Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଶିଶୁବିକାଶ ପ୍ରକଳ୍ପ ଅଧିକାରୀଙ୍କ ପକ୍ଷରୁ କରୋନା ସଚେତନତା ଶୋଭାଯାତ୍ରା
ଆଞ୍ଚଳିକ

ଶିଶୁବିକାଶ ପ୍ରକଳ୍ପ ଅଧିକାରୀଙ୍କ ପକ୍ଷରୁ କରୋନା ସଚେତନତା ଶୋଭାଯାତ୍ରା

March 8, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ରଞ୍ଜିତ ପଣ୍ଡା
କୁଜଙ୍ଗ : ସମଗ୍ର ବିଶ୍ୱରେ ଏବେ କରୋନା ଭାଇରସ ମୃତ୍ୟୁର ତାଣ୍ଡବ ଚଳାଇଥିବାବେଳେ ଭାରତ ଏବଂ ଓଡ଼ିଶା ମଧ୍ୟ ଏଥିରୁ ବାଦ ପଡ଼ିନାହିଁ । ତେବେ ସଚେତନତା ଜରିଆରେ ଏହି ଭୂତାଣୁ ଠାରୁ ରକ୍ଷା ପାଇହେବ ବୋଲି ଆଜି ସ୍ଥାନୀୟ ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ ସଚେତନା ଶୋଭାଯାତ୍ରା ଅନୁଷ୍ଠିତ ହୋଇଛି । ପ୍ରକଳ୍ପ ଅଧିକାରୀ ତନୁପ୍ରଭା ବେଉରାଙ୍କ ନେତୃତ୍ୱରେ ଶତାଧିକ ଅଙ୍ଗନବାଡ଼ୀ, ଆଶା କର୍ମୀମାନେ କୁଜଙ୍ଗ ବଜାର ପରିକ୍ରମା କରିବା ସହିତ କରୋନା ଭାଇରସ ସମ୍ପର୍କରେ ସଚେତନତା ସୃଷ୍ଟି କରିଥିଲେ । ରୋଗର ପ୍ରତିକାର ଏବଂ ପ୍ରତିଷେଧକ ସମ୍ପର୍କରେ ଶୋଭାଯାତ୍ରାରେ ସଚେତନତା ସୃଷ୍ଟି କରାଯାଇଥିଲା । ମହିଳାମାନେ ବିଭିନ୍ନ ପ୍ଲାକାର୍ଡ଼ ଏବଂ ପ୍ରଚାରପତ୍ର ଜରିଆରେ ବଜାରର ଲୋକମାନଙ୍କୁ ସଚେତନ କରିଥିଲେ । ପରେ କୁଜଙ୍ଗ ବଜାରର ଅନେକ ଗୁରୁତ୍ୱପୂର୍ଣ୍ଣ ସ୍ଥାନକୁ ପରିଷ୍କାର ଓ ପରିଛନ୍ନ କରି ସ୍ୱାସ୍ଥ୍ୟ ଅନୁକୂଳ କରାଯାଇଥିଲା । କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ସଶ୍ମୀତା ଦାସ,ମନୋରମା ମହାପାତ୍ର, ସରୋଜିନୀ ଷଡ଼ଙ୍ଗୀ, ମୀନର୍ଭା ସ୍ୱାଇଁ, ସୁପରଭାଇଜର ଜୟନ୍ତୀ ଖଟୁଆ, ମନୋରମା ସ୍ୱାଇଁ, ପ୍ରିୟଦର୍ଶିନୀ ମହାପାତ୍ର, ଚିନ୍ତାମଣୀ ଟିସ୍କୁ, ଛବିଲତା ଭୋଇ, କଳ୍ପନା ବାରିକ, ଜ୍ୟୋତ୍ସ୍ନାରାଣୀ ମହାନ୍ତି, ବିଷ୍ଣୁପ୍ରିୟା ସେଠୀ, ସସ୍ମିତା ପରିଡ଼ା, ପୁଷ୍ପାଞ୍ଜଳୀ ବେହେରା, ବନସ୍ମୀତା ଦାସ, ମନୋରମା ଦାସ ପ୍ରମୁଖ କାର୍ଯ୍ୟକ୍ରମରେ ଅଂଶ ଗ୍ରହଣ କରିଥିଲେ ।

corona
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର ବାଲୁଗାଁ ରୋଟାରୀ କ୍ଳବ ପକ୍ଷରୁ ଅଟୋ ଆମ୍ବୁଲାନ୍ସ ପ୍ରଦାନ

April 27, 2026

ସ୍ଵର୍ଗତ ପଣ୍ଡିତ ନୃସିଂହ ପ୍ରସାଦ ମିଶ୍ରଙ୍କ ଦ୍ଵାଦଶାହ ସ୍ମୃତିସଭା

April 22, 2026

ବାଣପୁର: ମା’ ତାରିଣୀଙ୍କ ପୀଠରେ ବିଶ୍ୱଶାନ୍ତି ଗୀତା ମହାଯଜ୍ଞ ଓ ଅଷ୍ଟ ଶମ୍ଭୁ ମିଳନ

April 17, 2026

ଓଡିଶା ଆଦର୍ଶ ବିଦ୍ୟାଳୟର ଛାତ୍ରୀ ଜାତପଦ୍ମାଙ୍କ ସଫଳତା: ସିବିଏସଇ ପରୀକ୍ଷାରେ ରଖିଲେ ୯୮% ନମ୍ବର

April 17, 2026
Latest News

ଦଶମ-ଦ୍ୱାଦଶ ଶ୍ରେଣୀ ଫଳାଫଳ ପ୍ରକାଶ କଲା CISCE: ଏହି ଲିଙ୍କ୍ ବ୍ୟବହାର କରି ତୁରନ୍ତ ଯାଞ୍ଚ କରନ୍ତୁ

April 30, 2026

ଏକଜିଟ୍ ପୋଲ ଫଳାଫଳରେ କ’ଣ ପାଇଲା କଂଗ୍ରେସ?: ଜାଣନ୍ତୁ କେଉଁଠି ଲାଭ ଆଉ କେଉଁଠି କ୍ଷତି?

April 30, 2026

ପୁଟିନଙ୍କ ସହ ଦେଢ଼ ଘଣ୍ଟା ଧରି କଥା ହେଲେ ଟ୍ରମ୍ପ

April 30, 2026

ପୋଲିସକୁ ଛୁରା ମାଡ : ୩ ଆହତ

April 30, 2026

ଆଜି ICSE ରେଜଲ୍ଟ ପ୍ରକାଶ ପାଇବ

April 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.