Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ମୁଖ୍ୟମନ୍ତ୍ରୀ ରିଲିଫ୍‌ ଫଣ୍ଡକୁ ୧ଲକ୍ଷ ୨୧ହଜାର ୧୧୧ଟଙ୍କା ଦାନ କଲେ ମହାକାଳପଡା ଗ୍ରାମ ପଞ୍ଚାୟତର ବିଜୁ ଜନତା ଦଳର ସଭ୍ୟମାନେ
ଆଞ୍ଚଳିକ

ମୁଖ୍ୟମନ୍ତ୍ରୀ ରିଲିଫ୍‌ ଫଣ୍ଡକୁ ୧ଲକ୍ଷ ୨୧ହଜାର ୧୧୧ଟଙ୍କା ଦାନ କଲେ ମହାକାଳପଡା ଗ୍ରାମ ପଞ୍ଚାୟତର ବିଜୁ ଜନତା ଦଳର ସଭ୍ୟମାନେ

April 15, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଗୁରୁପଦ ବେରା

କେନ୍ଦ୍ରାପଡା : କେନ୍ଦ୍ରାପଡା ଜିଲ୍ଲା ମହାକାଳପଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀ ଅଧିନସ୍ଥ ମହାକାଳପଡ଼ା ଗ୍ରାମ ପଞ୍ଚାୟତର ବିଜୁ ଜନତା ଦଳ ସଭ୍ୟମାନେ ମିଳିତ ଭାବେ ୧ଲକ୍ଷ ୨୧ହଜାର ୧୧୧ଟଙ୍କା ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ପ୍ରଦାନ କରିଛନ୍ତି । ଲକଡାଉନ ସମୟରେ ରୋଜଗାର ନ ଥିବା ସତ୍ତ୍ବେ ଜରୁରୀକାଳୀନ ପରିସ୍ଥିତିରେ ନିଜ ନିଜର ପକେଟ ଖର୍ଚ୍ଚ କାଟି ଦୁର୍ଦ୍ଦିନ ସମୟରେ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସହାୟତାର ହାତବଢ।ଇଛନ୍ତି । ଆଜି ପୂର୍ବାହ୍ନରେ ବିଜୁ ଜନତା ଦଳର ସଭ୍ୟ ମାନେ ସଂଗୃହୀତ ଅର୍ଥରାଶିକୁ ମହାକାଳପଡ଼ା ବିଡିଓ ଦେବାଶିଷ ରାଉତଙ୍କ ଜରିଆରେ କୋଭିଡ-୧୯ ଉପଲକ୍ଷେ ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡ୍‌କୁ ଚେକ ଆକାରରେ ପ୍ରଦାନ କରିଛନ୍ତି। ଚେକ ପ୍ରଦାନ ସମୟରେ ମହାକାଳପଡ଼ା ଗ୍ରାମପଞ୍ଚାୟତର ନାଏବ ସରପଞ୍ଚ ତଥା ଦାୟିତ୍ଵ ନ୍ୟସ୍ତ ସରପଞ୍ଚ ଅଭିଳାଷ ଦାସ,ପୂର୍ବତନ ସରପଞ୍ଚ ରବୀନ୍ଦ୍ର କୁମାର ପାଳ, ଦଳର ପଞ୍ଚାୟତ ସଭାପତି ଆଇନଜୀବି  ଭରତ ଚନ୍ଦ୍ର ଦାସ, ସମାଜ ସେବୀ ସଞ୍ଜୟ କୁମାର ଜେନା, ନୃସିଂହ ଚରଣ ମହାପାତ୍ର, ଜୋତି ପ୍ରକାଶ ଯତି, ପ୍ରଦୀପ ପାଇକରାୟ, ଶିକ୍ଷକ ଦିଲ୍ଲୀପ କୁମାର ମଲ୍ଲ, ଅବସରପ୍ରାପ୍ତ ଶିକ୍ଷକ  ଦୁର୍ଯ୍ୟୋଧନ ଦାସଙ୍କ ସମେତ   ୨୦ ଜଣ ଉତ୍ସାହୀ ସଭ୍ୟ ଉପସ୍ଥିତ ଥିଲେ ।

Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ରର ଏକବିଂଶ ତମ ବାର୍ଷିକ ଉତ୍ସବ

December 18, 2025

ବାଲୁଗାଁ ମହାବିଦ୍ୟାଳୟର ଅବସରପ୍ରାପ୍ତ ଅଧ୍ୟକ୍ଷ ମେଜର ବି.କେ. ନରେନ୍ଦ୍ରଙ୍କ ବିୟୋଗରେ ସ୍ମୃତି ଚ଼ାରଣ ସଭା

December 18, 2025

ଗୋଦାବରୀଶ ମହାବିଦ୍ୟାଳୟରେ ବାର୍ଷିକ କ୍ରୀଡା ଉତ୍ସବ ଉଦଯାପିତ

December 16, 2025

ଗଞ୍ଜାମ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଶୁଣାଣି

December 15, 2025
Latest News

କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କୁ ଭେଟିଲେ ଜୋହୋର ପ୍ରତିଷ୍ଠାତା ତଥା ବୈଜ୍ଞାନିକ ଶ୍ରୀଧର ଭେମ୍ବୁ

December 19, 2025

ମହିଳା ଓ ଶିଶୁ ବିକାଶ ମନ୍ତ୍ରଣାଳୟର ସଂସଦୀୟ ପରାମର୍ଶଦାତା କମିଟି ବୈଠକରେ ଅଧ୍ୟକ୍ଷତା କଲେ କେନ୍ଦ୍ରମନ୍ତ୍ରୀ

December 19, 2025

ଭୁବନେଶ୍ୱରରେ ଆରମ୍ଭ ହେଲା ଆଞ୍ଚଳିକ ଏଆଇ ପ୍ରଭାବ ସମ୍ମିଳନୀ

December 19, 2025

ସବକା ବୀମା ସବକୀ ରକ୍ଷା ବିଲ୍, 2025 ସଂସଦରେ ଗୃହୀତ

December 19, 2025

୧୯ ବର୍ଷରୁ କମ୍ ଏସିଆ କପ୍: ଆଜି ପ୍ରଥମ ସେମିଫାଇନାଲରେ ଶ୍ରୀଲଙ୍କାକୁ ଭେଟିବ ଭାରତ

December 19, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.