଶୋର ପ୍ରଧାନ ପୂର୍ବବର୍ଷର ହିସାବ ପ୍ରଦାନ କରିଥିଲେ। ଆଗାମୀ ଦିନର ଏକ ନୂତନ ପରିଚାଳନା କମିଟି ଦ୍ବାରା ଆଉ ଏକ ବୈଠକର ଆୟୋଜନ ସମ୍ପର୍କରେ ଆଲୋଚନା କରାଯାଇଥିଲା।

 

BANAPUR PANCHUDOLA
Share. Facebook Twitter LinkedIn Email WhatsApp Copy Link

Related Posts

ସଲପଡିହ ବିଦ୍ୟାଳୟରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ

June 7, 2026

ବାଣପୁର: ଓଡ଼ଗାଁରେ ଗ୍ରାମ୍ୟ ଉନ୍ନୟନ କମିଟି ପକ୍ଷରୁ ବୃକ୍ଷରୋପଣ ଓ ସ୍ୱଚ୍ଛତା କାର୍ଯ୍ୟକ୍ରମ

June 6, 2026

ମହାଭାରତ ବେଳେ ଦୁଇ ଗୋଷ୍ଠୀ ମୁହାଁମୁହିଁ

May 28, 2026

ଆଜି ୧୨ ଘଣ୍ଟିଆ ଜୟପୁର ବନ୍ଦ

May 28, 2026
Latest News

ଆପାଚି ହେଲିକପ୍ଟର ଘଟଣା ପରେ ଇରାନ ଉପରେ ଆମେରିକାର ପ୍ରତିଆକ୍ରମଣ

June 10, 2026

ମଦ ଦୋକାନ ଲାଇସେନ୍ସ ପୂର୍ବରୁ ସରକାରଙ୍କୁ ମିଳିଗଲାଣି ୮୪୦ କୋଟି, ପଟିଆ ଅଞ୍ଚଳ ପାଇଁ ସର୍ବାଧିକ ଆବେଦନ

June 10, 2026

ବିଶ୍ୱର ୩ଟି ପ୍ରତିଷ୍ଠିତ ବିଶ୍ୱବିଦ୍ୟାଳୟକୁ ଭାରତରେ କ୍ୟାମ୍ପସ ପ୍ରତିଷ୍ଠା ପାଇଁ ମଞ୍ଜୁରୀ

June 10, 2026

ଭୁବନେଶ୍ବରରେ ନିର୍ମାଣ ହେବ ଜନାଶ୍ରୟ ଭବନ, ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କଲେ ତଦାରଖ

June 10, 2026

ଭାରତର ଦୀର୍ଘକାଳୀନ ନିର୍ବାଚିତ ପ୍ରଧାନମନ୍ତ୍ରୀ ହେଲେ ମୋଦୀ: ଅଭିନନ୍ଦନ ଜଣାଇଲେ ପ୍ରମୁଖ ବିଶ୍ୱ ନେତା

June 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.