Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»କୁଜଙ୍ଗରେ କାଳବୈଶାଖୀ: ଗଛ ଡାଳ ପଡି ୩ ରାଜସ୍ୱ ବିଭାଗ କର୍ମଚାରୀ ଆହତ
ଆଞ୍ଚଳିକ

କୁଜଙ୍ଗରେ କାଳବୈଶାଖୀ: ଗଛ ଡାଳ ପଡି ୩ ରାଜସ୍ୱ ବିଭାଗ କର୍ମଚାରୀ ଆହତ

March 19, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ରଞ୍ଜିତ ପଣ୍ଡା
କୁଜଙ୍ଗ: ଗୁରୁବାର ସନ୍ଧ୍ୟାରେ କୁଜଙ୍ଗରେ ତୁହାକୁ ତୁହା ବର୍ଷା ସହ ପ୍ରାୟ ୫୦ କିମି ବେଗରେ ପବନ ବହିଛି। ଏହି ସମୟରେ ବିଜୁଳି ସହ ବର୍ଷା ପବନରେ ବହୁ ଅଂଚଳରେ ଗଛ ମଧ୍ୟ ଉପୁଡି ପଡିଛି। କୁଜଙ୍ଗ ତହସିଲର କିଛି କର୍ମଚାରୀ କାମ ସାରି ବାଇକ୍ ଯୋଗେ ଫେରୁଥିବା ବେଳେ କଟକ-ପାରାଦ୍ୱୀପ ରାସ୍ତାରେ ଗଛ ପଡି ଆହତ ହୋଇଥିବା ସୂଚନା ମିଳିଛି। କୁଜଙ୍ଗ ତହସିଲର ବରିଷ୍ଠ କ୍ଲର୍କ ଲାଲା ଅମରେନ୍ଦ୍ର ରାୟ, କିରାଣୀ ବନବିହାରୀ ପ୍ରଧାନ, ଗୁରୁ ପ୍ରସାଦ ରାଉତ ବାଇକରେ ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଛି। ଗଛର ଡାଳ ପଡି ଲାଲା ଅମରେନ୍ଦ୍ର ରାୟଙ୍କ ହାତ ଭାଙ୍ଗି ଯାଇଥିବା ବେଳେ ବନବିହାରୀ ପ୍ରଧାନ ଗୁରୁତର ହୋଇଥିବା ଜଣାପଡିଛି। ଏହି ଅବସରରେ ଅନ୍ୟ ଜଣେ କର୍ମଚାରୀ ଗୁରୁ ପ୍ରସାଦ ରାଉତଙ୍କ ଆଗରେ ମଧ୍ୟ ଗଛର ଡାଳ ପଡି ଯିବାରୁ ସେ ମଧ୍ୟ ଆହତ ହୋଇଛନ୍ତି। ବର୍ଷା ସତ୍ତ୍ୱେ ଆହତଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରି କୁଜଙ୍ଗ ମେଡିକାଲ ଭର୍ତ୍ତି କରାଇଥିଲେ।

kujang
Share. Facebook Twitter LinkedIn Email WhatsApp Copy Link

Related Posts

ବଡ଼କୂଳ ମଣ୍ଡଳ ଭାଜପା ‘କାର୍ଯ୍ୟକର୍ତ୍ତା ସମାବେଶ’: ଯୋଗଦେଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

August 21, 2026

ରଣପୁର ପ୍ରେସ କ୍ଲବରେ ପ୍ରଥମ ଥର ପାଇଁ ପାଳିତ ହେଲା ୮୦ତମ ସ୍ୱାଧୀନତା ଦିବସ

August 16, 2026

ଗୋଦାବରୀଶ ମହାବିଦ୍ୟାଳୟରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା

August 15, 2026

ବାଣପୁର ଗ୍ରାମୀଣ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ସ୍ବାଧିନତା ଦିବସ ଏବଂ ହର୍ ଘର୍ ତ୍ରିରଙ୍ଗା କାର୍ଯ୍ୟକ୍ରମ

August 15, 2026
Latest News

ଶିକ୍ଷକ ସମାଜ ପ୍ରତି ସରକାରଙ୍କର ବୈମାତୃକ ମନୋଭାବ: ସମନ୍ୱୟ ସମିତି

August 22, 2026

୬୨,୫୦୦ କୋଟିର ମୋବାଇଲ ଉତ୍ପାଦନ ଯୋଜନାର ବିଜ୍ଞପ୍ତି ପ୍ରକାଶ କଲେ ସରକାର

August 22, 2026

ଚିନିର ବର୍ଦ୍ଧିତ ମୂଲ୍ୟ ନିୟନ୍ତ୍ରଣ ଏବଂ ପର୍ଯ୍ୟାପ୍ତ ଉପଲବ୍ଧତା ସୁନିଶ୍ଚିତ କରିବା ପାଇଁ ସରକାରଙ୍କ ପଦକ୍ଷେପ

August 22, 2026

ସିଲିଗୁଡ଼ିରେ ତିନୋଟି ନୂତନ ଆଇନ ଉପରେ ଆୟୋଜିତ ପ୍ରଦର୍ଶନୀକୁ ଉଦ୍‌ଘାଟନ କଲେ ଗୃହମନ୍ତ୍ରୀ

August 22, 2026

ବେଲଗୁଣ୍ଠାରେ ମାନବିକତା: ହଜିଯାଇଥିବା ୨ ଭରି ସୁନା ମଙ୍ଗଳସୂତ୍ର ଫେରାଇଲେ ଔଷଧ ଦୋକାନୀ

August 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.