Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଜଗତସିଂହପୁର ଜିଲ୍ଲା ସାମ୍ବାଦିକ ଦେବ ମିଶ୍ରଙ୍କ ପରଲୋକ
ଆଞ୍ଚଳିକ

ଜଗତସିଂହପୁର ଜିଲ୍ଲା ସାମ୍ବାଦିକ ଦେବ ମିଶ୍ରଙ୍କ ପରଲୋକ

March 13, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

 

ରମେଶ ମହାନ୍ତି

ଜଗତସିଂହପୁର : ପବିତ୍ର ହୋଲି ପର୍ବ ପୂର୍ବାହ୍ନରେ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ କଟକ (ଏସ୍.ସି.ବି) ବଡମେଡିକାଲରେ ଭର୍ତ୍ତି କରାଯାଇଥିଲା। ହେଲେ ତାଙ୍କର ସ୍ୱାସ୍ଥ୍ୟରେ ଉନ୍ନତି ଆସିବା ପରିବର୍ତ୍ତେ ସେହିଦିନ ଅର୍ଥାତ ରାତ୍ର ୧୦ ଘଣ୍ଟା ସମୟରେ ଶେଷ ନିଶ୍ବାସ ତ୍ୟାଗ କରିଥିଲେ। ପରେ ପରିବାର ଓ ସମ୍ପର୍କୀୟମାନେ ଶେଷ ଦର୍ଶନ ନିମନ୍ତେ ତାଙ୍କୁ ନିଜ ଜନ୍ମ ମାଟି ଜଗତସିଂହପୁର ଥାନା ଅନ୍ତର୍ଗତ ପୁରୋହିତପୁର ଗ୍ରାମକୁ ଅଣା ଯାଇଥିଲା। ଶେଷ ଦର୍ଶନ ପରେ ଶେଷକୃତ୍ୟ ସମ୍ପର୍ଣ୍ଣ ନିମନ୍ତେ ପୁରୀ ସ୍ବର୍ଗଦ୍ବାର ନିଆ ଯାଇଥିଲା।

ମୃତ୍ୟୁ ବେଳକୁ ତାଙ୍କୁ ୫୮ବର୍ଷ ବୟସ ହୋଇଥିଲା। ସେ ଦୀର୍ଘ ବର୍ଷଧରି ସାମ୍ବାଦିକତା କରିବା ପରେ ବାରମ୍ବାର ଅସୁସ୍ଥ ହେବା ନେଇ ଧରିତ୍ରୀରୁ ସବୁ ଦିନ ପାଇଁ ବିଦାୟ ନେଇଥିଲେ। ଏହାର କିଛି ବର୍ଷ ପରେ ସେ ନିଜକୁ ସୁସ୍ଥ ମନେ କରିବା ପରେ, ସମ୍ପର୍କବାର୍ତ୍ତା ପେପର ଜଗତସିଂହପୁର ପ୍ରତିନିଧି ଭାବେ କାର୍ଯ୍ୟ କରୁଥିଲେ। ଭଲ ଗଠନ ମୂଳକ ଖବର ମଧ୍ୟ ପ୍ରକାଶ କରି ଆସୁଥିଲେ। ତାଙ୍କର ଶେଷ ଖବର ତା.୯.୩.୨୦୨୦ରିଖର  ଅନଭିଙ୍ଗ ଡ୍ରାଇଭିଂ ଓ ଦୃତ ଗାଡି ଚାଳନା, ଦୂର୍ଘଟଣାର ମୁଖ୍ୟ କାରଣ” ପ୍ରକାଶ ପାଇବାର ୨୪ଘ ପରେ ଅର୍ଥାତ୍ ୧୦ ତାରିଖରେ ଶେଷ ନିଶ୍ବାସ ତ୍ୟାଗ କରିଥିଲେ। ତାଙ୍କର ମୃତ୍ୟୁ ହୋଇଯାଇଥିବା ଖବର ପାଇବା ପରେ ଜିଲ୍ଲାର ବହୁ ବରିଷ୍ଠ ସାମ୍ବାଦିକ ଦୁଃଖ ପ୍ରକାଶ କରିବା ସହ ସ୍ୱର୍ଗତ ମିଶ୍ରଙ୍କ ଘରେ ଉପସ୍ଥିତ ରହି ପରିବାରଙ୍କୁ ସମବେଦନା ଜଣାଇବା ସହିତ ତାଙ୍କର ଅମର ଆତ୍ମାର ସଦ୍ ଗତି କାମନା କରିଥିବା ଜଣାପଡିଛି।

BJP Ads
Share. Facebook Twitter LinkedIn Email WhatsApp Copy Link

Related Posts

ଚିଲିକା ବୋଇତ ବନ୍ଦାଣ ଉତ୍ସବ ମଞ୍ଚରେ କବିତା ପାଠୋତ୍ସବ

November 4, 2025

ବାଣପୁର: ସମାଜସେବୀ ଡ଼ା ରାଧାଚରଣ ପଣ୍ଡାଙ୍କ ୫୧ତମ ଶ୍ରାଦ୍ଧୋତ୍ସବ

November 4, 2025

ବାପୁଜୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ତରଫରୁ ସଫେଇ ଓ ବୃକ୍ଷ ରୋପଣ

November 3, 2025

ବାଲୁଗାଁ କଲେଜରେ ସାଇବର ସଚେତନତା କାର୍ଯ୍ୟକ୍ରମ

November 3, 2025
BJP Ads
Latest News

ସୁରକ୍ଷା ବାହିନୀଙ୍କୁ ବଡ଼ ସଫଳତା: ଧ୍ଵଂସ କଲେ ମାଓ କାରଖାନା, ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ

November 4, 2025

ବେଙ୍ଗାଲୁରୁକୁ ସ୍ୱତନ୍ତ୍ର ଟ୍ରେନ୍ ସେବା: ଯାତ୍ରୀଙ୍କ ଆବଶ୍ୟକତା ଅନୁଯାୟୀ ପୂର୍ବତଟ ରେଳପଥର ବିଶେଷ ବ୍ୟବସ୍ଥା

November 4, 2025

ଭୁବନେଶ୍ୱରଠାରେ କୃଷି କ୍ଷେତ୍ରର ବିଭିନ୍ନ ପକ୍ଷଙ୍କୁ ନେଇ ୩ ଦିନିଆ ପରାମର୍ଶ କର୍ମଶାଳା ଆରମ୍ଭ

November 4, 2025

ବିଳାସପୁରରେ ବଡ ଟ୍ରେନ୍ ଦୁର୍ଘଟଣା, ଚାରି ମୃତ

November 4, 2025

ଚିଲିକା ବୋଇତ ବନ୍ଦାଣ ଉତ୍ସବ ମଞ୍ଚରେ କବିତା ପାଠୋତ୍ସବ

November 4, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.