Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ସୋସିଆଲ ମିଡିଆ ଗୁଜବରୁ ଦୂରେଇ ରହିବା ପାଇଁ ଜଗତସିଂହପୁର ବାସୀଙ୍କୁ ପରାମର୍ଶ
ଆଞ୍ଚଳିକ

ସୋସିଆଲ ମିଡିଆ ଗୁଜବରୁ ଦୂରେଇ ରହିବା ପାଇଁ ଜଗତସିଂହପୁର ବାସୀଙ୍କୁ ପରାମର୍ଶ

March 27, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ରମେଶ ମହାନ୍ତି
ଜଗତସିଂହପୁର : ଜଗତସିଂହପୁର ବାସୀଙ୍କୁ ସୋସିଆଲ ମିଡିଆ ଗୁଜବରୁ ଦୂରେଇ ରହିବା ପାଇଁ ପରାମର୍ଶ ଦେଇଛନ୍ତି ଜଗତସିଂହପୁର ଆରକ୍ଷୀ ଅଧୀକ୍ଷକ । ବିଭିନ୍ନ ବ୍ୟକ୍ତି ସୋସିଆଲ ମିଡିଆ ଜରିଆରେ ଗୁଜବ ପ୍ରଚାର କରୁଥିବା ବେଳେ ଏହାକୁ ବିଶ୍ବାସ ନ କରିବା ପାଇଁ ଜଗତସିଂହପୁର ବାସୀଙ୍କୁ ପରାମର୍ଶ ଦିଆଯାଇଛି । ଏଭଳି ଗୁଜବ ପ୍ରଚାର ଏକ ଧର୍ତ୍ତବ୍ୟ ଅପରାଧ ଅଟେ । ଅପରାଧୀଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ତେଣୁ ଏପରି ଗୁଜବକୁ ବିଶ୍ବାସ କରିବା ଅନୁଚିତ ବୋଲି ଆରକ୍ଷୀ ଅଧୀକ୍ଷକ ପ୍ରକାଶ କରିଛନ୍ତି ।

ଏପରି ମିଥ୍ୟା ଅପପ୍ରଚାର କାରଣରୁ ମାର୍ଚ୍ଚ 26 ତାରିଖରେ ପାରାଦୀପ ଏବଂ ଏରସମା ଅଞ୍ଚଳରେ ଦୁଇଟି ପୃଥକ ମାମଲା ରୁଜୁ କରାଯାଇଛି । ଏଭଳି ଗୁଜବ ପ୍ରଚାର କରୁଥିବା ବ୍ୟକ୍ତିଙ୍କ ସମ୍ପର୍କରେ ଜିଲ୍ଲା ପୁଲିସ୍‌ ମୁଖ୍ୟାଳୟକୁ ସମ୍ପର୍କ କରିବା ପାଇଁ ଅନୁରୋଧ କରାଯାଇଛି । ଏନେଇ ପୋଲିସ୍‌ ମୁଖ୍ୟାଳୟ ପକ୍ଷରୁ ନମ୍ବର 06724-220237 ମଧ୍ୟ ଜାରି କରାଯାଇଛି ।

covid19 jagatsinghpur
Share. Facebook Twitter LinkedIn Email WhatsApp Copy Link

Related Posts

ହୀରାକୁଦ ଡ୍ୟାମ : ୨୨ଟି ଗେଟ୍ ଦେଇ ଚାଲିଛି ବନ୍ୟାଜଳ ନିଷ୍କାସନ

August 2, 2026

ଶିକ୍ଷକଙ୍କ ମାଡ଼ରେ ତୃତୀୟ ଶ୍ରେଣୀ ଛାତ୍ରୀର ମୃତ୍ୟୁ ଅଭିଯୋଗ

August 2, 2026

‘ବୃକ୍ଷ ହିଁ ଜୀବନ’ ପ୍ରବନ୍ଧ ପ୍ରତିଯୋଗିତା : ପରିବେଶ ସୁରକ୍ଷାର ବାର୍ତ୍ତା ଦେଲେ କୁନି ପ୍ରତିଭା

August 2, 2026

ବନ୍ୟା ପ୍ରଭାବିତ ଅଞ୍ଚଳରେ ଓମ୍‌ଫେଡ୍‌ ପକ୍ଷରୁ ବ୍ୟାପକ ଗୋଖାଦ୍ୟ ବଣ୍ଟନ; ୪ ଦିନରେ ୫୦୪ ମେଟ୍ରିକ୍ ଟନ୍ ବିତରଣ, ଲକ୍ଷ୍ୟ ୧୦୦୦ ମେଟ୍ରିକ୍ ଟନ୍

August 1, 2026
Latest News

ଓଡ଼ିଶା ହେବ ସମ୍ପୂର୍ଣ୍ଣ ନିଶାମୁକ୍ତ: ୧୦୦ ସପ୍ତାହର ବ୍ୟାପକ ‘ଜନ-ଆନ୍ଦୋଳନ’ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

August 2, 2026

Flood Situation: ତିନୋଟି ରାଜ୍ୟର ବନ୍ୟା ସ୍ଥିତି ରହିଛି ଗମ୍ଭୀର, ଓଡିଶାରେ ସାମାନ୍ୟ ସୁଧାର

August 2, 2026

ମନ୍ତ୍ରୀ କୃଷ୍ଣ ପାତ୍ରଙ୍କ ଦୌରାତ୍ମା, ଜିଲ୍ଲାପାଳଙ୍କ ନିକଟରେ ଅଭିଯୋଗ କଲେ ବ୍ଲକ ଅଧିକାରୀ

August 2, 2026

ପାଣି କମୁଛି, ହେଲେ ବଢୁଛି ଦୁର୍ଦ୍ଦଶା; ଭଦ୍ରକ-ଯାଜପୁରରେ ବନ୍ୟା ପରେ ଅସହାୟ ଚିତ୍ର

August 2, 2026

ପେରୁରେ ଭୟଙ୍କର ବିମାନ ଦୁର୍ଘଟଣା, ୧୩ ଜଣଙ୍କର ମୃତ୍ୟୁ

August 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.