Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଭୀମଭୋଇ ମହାବିଦ୍ୟାଳୟରେ ମାତୃଭାଷା ଦିବସ ପାଳିତ
ଆଞ୍ଚଳିକ

ଭୀମଭୋଇ ମହାବିଦ୍ୟାଳୟରେ ମାତୃଭାଷା ଦିବସ ପାଳିତ

February 21, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

କନ୍ଦର୍ପ ବେହେରା
ରେଢାଖୋଲ : ରେଢାଖୋଲ ସ୍ଥିତ ଭୀମଭୋଇ ମହାବିଦ୍ୟାଳୟ ଠାରେ ଅନ୍ତର୍ଜାତୀୟ ମାତୃଭାଷା ଦିବସ ପାଳିତ ହୋଇଯାଇଛି । ଭାରପ୍ରାପ୍ତ ଅଧ୍ୟକ୍ଷ ଅକ୍ଷୟ କୁମାର କରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମକୁ ଯୁବ ରେଡକ୍ରସ୍ ଉପଦେଷ୍ଟା ଅଧ୍ୟାପକ ଅଞ୍ଜନ କୁମାର ମିଶ୍ର ସଂଯୋଜନା କରିଥିଲେ । କରିଥିଲେ । ଏହି ଅବସରରେ ଛାତ୍ରଛାତ୍ରୀ, ଅଧ୍ୟାପକ , ଅଧ୍ୟାପିକା ତଥା କର୍ମଚାରୀମାନଙ୍କୁ ନେଇ ଏକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଥିଲା । ବରିଷ୍ଠ ଅଧ୍ୟାପକ ଡଃ ମନୋରଞ୍ଜନ ମହାନ୍ତ ମୁଖ୍ୟବକ୍ତା ଭାବରେ ଯୋଗଦେଇ ମାତୃଭାଷା ଦିବସ ପାଳନର ଐତିହାସିକ ପୃଷ୍ଠଭୂମି ଉପରେ ଆଲୋକପାତ କରିଥିଲେ । ପ୍ରତ୍ୟେକ ଭାଷା ପ୍ରତି ଶ୍ରଦ୍ଧା ଏବଂ ସମ୍ମାନ ରହିବା ଉପରେ ମଧ୍ୟ ଗୁରୁତ୍ୱାରୋପ କରିଥିଲେ । ରାଜନୀତି ବିଜ୍ଞାନ ବିଭାଗୀୟ ମୁଖ୍ୟ ସୁନୀଲ ସେନ୍, ଏନ୍ ଏସ୍ ଏସ୍ ପୋଗ୍ରାମ୍ ଅଫିସର ବିରଂଚି ଖଡିଆ, ସଂସ୍କୃତ ବିଭାଗ ମୁଖ୍ୟ, ଦୁଃଶାସନ ବିଶ୍ୱାଳ, ଦର୍ଶନ ବିଭାଗ ମୁଖ୍ୟ ଦିଲ୍ଲୀପ ଦାସଙ୍କ ସମେତ ଯୁକ୍ତ ତିନି ବର୍ଷ କଳାଛାତ୍ର ଅଭିମନ୍ୟୁ ଧଳ ଏବଂ ଯୁକ୍ତ ତିନି ପ୍ରଥମ ବର୍ଷ ବିଜ୍ଞାନ ଛାତ୍ରୀ ଶୁଭସ୍ମିତା ବାରିକ ଆଲୋଚନାରେ ଅଂଶଗ୍ରହଣ କରି ବକ୍ତବ୍ୟ ପ୍ରଦାନ କରିଥିଲେ ।

Share. Facebook Twitter LinkedIn Email WhatsApp Copy Link

Related Posts

ଓଡ଼ିଆ ପକ୍ଷ ଉପଲକ୍ଷେ ଗୋଦାବାରୀଶ ମହାବିଦ୍ୟାଳୟରେ ରକ୍ତଦାନ ଶିବିର

April 11, 2026

ନାକଟିଦେଉଳ ସ୍ନାତକ ମହାବିଦ୍ୟାଳୟରେ ରକ୍ତଦାନ ଅଭିଯାନ

April 9, 2026

ଜମି ପାଇଁ ହାଣିଲେ : ପରିବାରର ୬ ଆହତ

April 7, 2026

ହାଜତ ମୃତ୍ୟୁ : ୬ ଅବସରପ୍ରାପ୍ତ ପୋଲିସ୍ ଗିରଫ

April 7, 2026
Latest News

କଟକରେ ଜାତୀୟ ଇଣ୍ଡୋର ନୌଚାଳନା ପ୍ରତିଯୋଗିତା ଆରମ୍ଭ

April 11, 2026

୫୦ ଫୁଟ ତଳକୁ ଖସିଲା ଓଏସ୍‌ଆରଟିସି ବସ୍‌

April 11, 2026

ରାଜ୍ୟରେ ଏଲପିଜି ଗ୍ୟାସ କଳାବଜାରୀ ଉପରେ କାର୍ଯ୍ୟାନୁଷ୍ଠାନ: ୪୬୯୧ ସିଲିଣ୍ଡର ଜବତ

April 11, 2026

‘ଅଟଳ ବସ୍ ଷ୍ଟାଣ୍ଡ’ ଯୋଜନାକୁ ରାଜ୍ୟ କ୍ୟାବିନେଟର ମଞ୍ଜୁରି

April 11, 2026

ଭାରତ ଏବଂ ମରିସସ ମଧ୍ୟରେ ତୈଳ ଏବଂ ଗ୍ୟାସ ଯୋଗାଣ ପାଇଁ ଚୁକ୍ତିନାମା ଚୂଡ଼ାନ୍ତ

April 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.