Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଫତେପୁର ସରପଂଚଙ୍କ ଦ୍ୱାରା ମାସ୍କ ବଣ୍ଟନ
ଆଞ୍ଚଳିକ

ଫତେପୁର ସରପଂଚଙ୍କ ଦ୍ୱାରା ମାସ୍କ ବଣ୍ଟନ

April 15, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ରଞ୍ଜିତ ପଣ୍ଡା
କୁଜଙ୍ଗ : କୁଜଙ୍ଗ ବ୍ଳକ ଅନ୍ତର୍ଗତ ଫତେପୁର ପଂଚାୟତର ସରପଞ୍ଚ ସ୍ନେହମୟୀ ଲେଙ୍କା ମାସ୍କ ବଣ୍ଟନ କରିଛନ୍ତି । କରୋନା ସଙ୍କ୍ରମଣରୁ ରକ୍ଷାପାଇବା ପାଇଁ ସ୍ଥାନୀୟ ପଂଚାୟତ ବାସୀଙ୍କୁ ନଜସ୍ୱ ଖର୍ଚ୍ଚ ଏବଂ ଉଦ୍ୟମରେ ମାସ୍କ ବଂଟନ କରୁଥିବା ଜଣାପଡ଼ିଛି । କୋଭିଡ-୧୯ ପାଇଁ ଏବେ ସମଗ୍ର ବିଶ୍ୱରେ ଆତଙ୍କ ସୃଷ୍ଟି ହୋଇଥିବା ବେଳେ ରାଜ୍ୟରେ ସମସ୍ତଙ୍କୁ ମାସ୍କ ବ୍ୟବହାର ବାଧ୍ୟତା ମୂଳକ କରାଯାଇଛି । ପଳରେ ଶ୍ରୀମତୀ ଲେଙ୍କା ନିଜେ ସିଲାଇ ମେସିନରେ ମାସ୍କ ପ୍ରସ୍ତୁତକରି ପଂଚାୟତରେ ବଂଟନ କରୁଥିବା ଜଣାପଡ଼ିଛି । ଏଡି ଘଟଣାକୁ ପଂଚାୟତର ବରିଷ୍ଠ ନାଗରିକଙ୍କ ପକ୍ଷରୁ ପ୍ରଶଂସା କରାଯାଇଛି ।

kujang mask sarapancha
Share. Facebook Twitter LinkedIn Email WhatsApp Copy Link

Related Posts

ନାକଟିଦେଉଳ ବ୍ଲକରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ

February 2, 2026

ବାଲୁଗାଁ ମହାବିଦ୍ୟାଳୟ ଓଡ଼ିଆ ସାହିତ୍ୟ ପରିଷଦର ବାର୍ଷିକ ସାରସ୍ୱତ ସମାରୋହ ଓ କବିତା ପାଠୋତ୍ସବ

January 31, 2026

ଦୁର୍ଗା ଚରଣ ଚିଲିକା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ସଡ଼କ ସୁରକ୍ଷା ସଚେତନତା ଶୋଭାଯାତ୍ରା

January 31, 2026

ଛତ୍ରପୁର ଆଶ୍ରମ ବିଦ୍ୟାଳୟର ବାର୍ଷିକ ଉତ୍ସବ

January 31, 2026
Latest News

ଗୋଟିଏ ଝଟକାରେ 20,000 ଟଙ୍କା ହ୍ରାସ ପାଇଲା ରୂପା ମୂଲ୍ୟ: ଦେଖନ୍ତୁ ଆଜିର ଦର

February 5, 2026

ଯାଜପୁର ନିକଟରେ ନିୟୁ ଜଲପାଇଗୁଡି ଏକ୍ସପ୍ରେସ ଲାଇନଚ୍ୟୁତ, କୌଣସି କ୍ଷତି ରିପୋର୍ଟ ନାହିଁ

February 5, 2026

PCB ପାଇଁ ବଢିଲା ସମସ୍ୟା!: ପାକିସ୍ତାନର ଅଭ୍ୟାସ ମ୍ୟାଚ୍ ବାତିଲ କଲା ICC, ଜାଣନ୍ତୁ କାରଣ

February 5, 2026

ଲିଙ୍ଗରାଜ ମହାପ୍ରଭୁଙ୍କ ଶୃଙ୍ଖଳିତ ରୀତିନୀତି ଓ ପୂଜାବିଧି ଉପରେ ମୁଖ୍ୟ ଶାସନ ସଚିବଙ୍କ ବୈଠକ

February 5, 2026

ଭାରତ ନେତ୍ର ଅଧୀନରେ ଭୁବନେଶ୍ୱରରେ ଅନୁଷ୍ଠିତ ହେବ ବ୍ଲାକ୍‌ ସ୍ୱାନ୍‌ ଶିଖର ସମ୍ମିଳନୀ

February 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.