Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଲକ୍‌ ଡାଉନ୍‌ ନିୟମ ଉଲ୍ଲଂଘନକାରୀଙ୍କ ଉପରେ ଜଗତସିଂହପୁର ପ୍ରଶାସନର କଡା ପଦକ୍ଷେପ
ଆଞ୍ଚଳିକ

ଲକ୍‌ ଡାଉନ୍‌ ନିୟମ ଉଲ୍ଲଂଘନକାରୀଙ୍କ ଉପରେ ଜଗତସିଂହପୁର ପ୍ରଶାସନର କଡା ପଦକ୍ଷେପ

April 2, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ରମେଶ ମହାନ୍ତି

ଜଗତସିଂହପୁର : କୋଭିଡ-19 ସଂକ୍ରମଣରୁ ଜନସାଧାରଣଙ୍କୁ ପ୍ରତିହତ କରିବା ଲାଗି ଭାରତ ସରକାର 24 ମାର୍ଚ୍ଚ ରୁ 21 ଦିନ ପାଇଁ ସମ୍ପୁର୍ଣ୍ଣ ତାଲାବନ୍ଦ ଘୋଷଣା କରିଛନ୍ତି ।

ଏହି ସମୟରେ ଜନସାଧାରଣଙ୍କୁ ଘରେ ରହିବା ଉଭୟ ରାଜ୍ୟ ଏବଂ କେନ୍ଦ୍ର ସରକାର ନିବେଦନ କରିବା ସତ୍ତ୍ୱେ ଅନେକ ଲୋକ ସରକାରୀ ନିୟମକୁ ଜାଣିଶୁଣି ଉଲଂଘନ କରୁଛନ୍ତି। କୋଭିଡ-19 ସଂକ୍ରମଣକୁ ରୋକିବାକୁ କରାଯାଇଥିବା ଆଇନ ଅମାନ୍ୟ କରିଥିବା ଲୋକଙ୍କ ବିରୁଦ୍ଧରେ ଜଗତସିଂହପୁର ଜିଲ୍ଲାର ବିଭିନ୍ନ ଥାନା ଗୁଡିକରେ ମାମଲା ରୁଜ୍ଜୁ ହୋଇଛି ।

ଜିଲ୍ଲାର ରଘୁନାଥପୁର ଥାନାରେ ତିନି ଜଣ ଲୋକଙ୍କୁ  ଆଇପିସିର ଧାରା 188/269/270/271 ଅନୁଯାୟୀ କେସ ନମ୍ବର 46/20,47/20 ଏବଂ 48/20 ରେ  ମାମଲା ଦାୟର କରାଯାଇ ଗିରଫ କରାଯାଇଛି ଓ ଗୋଟିଏ ଗାଡି କୁ   ଆଇପିସିର ଧାରା 188/269/270/271 ଅନୁଯାୟୀ କେସ ନମ୍ବର 47/20 ରେ  ମାମଲା ଦାୟର କରାଯାଇ ଜବତ  କରାଯାଇଛି  ।

ସେହିପରି ତିର୍ତ୍ତୋଲ ଥାନାରେ ସାତ ଜଣ ଲୋକଙ୍କୁ  ଆଇପିସିର ଧାରା 188/269/270/34  ଅନୁଯାୟୀ କେସ ନମ୍ବର 117/20 ରେ  ମାମଲା ଦାୟର କରାଯାଇ ଗିରଫ କରାଯାଇଛି  ।

କୁଜଙ୍ଗ ଥାନାରେ ଛଅ ଜଣ ଲୋକଙ୍କ ବିରୋଧରେ ଆଇପିସିର ଧାରା 188/269/270/271 ଏବଂ OPG ର ଅଧିନିୟମ 3 ଅନୁଯାୟୀ କେସ ନମ୍ବର 100/20 ରେ  ମାମଲା ଦାୟର କରାଯାଇ ଗିରଫ ଏବଂ ଗୋଟିଏ ଗାଡି ଜବତ  କରାଯାଇଛି  ।

Share. Facebook Twitter LinkedIn Email WhatsApp Copy Link

Related Posts

ଉଲୁଣ୍ଡାରେ ଅଘଟଣ: ଘରର କାନ୍ଥ ଭୁଶୁଡ଼ି ବୃଦ୍ଧଙ୍କ ମୃତ୍ୟୁ, ପତ୍ନୀ ଗୁରୁତର

August 2, 2026

ନାକଟିଦେଉଳରେ ଯୁବକଙ୍କୁ ଧାରୁଆ ଅସ୍ତ୍ରରେ ଆକ୍ରମଣ ଅଭିଯୋଗ; ୮ ଜଣ ଅଟକ, ଗୁରୁତର ଆହତଙ୍କୁ ବୁର୍ଲା ସ୍ଥାନାନ୍ତର

August 2, 2026

ବିକଶିତ ଭାରତ ପାଇଁ ନିଶାମୁକ୍ତ ଯୁବ ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ

August 2, 2026

ହୀରାକୁଦ ଡ୍ୟାମ : ୨୨ଟି ଗେଟ୍ ଦେଇ ଚାଲିଛି ବନ୍ୟାଜଳ ନିଷ୍କାସନ

August 2, 2026
Latest News

ଦେଶରେ ଚାଲିଛି ୩୨ ଟି ନକଲି ବିଶ୍ୱବିଦ୍ୟାଳୟ: ଛାତ୍ରଛାତ୍ରୀଙ୍କୁ ସତର୍କ କଲା UGC

August 7, 2026

ରାହୁଲ ଗାନ୍ଧୀଙ୍କ ବାସଭବନ ବାହାରେ ସାଧୁ ଏବଂ ସନ୍ଥଙ୍କ ପ୍ରତିବାଦ: ଅଟକ ରଖିଲା ପୋଲିସ

August 7, 2026

CBI ର ବଡ଼ ଖୁଲାସା: NEET-UG ପେପର ଲିକ୍ କରିଥିଲେ NTA ବିଶେଷଜ୍ଞ

August 7, 2026

ପୂର୍ବତନ ବିଧାୟକଙ୍କ ଜ୍ଵାଇଁ ଗିରଫ

August 7, 2026

ଓଲଟିଲା ଅଟୋ : ୫ ଆହତ

August 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.