Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଜିଲ୍ଲା କଂଗ୍ରେସ ପକ୍ଷରୁ ଅମିତ ଶାହାଙ୍କ କୁଶପୁତ୍ତଳିକା ଦାହ
ଆଞ୍ଚଳିକ

ଜିଲ୍ଲା କଂଗ୍ରେସ ପକ୍ଷରୁ ଅମିତ ଶାହାଙ୍କ କୁଶପୁତ୍ତଳିକା ଦାହ

February 28, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ହେମାଙ୍ଗ ପ୍ରସାଦ ରାଉଳ
ବ୍ରହ୍ମପୁର : ଜିଲ୍ଲା କଂଗ୍ରେସ କାର୍ଯ୍ୟାଳୟ ବାପୁଜୀ ଆଶ୍ରମଠାରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କ କୁଶପୁତ୍ତଳିକା ଦାହ କରାଯାଇଛି । ଗୁଜରାଟ ଦଙ୍ଗାର ସୃଷ୍ଟିକାରୀ ଅମିତ ଶାହା ପରୋକ୍ଷ ଭାବରେ ଏଥିପାଇଁ ନିଶ୍ଚିତ ଭାବେ ଦାୟୀ ଅଟନ୍ତି । ଆଜି ଗୃହମନ୍ତ୍ରୀ ଭୁବନେଶ୍ୱର ଆସିଥିବାବେଳେ ତାଙ୍କୁ ବିରୋଧ କରାଯାଇଛି ବୋଲି କଂଗ୍ରେସ କହିଛି । ଏହି ପରିପ୍ରେକ୍ଷୀରେ କେନ୍ଦ୍ର ଗୃହମନ୍ତ୍ରୀଙ୍କ କୁଶପୁତ୍ତଳିକାକୁ ଦାହ କରାଯାଇଥିଲା । ଏହି କାର୍ଯ୍ୟକ୍ରମକୁ ଜିଲ୍ଲା କଂଗ୍ରେସର ପୀତବାସ ପଣ୍ଡା, ସଂଗ୍ରାମ ମହାନ୍ତି, ଭାଗିରଥୀ ବେହେରା, ବୃନ୍ଦାବନ ଖଟେଇ, ପଦ୍ମଚରଣ ସାହୁ, ସୁବାସ ରଇତ, ସାଇ ପ୍ରସାଦ ପାତ୍ର, ପ୍ରମୋଦ ଜେନା, ଜି. ଏରେୟା, ଗଣପତି ବାରିକ, ପି. ରାଜା ରାଓ, ଭୈରବ ପାତ୍ର, ଉଦୀୟନାଥ ପାରିଗ୍ରାହୀ, ସିଦ୍ଧାନ୍ତ କୁମାର ସାହୁ, ବିଜୟରାଜ ପାଣିଗ୍ରାହୀ, ଜ୍ଞାନରଂଜନ ରାଉତ ପ୍ରମୁଖ ଯୋଗ ଦେଇଥିଲେ ।

amitshah Congress
Share. Facebook Twitter LinkedIn Email WhatsApp Copy Link

Related Posts

ତାମିଲନାଡୁରେ ଆଉ ଜଣେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

October 14, 2026

ବିରଳ ବଜ୍ରକାପ୍ତା ଉଦ୍ଧାର

October 13, 2026

JNU ଯୌନ ନିର୍ଯାତନା ମାମଲା: କଂଗ୍ରେସ ସାଂସଦଙ୍କୁ ନିଲମ୍ବନ ଦାବି, ରାଷ୍ଟ୍ରପତିଙ୍କୁ ଭେଟିବେ ବିଜେପି ସାଂସଦ

October 13, 2026

BIMSTEC ଗୃହମନ୍ତ୍ରୀ ବୈଠକ ପାଇଁ ପ୍ରସ୍ତୁତ ଦିଲ୍ଲୀ: ଆତଙ୍କବାଦ ବିରୋଧରେ ଏକଜୁଟ୍ ହେବେ ସଦସ୍ୟ ରାଷ୍ଟ୍ର

October 12, 2026
Latest News

ଯାତ୍ରୀ ଆୟ ଓ ଟିକେଟ୍ ବୁକିଂରେ ପୂର୍ବତଟ ରେଳପଥର ଉଲ୍ଲେଖନୀୟ ଅଭିବୃଦ୍ଧି

October 15, 2026

SIR ବିବାଦ ମଧ୍ୟରେ ନିର୍ବାଚନ କମିଶନଙ୍କ ବଡ଼ ନିଷ୍ପତ୍ତି: ୧୭ ଟି ରାଜ୍ୟ ପାଇଁ ନେଲେ ଏହି ପଦକ୍ଷେପ

October 15, 2026

ସୋଆକୁ ବଡ଼ ଗୌରବ: ଷ୍ଟାନଫୋର୍ଡ ତାଲିକାରେ ସୋଆର ୩୮ ଗବେଷକ

October 15, 2026

କାରରୁ ଗଂଜେଇ ଜବତ: ୨ ଗିରଫ

October 15, 2026

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଅନ୍ତ୍ୟୋଦୟ ଗୃହ ଯୋଜନାରେ ନିର୍ମାଣ ହେବ ଆଉ ୨,୯୧,୬୬୬ ନୂଆ ଘର

October 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.