Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»କୁଜଙ୍ଗଠାରେ ଅତିରିକ୍ତ ମଣ୍ଡଳ ଉନ୍ନୟନ ଅଧିକାରୀ ଓ ଥାନା ଅଧିକାରୀ କରୋନା ସଚେତନତା କରାଉଛନ୍ତି
ଆଞ୍ଚଳିକ

କୁଜଙ୍ଗଠାରେ ଅତିରିକ୍ତ ମଣ୍ଡଳ ଉନ୍ନୟନ ଅଧିକାରୀ ଓ ଥାନା ଅଧିକାରୀ କରୋନା ସଚେତନତା କରାଉଛନ୍ତି

March 24, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ରଞ୍ଜିତ୍‌ ପଣ୍ଡା

କୁଜଙ୍ଗ : କରୋନା ମୁକାବିଲା ପାଇଁ ରାଜ୍ୟ ସରକାର ରାଜ୍ୟରେ ଲକ୍‌ ଡାଉନ୍‌ର ଘୋଷଣା କରିଛନ୍ତି । ରାଜ୍ୟସରକାର କରୋନାକୁ ନେଇ ସତର୍କତା ଓ ସଚେତନତା ଅବଲମ୍ବନ କରୁଥିବାବେଳେ ଜିଲ୍ଲା ପ୍ରଶାସନ ତରଫରୁ ମଧ୍ୟ ଏନେଇ ବ୍ୟାପକ ସଚେତନତା କରାଯାଉଛି। ଆଜି କୁଜଙ୍ଗ ବ୍ଲକ୍ ଅନ୍ତର୍ଗତ ବିଭିନ୍ନ ଜାଗାରେ ଆଜି କୁଜଙ୍ଗ ବ୍ଲକ୍ ଅତିରିକ୍ତ ଉନ୍ନୟନ ଅଧିକାରୀ ସନ୍ତୋଷ କୁମାର ଶତପଥୀ ଓ ଥାନା ଅଧିକାରୀ ଦିଲ୍ଲୀପ କୁମାର ସାହୁ ଜନସାଧାରଣ ମାନଙ୍କୁ କୋରୋନା ପାଇଁ ସଚେତନତା କରୁଛନ୍ତି। ଆଜି ଠାରୁ କୁଜଙ୍ଗ ଓ ପାରାଦ୍ଵୀପ ସମ୍ପୂର୍ଣ ଭାବେ ବନ୍ଦ ଦେଖିବାକୁ ମିଳିଛି। କରୋନା ସତର୍କତା ପାଇଁ ଘରେ ରହିବାକୁ ପରାମର୍ଶ ଦିଆଯାଇଛି । କରୋନାରୁ ଦୂରେଇ ରହିବାକୁ ହେଲେ ସାମାଜିକ ଦୂରତ୍ବ ରଖିବା ଏକାନ୍ତ ଅପରିହାର୍ଯ୍ୟ ।

Share. Facebook Twitter LinkedIn Email WhatsApp Copy Link

Related Posts

ଉଲୁଣ୍ଡାରେ ଅଘଟଣ: ଘରର କାନ୍ଥ ଭୁଶୁଡ଼ି ବୃଦ୍ଧଙ୍କ ମୃତ୍ୟୁ, ପତ୍ନୀ ଗୁରୁତର

August 2, 2026

ନାକଟିଦେଉଳରେ ଯୁବକଙ୍କୁ ଧାରୁଆ ଅସ୍ତ୍ରରେ ଆକ୍ରମଣ ଅଭିଯୋଗ; ୮ ଜଣ ଅଟକ, ଗୁରୁତର ଆହତଙ୍କୁ ବୁର୍ଲା ସ୍ଥାନାନ୍ତର

August 2, 2026

ବିକଶିତ ଭାରତ ପାଇଁ ନିଶାମୁକ୍ତ ଯୁବ ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ

August 2, 2026

ହୀରାକୁଦ ଡ୍ୟାମ : ୨୨ଟି ଗେଟ୍ ଦେଇ ଚାଲିଛି ବନ୍ୟାଜଳ ନିଷ୍କାସନ

August 2, 2026
Latest News

ଇଞ୍ଜେକ୍ସନ୍‌ ନେବା ପରେ ଜୀବନ ଗଲା: ମହିଳା ମୃତ୍ୟୁ ଘଟଣାରେ ମେଡିସିନ୍‌ ଷ୍ଟୋର କର୍ମଚାରୀ ଅଟକ

August 7, 2026

ଚୂଡ଼ାନ୍ତ ପର୍ଯ୍ୟାୟରେ ଭୋଟର ତାଲିକାର ସ୍ଵତନ୍ତ୍ର ସଘନ ସଂଶୋଧନ-୨୦୨୬ ପ୍ରକ୍ରିୟା

August 7, 2026

ବ୍ରିକ୍ସ ଶିକ୍ଷା: ଶିକ୍ଷା ବ୍ୟବସ୍ଥା ପାଇଁ ସହଯୋଗ ବୃଦ୍ଧି ଉପରେ ବିସ୍ତୃତ ଆଲୋଚନା

August 7, 2026

ଚୋରା ଚାଲାଣ ବେଳେ ମାଡ଼ି ବସିଲା ପୋଲିସ: ୨୫୧ କେଜି ଗଞ୍ଜେଇ ଜବତ, ୨ ଗିରଫ

August 7, 2026

ବରିଷ୍ଠ ଅଧିକାରୀବୃନ୍ଦଙ୍କ ସହିତ ଉଚ୍ଚସ୍ତରୀୟ ବୈଠକ କଲେ ରାଜସ୍ୱ ମନ୍ତ୍ରୀ

August 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.