Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»କୋରନ୍ଦ ଗ୍ରାମରେ ମହିଳା ସ୍ୱୟଂସହାୟିକା ଗୋଷ୍ଠୀ ପକ୍ଷରୁ ରନ୍ଧାଖାଦ୍ୟ ବଣ୍ଟନ
ଆଞ୍ଚଳିକ

କୋରନ୍ଦ ଗ୍ରାମରେ ମହିଳା ସ୍ୱୟଂସହାୟିକା ଗୋଷ୍ଠୀ ପକ୍ଷରୁ ରନ୍ଧାଖାଦ୍ୟ ବଣ୍ଟନ

April 8, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ରାଜକନିକା: ସମଗ୍ର ବିଶ୍ବ ଆଜି ମହାମାରୀ କରୋନା କବଳରେ କବଳିତ। ଭାରତରେ ମଧ୍ୟ କରୋନାର କାୟା ମେଲିସାରିଛି। ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା 5000 ଟପିଥିବାବେଳେ ମୃତ୍ୟୁ ସଂଖ୍ୟା 149ରେ ପହଞ୍ଚିଛି। ସେହିପରି ରାଜ୍ୟରେ ମଧ୍ୟ କରୋନା ସ୍ଥିତି ବେଶ୍‌ ସଙ୍ଗୀନ ରହିଛି। ଏପର୍ଯ୍ୟନ୍ତ 42 ଜଣ ଆକ୍ରାନ୍ତଙ୍କ ଚିହ୍ନଟ ହୋଇଥିବାବେଳେ ଜଣକର ମୃତ୍ୟୁ ହୋଇଯାଇଛି। କରୋନା ସହ ବିଶ୍ବ ଯୁଦ୍ଧ କରୁଥିବାବେଳେ ବିଭିନ୍ନ ମହଲରୁ ସହାୟତାର ସୁଅ ମଧ୍ୟ ଛୁଟୁଛି।

ଏହି ଧାରାରେ ନିଜକୁ ସାମିଲ କରିଛନ୍ତି ରାଜକନିକା ବ୍ଲକ୍ ଅନ୍ତର୍ଗତ ଦୁଇ ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀ। କୋରନ୍ଦ ଗ୍ରାମ ସ୍ଥିତ ମା ଜଞ୍ଜାଳୀ ସ୍ୱୟଂ ସହାୟିକା ଗୋଷ୍ଠୀ ଏବଂ ଜୟ ହନୁମାନ ସ୍ୱୟଂ ସହାୟିକା ଗୋଷ୍ଠୀ ପକ୍ଷରୁ ନିରାଶ୍ରୟ ତଥା ଗରିବ  ୨୦୦ ଲୋକଙ୍କୁ ରନ୍ଧାଖାଦ୍ୟ ବଣ୍ଟନ କରାଯାଇଥିଲା। ତେବେ ଖାଦ୍ୟ ବଣ୍ଟନ ପୂର୍ବରୁ ସରକାରଙ୍କ ନିର୍ଦ୍ଦେଶିତ କରୋନା କଟକଣାକୁ ମାନିଥିବାର ଦେଖାଯାଇଛି। ସାମାଜିକ ଦୂରତ୍ୱକୁ ଗୁରୁତ୍ବ ଦେଇ ମହିଳା ମାନେ ଘରଘର ବୁଲି ରନ୍ଧାଖାଦ୍ୟ ବଣ୍ଟନ କରିଥିଲେ। ଖାଦ୍ୟ ବଣ୍ଟନ କରିବା ପୂର୍ବରୁ ହାତକୁ ସାନିଟାଇଜ୍ କରିବା ସହିତ ସାଧାରଣ ଲୋକଙ୍କୁ କରୋନା ସମ୍ପର୍କରେ ସଚେତନ ମଧ୍ୟ କରାଇଥିଲେ। ସ୍ବୟଂସହାୟକ ଗୋଷ୍ଠୀଙ୍କ ଏପରି ନିଆରା ଉଦ୍ୟମକୁ ସାଧାରଣରେ ପ୍ରଶଂସା କରାଯାଇଛି।

covid-19 kendrapada ssg
Share. Facebook Twitter LinkedIn Email WhatsApp Copy Link

Related Posts

ତୁଳସୀକ୍ଷେତ୍ରରେ ରାଧାଗୋବିନ୍ଦଙ୍କ ଦିବ୍ୟ ଝୁଲଣ ଲୀଳା ଦର୍ଶନ ପାଇଁ ଭକ୍ତଙ୍କ ସମାଗମ

August 23, 2026

ବାଣପୁର: ପ୍ରଜାପିତା ବ୍ରହ୍ମକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ପକ୍ଷରୁ ରକ୍ତଦାନ ଶିବିର

August 22, 2026

ବଡ଼କୂଳ ମଣ୍ଡଳ ଭାଜପା ‘କାର୍ଯ୍ୟକର୍ତ୍ତା ସମାବେଶ’: ଯୋଗଦେଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

August 21, 2026

ରଣପୁର ପ୍ରେସ କ୍ଲବରେ ପ୍ରଥମ ଥର ପାଇଁ ପାଳିତ ହେଲା ୮୦ତମ ସ୍ୱାଧୀନତା ଦିବସ

August 16, 2026
Latest News

ଗିନିରେ ଭୂସ୍ଖଳନ : ଅଳିଆ ପାହାଡ଼ ଧସି ୩୦ ମୃତ

August 24, 2026

ବୌଦ୍ଧରେ ଗଞ୍ଜେଇ କାରବାର ନେଇ ଭାଇରାଲ୍ ଅଡିଓ: ତଦନ୍ତ ନିର୍ଦ୍ଦେଶ ଦେଲେ ଡିଜି

August 24, 2026

ପ୍ରେମିକର ଛୁରାମାଡ଼ରେ ପ୍ରେମିକା ମୃତ: ଥାନାରେ ଆତ୍ମସମର୍ପଣ କଲେ ଅଭିଯୁକ୍ତ

August 24, 2026

ଭଦ୍ରକ ଜିଲ୍ଲାର ସ୍ୱାସ୍ଥ୍ୟ ସମୀକ୍ଷା ବୈଠକରେ ଯୋଗଦେଲେ ମନ୍ତ୍ରୀ ମୁକେଶ ମହାଲିଙ୍ଗ

August 24, 2026

ଚମ୍ପୁଆରେ ଭୟାବହ ଭୂସ୍ଖଳନ: NH-520ର ବାରବାଙ୍କ ଘାଟିରେ ରାସ୍ତା ଅବରୋଧ

August 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.