Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»କନକପୁରରେ ପଂଚାୟତିରାଜ ଦିବସ ଓ ବିଜୁଜୟନ୍ତୀ ପାଳିତ
ଆଞ୍ଚଳିକ

କନକପୁରରେ ପଂଚାୟତିରାଜ ଦିବସ ଓ ବିଜୁଜୟନ୍ତୀ ପାଳିତ

March 6, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ରମେଶ ମହାନ୍ତି
ଜଗତସିଂହପୁର : ତିର୍ତ୍ତୋଲ ବ୍ଲକ ଅନ୍ତର୍ଗତ କନକପୁର ପଂଚାୟତରେ  ସରପଂଚ ନମିତା ରାଉଳଙ୍କ ଅଧ୍ୟକ୍ଷତାରେ ପଂଚାୟତିରାଜ ଦୀବସ ଓ ବିଜୁ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଉପଲକ୍ଷେ ଆୟୋଜିତ କାର୍ଯ୍ୟକ୍ରମରେ କବି ରମାକାନ୍ତ ରାଉଳ ବିଜୁବାବୁଙ୍କ ଉଦ୍ଦେଶ୍ୟରେ ଏକ ସ୍ମୃତି କବିତା ପାଠ କରିବା ପରେ ସର୍ବେଶ୍ୱର ମଲ୍ଲିକ, ଲକ୍ଷ୍ମୀଧର ଦାସ,ବିଜୟ ହାତୀ, ଗୋଲେଖ ଲେଙ୍କା,ତପନ ଦାସ,ଗୋଲକ ଦାସ ଓ ବନ୍ଦିତା ସାହୁ ପ୍ରମୂଖ ବିଜୁବାବୁଙ୍କ ସ୍ମୃତି ଶ୍ରଦ୍ଧାଞ୍ଜଳୀ ଅର୍ପଣ କରିଥିଲେ।ଉକ୍ତ ସମସ୍ତ କାର୍ଯ୍ୟକ୍ରମକୁ ସମାଜସେବୀ ନୃସିଂହ ଚରଣ ରାଉଳ ଓ ଅସୀତ ରାଉଳ ପରିଚାଳନା କରିଥିବା ଜଣାପଡିଛି।

Share. Facebook Twitter LinkedIn Email WhatsApp Copy Link

Related Posts

ରଣପୁର ବ୍ଲକରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

ବାଣପୁର ଓ ବାଲୁଗାଁରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

ଶ୍ରୀ ମହିଳା ସଂଘ ପକ୍ଷରୁ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

ବାଲୁଗାଁ ମହାବିଦ୍ୟାଳୟ ପରିସରରେ ସ୍ୱଚ୍ଛତା ଅଭିଯାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ

June 20, 2026
Latest News

ବିକାଶର ଧାରା ଓଡ଼ିଶା ସାରା: ଖୋର୍ଦ୍ଧା ବ୍ଲକ ସ୍ତରୀୟ ଜନସଚେତନତା ଓ ସେବା କାର୍ଯ୍ୟକ୍ରମ

June 23, 2026

ରାସ୍ତା ଦୁର୍ଘଟଣାର ଶିକାର ହୋଇ ଗୁରୁତର ବାଛୁରୀର ଜୀବନ ରକ୍ଷା କଲା ସୋଆ ପଶୁ ଚିକିତ୍ସାଳୟ

June 23, 2026

ତାମିଲନାଡୁ ଗ୍ୟାସ୍ ଲିକ୍ ଘଟଣା: ମୃତ ଓଡ଼ିଆ ଶ୍ରମିକଙ୍କ ସହାୟତା ରାଶି ୧୦ ଲକ୍ଷ ଟଙ୍କାକୁ ବୃଦ୍ଧି

June 23, 2026

ଭାରତ ଏବଂ ଚୀନ ପ୍ରତିଦ୍ୱନ୍ଦ୍ୱୀ ନୁହଁନ୍ତି: ଚୀନର ବୈଦେଶିକ ମନ୍ତ୍ରୀ ୱାଙ୍ଗ ୟି

June 23, 2026

ହର୍ମୁଜ୍ ପ୍ରଣାଳୀ ଖୋଲିବା ପରେ ପାକିସ୍ତାନର ବଡ଼ ପଦକ୍ଷେପ: ଭାରତକୁ କ୍ଷତି ପହଞ୍ଚାଇବା ପାଇଁ ପ୍ରୟାସ

June 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.