Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଗଡ଼କୁଜଙ୍ଗ ପଂଚାୟତରେ ସରପଂଚଙ୍କ କାର୍ଯ୍ୟକୁ ସାଧାରଣରେ ପ୍ରଶଂସା
ଆଞ୍ଚଳିକ

ଗଡ଼କୁଜଙ୍ଗ ପଂଚାୟତରେ ସରପଂଚଙ୍କ କାର୍ଯ୍ୟକୁ ସାଧାରଣରେ ପ୍ରଶଂସା

April 11, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ରଞ୍ଜିତ ପଣ୍ଡା 
କୁଜଙ୍ଗ: ଏରସମା ବ୍ଳକ ଗଡ଼କୁଜଙ୍ଗ ପଂଚାୟତର ଯୁବସରପଂଚ ସମ୍ପଦ କୁମାର ବାରିକଙ୍କ କାର୍ଯ୍ୟକୁ ଏବେ ସ୍ଥାନୀୟ ଅଂଚଳରେ ବେଶ ପ୍ରଶଂସା କରାଯାଇଛି। କୋଭିଡ଼-୧୯ ପରିଚାଳନା ନେଇ ପଂଚାୟତକୁ ରାଜ୍ୟସରକାରଙ୍କ ପକ୍ଷରୁ ପ୍ରଦାନ କରାଯାଇଥିବା ଦାୟିତ୍ୱକୁ ନେଇ ସେ ବେଶ୍ ସଚେତନ ଅଛନ୍ତି ଏବଂ ନିଜର ଦାୟିତ୍ୱକୁ ସେ ବେଶ ନିଷ୍ଠାର ସହିତ ସମ୍ପନ୍ନ କରୁଥିବାର ଦେଖାଯାଇଛି। ସାମାଜିକ ଦୂରତ୍ୱ ବଜାର ରଖିବାନେଇ ନିଜେ ଡ଼ାକବାଜି ଯନ୍ତ୍ରରେ ପ୍ରଚାର କରିବା, ଲୋକମାନଙ୍କୁ ମାସ୍କ ବ୍ୟବହାର କରିବା, ଅସହାୟ ଏବଂ ଗରୀବ ଲୋକମାନଙ୍କୁ ସ୍ଥାନୀୟ ସ୍ୱପ୍ନା ମହାସଙ୍ଘ ଜରିଆରେ ପ୍ରଦାନ କରାଯାଉଥିବା ରନ୍ଧା ଖାଦ୍ୟ ପ୍ରସ୍ତୁତ ଏବଂ ପରିବେଷଣ ନିରୀକ୍ଷଣ କରିବା ଆଦି କାର୍ଯ୍ୟକୁଚ ସେ ବେଶ ଦକ୍ଷତାର ସହିତ ତୁଲାଇଛନ୍ତି। ସେହିପରିଭାବେ ସ୍ଥାନୀୟ ଦାୟିତ୍ୱପ୍ରାପ୍ତ ଡ଼ିଲର ମାନଙ୍କୁ ରାସନ ସମାଗ୍ରୀ ବଂଟନ, ପ୍ରତ୍ୱେକ ପରିବାରକୁ ଅର୍ଥ ବିତରଣ ଆଦି କାର୍ଯ୍ୟରେ ସେ ମଧ୍ୟ ନିଯୁକ୍ତ ନିଲରଙ୍କୁ ସହାୟତ ପ୍ରଦାନ କରୁଛନ୍ତି। ତେବେ ସରପଂଚଙ୍କ ଏହିପରି କାର୍ଯ୍ୟକୁ ସ୍ଥାନୀୟ ଅଂଚଳରେ ବେଶ ପ୍ରଶଂସା କରାଯାଇଛି।

କୋଭିଡ଼-୧୯
Share. Facebook Twitter LinkedIn Email WhatsApp Copy Link

Related Posts

ରଣପୁର ବ୍ଲକ ପରିସରରେ ଜିଲ୍ଲାପାଳଙ୍କ ଜନଶୁଣାଣୀ କାର୍ଯ୍ୟକ୍ରମ

February 23, 2026

ଗାଲୁଆ ଗ୍ରାମ ପଂଚାୟତରେ ‘ପଲ୍ଲୀରେ ପ୍ରଶାସନ’ ଜନଶୁଣାଣି

February 23, 2026

ପୋଖରୀରୁ ଯୁବକଙ୍କ ମୃତଦେହ ଉଦ୍ଧାର

February 22, 2026

ବାଣପୁର: ପଦ୍ମଶ୍ରୀ ଉପେନ୍ଦ୍ର ମହାରଥିଙ୍କ ରାଜ୍ୟସ୍ତରୀୟ ଶ୍ରାଦ୍ଧୋତ୍ସବ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

February 22, 2026
Latest News

ମାର୍ଚ୍ଚ ୧ ତାରିଖ ସନ୍ଧ୍ୟା ୬:୩୦ରୁ ଟିଭି ପ୍ରିମିୟମରେ ଦେଖନ୍ତୁ ସୁପରହିଟ୍ ଚଳଚ୍ଚିତ୍ର ‘ଚନ୍ଦ୍ରବଂଶୀ’

February 24, 2026

ଓଡିଶାର ସବୁଠାରୁ ବଡ ଓ ଫ୍ଲାଗସିପ୍ ରିଆଲିଟି ଶୋ‘ ରଜ କୁଇନ୍’: ଆସନ୍ତା ୨୮ରୁ ବିଭିନ୍ନ ସହରରେ ଅଡିସନ୍

February 24, 2026

କେରଳ ଏବେ ‘କେରଳମ’ ଭାବରେ ପରିଚିତ ହେବ: ନୂତନ ନାମକୁ ମୋଦି କ୍ୟାବିନେଟ୍ ର ମଞ୍ଜୁରୀ

February 24, 2026

ଭୁବନେଶ୍ବର ସୁପରମାର୍ଟ ରେ ଭୀଷଣ ଅଗ୍ନିକାଣ୍ଡ, କ୍ରେନ ସାହାଯ୍ୟରେ ନିଆଁ ଲିଭାଇବାକୁ ଚେଷ୍ଠା

February 24, 2026

ବିନା ଛୁଞ୍ଚିରେ ଦିଆଯିବ ଇଞ୍ଜେକ୍ସନ, ଓଡିଶା ଷ୍ଟାର୍ଟଅପ କୁ ମିଳିଲା ପେଣ୍ଟଟ

February 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.