Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଜଗତସିଂହପୁରରୁ କରୋନା ମୁକାବିଲା ନିମନ୍ତେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ଦାନ
ଆଞ୍ଚଳିକ

ଜଗତସିଂହପୁରରୁ କରୋନା ମୁକାବିଲା ନିମନ୍ତେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ଦାନ

April 7, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ରମେଶ ମହାନ୍ତି

ଜଗତସିଂହପୁର: କରୋନା ଭୂତାଣୁ ଜନିତ ପରିସ୍ଥିତିର ମୁକାବିଲା ନିମନ୍ତେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ସହାୟତା କରିବାକୁ ଆଗେଇ ଆସିଛନ୍ତି ଲୋକମାନେ। ଆଜି ପୂର୍ବାହ୍ନରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପ୍ରକୋଷ୍ଠରେ ଜଗତସିଂହପୁର ପଞ୍ଚାୟତ ସମିତି ଅଧ୍ୟକ୍ଷା ବିଜୟ ଲକ୍ଷ୍ମୀ ବେହେରା କରୋନା ମୁକାବିଲା ନିମନ୍ତେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ୧ଲକ୍ଷ ୫ହଜାର ଟଙ୍କାର ଚେକ୍ ଜିଲ୍ଲାପାଳ ସଂଗ୍ରାମ କେଶରୀ ମହାପାତ୍ରଙ୍କୁ ପ୍ରଦାନ କରିଛନ୍ତି। ବ୍ଲକର ଅଧ୍ୟକ୍ଷା ଓ ସରପଞ୍ଚ ମାନେ ଏହି ରାଶି ପ୍ରଦାନ କରିଛନ୍ତି।

ସେହିପରି ଓଡ଼ିଶା ରାଜସ୍ବ ଅମଲାସଂଘ ଜଗତସିଂହପୁର ଜିଲ୍ଲା ଶାଖା ତରଫରୁ ସଭାପତି ନିହାର ରଞ୍ଜନ ଦାସ, ସମ୍ପାଦକ ଦୁର୍ଗା ପ୍ରଶନ୍ନ ଦାସ, କାର୍ଯ୍ୟକାରୀ ସଭାପତି ପ୍ରଶାନ୍ତ କୁମାର ମହାପାତ୍ର ରାଜ୍ୟରେ କରୋନା ମୁକାବିଲା ନିମନ୍ତେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ୧ଲକ୍ଷ ଟଙ୍କାର ଚେକ୍ ଜିଲ୍ଲାପାଳଙ୍କୁ ପ୍ରଦାନ କରିଛନ୍ତି।

ପୂର୍ବରୁ ରଘୁନାଥପୁର ନୀଳିମା ମହାସଂଘ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ୧୧ହଜାର ଟଙ୍କା ପ୍ରଦାନ କରିଥିଲେ।

କରୋନା ମୁକାବିଲା ଜଗତସିଂହପୁର ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠି
Share. Facebook Twitter LinkedIn Email WhatsApp Copy Link

Related Posts

ଶ୍ରଦ୍ଧା ଫାଉଣ୍ଡେସନ ତରଫରୁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ

May 14, 2026

ପୁରୁଣାଗଡ଼ରେ ପ୍ରତ୍ନତାତ୍ୱିକ ଗବେଷଣା କାର୍ଯ୍ୟ ଆରମ୍ଭ

May 14, 2026

ସ୍ତ୍ରୀର ଅଶ୍ଳୀଳ ଫଟୋ ଭାଇରାଲ କରି ସ୍ଵାମୀ ଗିରଫ

May 14, 2026

ରାଜ୍ୟରେ ଆଇନଶୃଙ୍ଖଳା ସ୍ଥିତିର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

May 14, 2026
Latest News

ଆଜି ମଇ ୧୫ ତାରିଖ ଶୁକ୍ରବାରରେ ଏହି ଛଅଟି ରାଶି ପାଇଁ ରହିଛି ଶୁଭ ଖବର

May 15, 2026

ଆପାର୍ଟମେଣ୍ଟ ପଞ୍ଜୀକରଣ ସଂଶୋଧନ ଅଧ୍ୟାଦେଶ

May 14, 2026

ମ୍ୟାନେଜମେଣ୍ଟ ଶିକ୍ଷା କ୍ଷେତ୍ରରେ ଆଇଆଇଏମ ବିଶ୍ୱ ପାଇଁ ମଡେଲ – ଧର୍ମେନ୍ଦ୍ର ପ୍ରଧାନ

May 14, 2026

ପ୍ରଧାନମନ୍ତ୍ରୀଙ୍କ ସହ ସାକ୍ଷାତ କଲେ ରୁଷବୈଦେଶିକ ମନ୍ତ୍ରୀ

May 14, 2026

ଓଡ଼ିଶାରେ ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାରଙ୍କ ବିଶେଷ ପଦକ୍ଷେପ

May 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.