Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ପଣା ସଂକ୍ରାନ୍ତି ଓ ଝାମୁଯାତ୍ରାକୁ ଦୃଷ୍ଟିରେ ରଖି ୧୪୪ ଧାରା ଜାରୀ କଲେ ଜିଲ୍ଲାପାଳ
ଆଞ୍ଚଳିକ

ପଣା ସଂକ୍ରାନ୍ତି ଓ ଝାମୁଯାତ୍ରାକୁ ଦୃଷ୍ଟିରେ ରଖି ୧୪୪ ଧାରା ଜାରୀ କଲେ ଜିଲ୍ଲାପାଳ

April 11, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ରମେଶ ମହାନ୍ତି

ଜଗତସିଂହପୁର: କରୋନା ଭୁତାଣୁର ଦୃତ ସଂକ୍ରମଣକୁ ମୁକାବିଲା କରିବା ନିମନ୍ତେ ସରକାର ଯୋରଦାର ଉଦ୍ୟମ ଚଳାଇଛନ୍ତି।ଏଭଳି ପରିସ୍ଥିତିରେ ଏକାଧିକ ଲୋକ ଏକାଠି ହେବା ବିପଦ ସୃଷ୍ଟି କରିପାରେ। ଏପରିକି ଗତବର୍ଷ ପଣା ସଂକ୍ରାନ୍ତି ଓ ଝାମୁଯାତ୍ରା ବେଳେ ହୋଇଥିବା ଭିଡକୁ ଦୃଷ୍ଟିରେ ରଖି ଜଗତସିଂହପୁର ଜିଲ୍ଲାପାଳ ସଂଗ୍ରାମ କେଶରୀ ମହାପାତ୍ର ଜିଲ୍ଲାର ବିଭିନ୍ନ ମନ୍ଦିର ଓ ଦେବାଦେବୀ ପୀଠ ମାନଙ୍କରେ ୧୪୪ ଧାରା ଜାରୀ କରିଛନ୍ତି। ଏହି ୧୪୪ ଧାରା ୧୨.୦୪. ୨୦୨୦ରିଖ ଠାରୁ ୧୪.୦୪.୨୦୨୦ ରିଖ ପର୍ଯ୍ୟନ୍ତ ବଳବତ୍ତର ରହିବ। ଏହି ସମୟରେ ୪ ଜଣରୁ ଅଧିକ ଲୋକ ଏକାଠି ହୋଇପାରିବେ ନାହିଁ। ସମସ୍ତ ସାମାଜିକ ପର୍ବପର୍ବାଣୀ ଓ କର୍ମକର୍ମାଣୀ ଆୟୋଜନ ଉପରେ କଟକଣା ଜାରି କରାଯାଇଛି। ଏହି ଧାରା ମା’ଶାରଳାଙ୍କ ମନ୍ଦିର କନକପୁର ତିର୍ତ୍ତୋଲ, ମା’ଭଗବତୀ ମନ୍ଦିର ପରହାଟ, ବାଲିକୁଦା, ରାମଘାଟ ହନୁମାନ ମନ୍ଦିର, ନୁଆବଜାର ତାରିଣୀ ମନ୍ଦିର, ଷଣ୍ଢକୁଦ କାଳୀ ମନ୍ଦିର ପାରାଦ୍ବୀପ, ଗାରୋଇ ଜଗନ୍ନାଥ ମନ୍ଦିର ନାଉଗାଁ ଏବଂ ଧ୍ୟାନକୁଦ ଜଗନ୍ନାଥ ମନ୍ଦିର ବିରିଡି ନିମନ୍ତେ ଲାଗୁ କରାଯାଇଛି।

୧୪୪ ଧାରା ଜାରୀ କରୋନା ଭୁତାଣୁ ଜଗତସିଂହପୁର ମା'ଭଗବତୀ ମନ୍ଦିର
Share. Facebook Twitter LinkedIn Email WhatsApp Copy Link

Related Posts

ବିରଳ ବଜ୍ରକାପ୍ତା ଉଦ୍ଧାର

October 13, 2026

ଦଳବିରୋଧୀ କାର୍ଯ୍ୟ: ବିଜେଡିରୁ ଦୁଇ ଜିଲ୍ଲା ପରିଷଦ ସଭ୍ୟ ନିଲମ୍ବିତ

October 13, 2026

କରୁଣାଶାନ୍ତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ପାଳିତ

October 10, 2026

ବାରୁଦ ଓ ବାଣ ସାମଗ୍ରୀ ଜବତ, ଅଭିଯୁକ୍ତ ଗିରଫ

October 9, 2026
Latest News

ପୂଜା ସମୟର ଭିଡ଼କୁ ଦୃଷ୍ଟିରେ ରଖି ସମ୍ବଲପୁର ଓ ସାନ୍ତ୍ରାଗାଛି ମଧ୍ୟରେ ସ୍ୱତନ୍ତ୍ର ପୂଜା ଟ୍ରେନ

October 13, 2026

ବିରଳ ବଜ୍ରକାପ୍ତା ଉଦ୍ଧାର

October 13, 2026

ରଣପୁରର ପାଞ୍ଚଟି କ୍ଲଷ୍ଟରରେ ସୁରଭି କାର୍ଯ୍ୟକ୍ରମ ଉଦ୍‌ଯାପିତ

October 13, 2026

ରେଳ ସେବା ଉପରେ ଏବେ ମଧ୍ୟ ରହିଛି ରାୟଗଡ଼ା ଡିଭିଜନରେ ଭୂସ୍ଖଳନର ପ୍ରଭାବ: ଟ୍ରେନ ବାତିଲ

October 13, 2026

ମୋଦୀ କ୍ୟାବିନେଟରୁ ଇସ୍ତଫା ଦେଲେ ଏଲ୍ ମୁରୁଗନ: କହିଲେ ପରବର୍ତ୍ତୀ ଯୋଜନା

October 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.