Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଜଗତସିଂହପୁର ଜିଲ୍ଲା ସାମ୍ବାଦିକ ଦେବ ମିଶ୍ରଙ୍କ ପରଲୋକ
ଆଞ୍ଚଳିକ

ଜଗତସିଂହପୁର ଜିଲ୍ଲା ସାମ୍ବାଦିକ ଦେବ ମିଶ୍ରଙ୍କ ପରଲୋକ

March 13, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

 

ରମେଶ ମହାନ୍ତି

ଜଗତସିଂହପୁର : ପବିତ୍ର ହୋଲି ପର୍ବ ପୂର୍ବାହ୍ନରେ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ କଟକ (ଏସ୍.ସି.ବି) ବଡମେଡିକାଲରେ ଭର୍ତ୍ତି କରାଯାଇଥିଲା। ହେଲେ ତାଙ୍କର ସ୍ୱାସ୍ଥ୍ୟରେ ଉନ୍ନତି ଆସିବା ପରିବର୍ତ୍ତେ ସେହିଦିନ ଅର୍ଥାତ ରାତ୍ର ୧୦ ଘଣ୍ଟା ସମୟରେ ଶେଷ ନିଶ୍ବାସ ତ୍ୟାଗ କରିଥିଲେ। ପରେ ପରିବାର ଓ ସମ୍ପର୍କୀୟମାନେ ଶେଷ ଦର୍ଶନ ନିମନ୍ତେ ତାଙ୍କୁ ନିଜ ଜନ୍ମ ମାଟି ଜଗତସିଂହପୁର ଥାନା ଅନ୍ତର୍ଗତ ପୁରୋହିତପୁର ଗ୍ରାମକୁ ଅଣା ଯାଇଥିଲା। ଶେଷ ଦର୍ଶନ ପରେ ଶେଷକୃତ୍ୟ ସମ୍ପର୍ଣ୍ଣ ନିମନ୍ତେ ପୁରୀ ସ୍ବର୍ଗଦ୍ବାର ନିଆ ଯାଇଥିଲା।

ମୃତ୍ୟୁ ବେଳକୁ ତାଙ୍କୁ ୫୮ବର୍ଷ ବୟସ ହୋଇଥିଲା। ସେ ଦୀର୍ଘ ବର୍ଷଧରି ସାମ୍ବାଦିକତା କରିବା ପରେ ବାରମ୍ବାର ଅସୁସ୍ଥ ହେବା ନେଇ ଧରିତ୍ରୀରୁ ସବୁ ଦିନ ପାଇଁ ବିଦାୟ ନେଇଥିଲେ। ଏହାର କିଛି ବର୍ଷ ପରେ ସେ ନିଜକୁ ସୁସ୍ଥ ମନେ କରିବା ପରେ, ସମ୍ପର୍କବାର୍ତ୍ତା ପେପର ଜଗତସିଂହପୁର ପ୍ରତିନିଧି ଭାବେ କାର୍ଯ୍ୟ କରୁଥିଲେ। ଭଲ ଗଠନ ମୂଳକ ଖବର ମଧ୍ୟ ପ୍ରକାଶ କରି ଆସୁଥିଲେ। ତାଙ୍କର ଶେଷ ଖବର ତା.୯.୩.୨୦୨୦ରିଖର  ଅନଭିଙ୍ଗ ଡ୍ରାଇଭିଂ ଓ ଦୃତ ଗାଡି ଚାଳନା, ଦୂର୍ଘଟଣାର ମୁଖ୍ୟ କାରଣ” ପ୍ରକାଶ ପାଇବାର ୨୪ଘ ପରେ ଅର୍ଥାତ୍ ୧୦ ତାରିଖରେ ଶେଷ ନିଶ୍ବାସ ତ୍ୟାଗ କରିଥିଲେ। ତାଙ୍କର ମୃତ୍ୟୁ ହୋଇଯାଇଥିବା ଖବର ପାଇବା ପରେ ଜିଲ୍ଲାର ବହୁ ବରିଷ୍ଠ ସାମ୍ବାଦିକ ଦୁଃଖ ପ୍ରକାଶ କରିବା ସହ ସ୍ୱର୍ଗତ ମିଶ୍ରଙ୍କ ଘରେ ଉପସ୍ଥିତ ରହି ପରିବାରଙ୍କୁ ସମବେଦନା ଜଣାଇବା ସହିତ ତାଙ୍କର ଅମର ଆତ୍ମାର ସଦ୍ ଗତି କାମନା କରିଥିବା ଜଣାପଡିଛି।

Share. Facebook Twitter LinkedIn Email WhatsApp Copy Link

Related Posts

ଉଲୁଣ୍ଡାରେ ଅଘଟଣ: ଘରର କାନ୍ଥ ଭୁଶୁଡ଼ି ବୃଦ୍ଧଙ୍କ ମୃତ୍ୟୁ, ପତ୍ନୀ ଗୁରୁତର

August 2, 2026

ନାକଟିଦେଉଳରେ ଯୁବକଙ୍କୁ ଧାରୁଆ ଅସ୍ତ୍ରରେ ଆକ୍ରମଣ ଅଭିଯୋଗ; ୮ ଜଣ ଅଟକ, ଗୁରୁତର ଆହତଙ୍କୁ ବୁର୍ଲା ସ୍ଥାନାନ୍ତର

August 2, 2026

ବିକଶିତ ଭାରତ ପାଇଁ ନିଶାମୁକ୍ତ ଯୁବ ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ

August 2, 2026

ହୀରାକୁଦ ଡ୍ୟାମ : ୨୨ଟି ଗେଟ୍ ଦେଇ ଚାଲିଛି ବନ୍ୟାଜଳ ନିଷ୍କାସନ

August 2, 2026
Latest News

ପ୍ରଥମ ଶ୍ରେଣୀ ବହି ବିବାଦ: ତ୍ରୁଟି ଅଭିଯୋଗକୁ ଖଣ୍ଡନ କଲେ ଗଣଶିକ୍ଷା ମନ୍ତ୍ରୀ, ଖୁବଶୀଘ୍ର ମିଳିବ ସଂଶୋଧିତ ବହି

August 7, 2026

ବଡ଼ଭାଇଙ୍କୁ ହତ୍ୟା କଲା ସାନଭାଇ

August 7, 2026

ବରଗଡ଼ରେ ଓକିଲ ସଂଘ ସଭାପତିଙ୍କୁ ମଦ୍ୟପଙ୍କ ଆକ୍ରମଣ, ଗୁରୁତର ଆହତ; ୩ ଅଭିଯୁକ୍ତ ଗିରଫ

August 6, 2026

ଏମ୍ସ ଭୁବନେଶ୍ବରରେ ଶୀଘ୍ର ଯକ୍ଷ୍ମା ଚିହ୍ନଟ ଓ ନିରାକାରଣ ଉପରେ ଜାତୀୟ ସମ୍ମିଳନୀ

August 6, 2026

ଘର ପ୍ରତିଷ୍ଠା ଭୋଜି ପଡ଼ିଲା ମହଙ୍ଗା, ଝାଡ଼ାବାନ୍ତିରେ ୧୦୦ରୁ ଅଧିକ ଆକ୍ରାନ୍ତ

August 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.