Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଡଇଁଚା ଗ୍ରାମାପଂଚାୟରେ ସ୍ୱାମୀ ବିବେକାନନ୍ଦ ପାଠାଗାର ଉଦ୍‌ଘାଟିତ
ଆଞ୍ଚଳିକ

ଡଇଁଚା ଗ୍ରାମାପଂଚାୟରେ ସ୍ୱାମୀ ବିବେକାନନ୍ଦ ପାଠାଗାର ଉଦ୍‌ଘାଟିତ

March 13, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

କନ୍ଦର୍ପ ବେହେରା
ରେଢାଖୋଲ : ନାକ୍ଟିଦେଉଳ ବ୍ଲକ୍ ଡଇଁଚା ପଂଚାୟତରେ ସ୍ୱାମୀ ବିବେକାନନ୍ଦ ପାଠାଗାର ଉଦଘାଟନ ହୋଇଯାଇଛି । ନାକ୍ଟିଦେଉଳ ବ୍ଲକ୍ ଅଧ୍ୟକ୍ଷା ମନ୍ଦାକିନୀ ରାଉଳ ମୁଖ୍ୟଅତିଥି ଭାବରେ ଯୋଗଦେଇ ସ୍ୱାମୀ ବିବେକାନନ୍ଦ ପାଠାଗାରର ଶୁଭ ଉଦ୍ଘାଟନ କରିଥିଲେ । ଏଥିରେ ଡଇଁଚା ସରପଂଚ ପ୍ରବୀଣ କୁମାର ପ୍ରଧାନ ଅଧ୍ୟକ୍ଷତା କରିଥିଲେ । ଡଇଁଚା ଗ୍ରାମପଂଚାୟତର ପଂଚାୟତ ଅଧିକାରୀ ସରକାରଙ୍କ ଏହି ପାଠାଗାର ଖୋଲିବା ଦ୍ୱାରା ଗ୍ରାମାଂଚଳରେ କିପରି ପୁସ୍ତକ ପ୍ରତି ପିଲାମାନଙ୍କର ଆଗ୍ରହ ବଢିବ ତଥା ସରକାରଙ୍କ ବିଭିନ୍ନ ଯୋଜନା ସଂପର୍କରେ ଏହି ପାଠାଗାର ମାଧ୍ୟମରେ ସୂଚନା ପାଇପାରିବେ ବୋଲି ପ୍ରକାଶ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ସାମ୍ବାଦିକ କନ୍ଦର୍ପ ବେହେରା, ବିଜେଡି ବ୍ଲକ୍ ସଭାପତି ମୂଳିଆ ରାଉଳ, ସୁଦର୍ଶନ ପ୍ରଧାନ ପ୍ରମୁଖ ଯୋଗ ଦେଇଥିଲେ । ଗ୍ରାମର ଆଗ୍ରହୀ ବ୍ୟକ୍ତିମାନେ ପାଠାଗାରକୁ ପୁସ୍ତକ ଦାନ କରିଥିଲେ । ସରକାର ପାଠାଗାର କୋଠାପାଇଁ ୫ ଲକ୍ଷ ଟଙ୍କା ଓ ଅନ୍ୟାନ୍ୟ ସାମଗ୍ରୀ କିଣିବା ପାଇଁ ୨ ଲକ୍ଷ ଟଙ୍କା ପ୍ରଦାନ କରିବେ ବୋଲି ଜଣା ପଡିଛି । ବର୍ତମାନ ଗୃହ ନିର୍ମାଣ ସରିବା ପର୍ଯ୍ୟନ୍ତ ପଂଚାୟତ କାର୍ଯ୍ୟାଳୟରେ ଏହି ପାଠାଗାର ଚାଲୁ ରହିବ ବୋଲି ଜଣା ପଡିଛି ।

library rairakhol
Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପ୍ରବେଶ ଉତ୍ସବ

July 23, 2026

ବାଣପୁର: ଉତ୍ତରାୟଣୀ ପୀଠରେ ଭାଜପାର ବନ୍ଧୁ ମିଳନ କାର୍ଯ୍ୟକ୍ରମ

July 20, 2026

ବାଣପୁର-ବାଲୁଗାଁ ରୋଟାରୀ କ୍ଲବର ଗଠନମୂଳକ ସଭା

July 20, 2026

ବାଣପୁର ଗ୍ରାମୀଣ ମହିଳା ଉଚ୍ଚମାଧ୍ୟମିକ ବିଦ୍ୟାଳୟରେ ଅବସରକାଳୀନ ସମ୍ବର୍ଦ୍ଧନା ଉତ୍ସବ

July 18, 2026
Latest News

ଆଉ କେତେ ଦିନ ଟିମ୍ ଇଣ୍ଡିଆର ପ୍ରଶିକ୍ଷକ ରହିବେ ଗୌତମ ଗମ୍ଭୀର?: ଜାଣନ୍ତୁ BCCI ର ଚୁକ୍ତି

July 25, 2026

ଶ୍ରୀଲଙ୍କା ସିରିଜ ପରେ ଆଉ ଏକ ବଡ଼ ଟୁର୍ଣ୍ଣାମେଣ୍ଟ: ସେମିଫାଇନାଲରେ ମୁହାଁମୁହିଁ ହେବେ ଭାରତ ଏବଂ ପାକିସ୍ତାନ!

July 25, 2026

ପାକିସ୍ତାନ ବିପକ୍ଷରେ ଖେଳିବାକୁ ମନା କଲେ ୱେଷ୍ଟଇଣ୍ଡିଜ୍ ଖେଳାଳି: ଜାଣନ୍ତୁ ସମ୍ପୂର୍ଣ୍ଣ କାହାଣୀ

July 25, 2026

ନିଟ୍ ପ୍ରଶ୍ନପତ୍ର ପ୍ରଘଟ ବିରୋଧ ଆନ୍ଦୋଳନକୁ ସମନ୍ୱୟ ସମିତିର ସମର୍ଥନ

July 25, 2026

ପିଆଇବି ଏବଂ ସିବିସି ଭୁବନେଶ୍ୱର ପକ୍ଷରୁ କାର୍ଗିଲ ବିଜୟ ଦିବସ ପାଳିତ

July 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.