Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଲକ୍‌ ଡାଉନ୍‌ କଟକଣାକୁ ଉଲ୍ଲଂଘନ : ଖୁଲମ୍‌ଖୁଲା ଚାଲିଛି ବେଆଇନ ଦେଶୀ ମଦ କାରବାର
ଆଞ୍ଚଳିକ

ଲକ୍‌ ଡାଉନ୍‌ କଟକଣାକୁ ଉଲ୍ଲଂଘନ : ଖୁଲମ୍‌ଖୁଲା ଚାଲିଛି ବେଆଇନ ଦେଶୀ ମଦ କାରବାର

April 4, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ

ବାଲେଶ୍ବର: ବେଧଡକ ଭାବେ ବେଆଇନ ଦେଶୀ ମଦ କାରବାର ଚାଲିଥିବାର ଅଭିଯୋଗ ହୋଇଛି। ବାଲେଶ୍ବର ଜିଲ୍ଲାର ବାଲିଖଣ୍ଡ ପୁରୁଷୋତ୍ତମପୁର ଗ୍ରାମଠାରେ ଏପରି ହେଉଥିବାର ଖବର ମିଳିଛି।  ଅନେକ ବର୍ଷ ଧରି ଏହି ଗାଁରେ ଦେଶୀ ମଦ ବେଆଇନି ଭାବରେ ତିଆରି କରାଯାଉଥିବାବେଳେ ଏହାକୁ ପିଇବା ପାଇଁ ନିକଟସ୍ଥ ଅଞ୍ଚଳର ଅନେକ ଯୁବକ ଆସୁଛନ୍ତି ବୋଲି ଗ୍ରାମବାସୀମାନେ ଅଭିଯୋଗ କରିଛନ୍ତି। ଗ୍ରାମରେ ଏପରି ଅସାମାଜିକ କାର୍ଯ୍ୟକୁ ବୁଦ୍ଧିଜୀବୀମାନେ ନିନ୍ଦା କରିଛନ୍ତି। ସମ୍ପ୍ରତି ଲକ୍‌ ଡାଉନ ସମୟରେ ରାଜ୍ୟ ସରକାରଙ୍କ ତରଫରୁ ମଦ ଦୋକାନ ଖୋଲିବାକୁ ନେଇ କଟକଣା ଜାରି ହୋଇଥିବାବେଳେ ଏହି ବେଆଇନ ଦେଶୀ ମଦ ପିଇବା ପାଇଁ ନିକଟସ୍ଥ ଗ୍ରାମରୁ ଅନେକ ଯୁବକମାନେ ଆସୁଛନ୍ତି। ଏହି ବେଆଇନ ଦେଶୀ ମଦ କାରୋବାରକୁ ନେଇ ପୂର୍ବରୁ ଗ୍ରାମବାସୀମାନେ ଅନେକ ଥର ଅଭିଯୋଗ କରିଥିଲେ ବି କୌଣସି ସୁଫଳ ପାଇପାରିନାହାନ୍ତି।

ଏବେ ରାଜ୍ୟରେ କରୋନାର ଭୟଙ୍କର ସଂକଟ ସମୟରେ ଦେଶୀ ମଦ ପିଇବାକୁ ଅନେକ ଯୁବକ ରୁଣ୍ଡ ହେବା ଫଳରେ କରୋନା ସଂକ୍ରମଣକୁ ନେଇ ଗ୍ରାମବାସୀମାନେ ବେଶ୍‌ ଚିନ୍ତାରେ ପଡିଯାଇଛନ୍ତି। ପ୍ରଶାସନ ତରଫରୁ ଏହି ଘଟଣା ତଦନ୍ତ କରାଯାଇ ଏହି ଦେଶୀ ମଦ କାରୋବର ଉପରେ ପ୍ରତିବନ୍ଧକ ଲଗାଇବା ନେଇ ଗ୍ରାମବାସୀମାନେ ଅନୁରୋଧ କରିଛନ୍ତି।

Share. Facebook Twitter LinkedIn Email WhatsApp Copy Link

Related Posts

ସଲପଡିହ ବିଦ୍ୟାଳୟରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ

June 7, 2026

ବାଣପୁର: ଓଡ଼ଗାଁରେ ଗ୍ରାମ୍ୟ ଉନ୍ନୟନ କମିଟି ପକ୍ଷରୁ ବୃକ୍ଷରୋପଣ ଓ ସ୍ୱଚ୍ଛତା କାର୍ଯ୍ୟକ୍ରମ

June 6, 2026

ମହାଭାରତ ବେଳେ ଦୁଇ ଗୋଷ୍ଠୀ ମୁହାଁମୁହିଁ

May 28, 2026

ଆଜି ୧୨ ଘଣ୍ଟିଆ ଜୟପୁର ବନ୍ଦ

May 28, 2026
Latest News

ଏକ ବଡ଼ ‘ମେଗା ନିଯୁକ୍ତି ମେଳା’ ଆୟୋଜନ କରିବ କଂଗ୍ରେସ: ଜାଣନ୍ତୁ କେବେ?

June 13, 2026

ଓଡିଶା ଆସିବେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ, ସରକାରଙ୍କ ତରଫରୁ ବ୍ୟାପକ ପ୍ରସ୍ତୁତି, ବସିଲା ସୁରକ୍ଷା ବୈଠକ

June 13, 2026

ରଜ ଉତ୍ସବ ପାଇଁ ରବିନ୍ଦ୍ର ମଣ୍ଡପରେ ମଶାଲ ତରଫରୁ ରଂଗାରଂଗ କାର୍ଯ୍ୟକ୍ରମ

June 13, 2026

୨୫ ଓଭର ଖେଳାଯିବ ପ୍ରଥମ ଦିନିକିଆ: ଟସ୍ ଜିତି ବୋଲିଂ ନିଷ୍ପତ୍ତି ନେଲା ଭାରତ

June 13, 2026

ଭାରତ-ଆଫଗାନିସ୍ତାନ ପ୍ରଥମ ଦିନିକିଆ ଅପଡେଟ: ଏବେ ୨୦-୨୦ ଓଭର ମ୍ୟାଚ୍ କୁ ଅପେକ୍ଷା

June 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.