Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ମୁଖ୍ୟମନ୍ତ୍ରୀ ରିଲିଫ୍‌ ଫଣ୍ଡକୁ ୧ଲକ୍ଷ ୨୧ହଜାର ୧୧୧ଟଙ୍କା ଦାନ କଲେ ମହାକାଳପଡା ଗ୍ରାମ ପଞ୍ଚାୟତର ବିଜୁ ଜନତା ଦଳର ସଭ୍ୟମାନେ
ଆଞ୍ଚଳିକ

ମୁଖ୍ୟମନ୍ତ୍ରୀ ରିଲିଫ୍‌ ଫଣ୍ଡକୁ ୧ଲକ୍ଷ ୨୧ହଜାର ୧୧୧ଟଙ୍କା ଦାନ କଲେ ମହାକାଳପଡା ଗ୍ରାମ ପଞ୍ଚାୟତର ବିଜୁ ଜନତା ଦଳର ସଭ୍ୟମାନେ

April 15, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଗୁରୁପଦ ବେରା

କେନ୍ଦ୍ରାପଡା : କେନ୍ଦ୍ରାପଡା ଜିଲ୍ଲା ମହାକାଳପଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀ ଅଧିନସ୍ଥ ମହାକାଳପଡ଼ା ଗ୍ରାମ ପଞ୍ଚାୟତର ବିଜୁ ଜନତା ଦଳ ସଭ୍ୟମାନେ ମିଳିତ ଭାବେ ୧ଲକ୍ଷ ୨୧ହଜାର ୧୧୧ଟଙ୍କା ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ପ୍ରଦାନ କରିଛନ୍ତି । ଲକଡାଉନ ସମୟରେ ରୋଜଗାର ନ ଥିବା ସତ୍ତ୍ବେ ଜରୁରୀକାଳୀନ ପରିସ୍ଥିତିରେ ନିଜ ନିଜର ପକେଟ ଖର୍ଚ୍ଚ କାଟି ଦୁର୍ଦ୍ଦିନ ସମୟରେ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସହାୟତାର ହାତବଢ।ଇଛନ୍ତି । ଆଜି ପୂର୍ବାହ୍ନରେ ବିଜୁ ଜନତା ଦଳର ସଭ୍ୟ ମାନେ ସଂଗୃହୀତ ଅର୍ଥରାଶିକୁ ମହାକାଳପଡ଼ା ବିଡିଓ ଦେବାଶିଷ ରାଉତଙ୍କ ଜରିଆରେ କୋଭିଡ-୧୯ ଉପଲକ୍ଷେ ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡ୍‌କୁ ଚେକ ଆକାରରେ ପ୍ରଦାନ କରିଛନ୍ତି। ଚେକ ପ୍ରଦାନ ସମୟରେ ମହାକାଳପଡ଼ା ଗ୍ରାମପଞ୍ଚାୟତର ନାଏବ ସରପଞ୍ଚ ତଥା ଦାୟିତ୍ଵ ନ୍ୟସ୍ତ ସରପଞ୍ଚ ଅଭିଳାଷ ଦାସ,ପୂର୍ବତନ ସରପଞ୍ଚ ରବୀନ୍ଦ୍ର କୁମାର ପାଳ, ଦଳର ପଞ୍ଚାୟତ ସଭାପତି ଆଇନଜୀବି  ଭରତ ଚନ୍ଦ୍ର ଦାସ, ସମାଜ ସେବୀ ସଞ୍ଜୟ କୁମାର ଜେନା, ନୃସିଂହ ଚରଣ ମହାପାତ୍ର, ଜୋତି ପ୍ରକାଶ ଯତି, ପ୍ରଦୀପ ପାଇକରାୟ, ଶିକ୍ଷକ ଦିଲ୍ଲୀପ କୁମାର ମଲ୍ଲ, ଅବସରପ୍ରାପ୍ତ ଶିକ୍ଷକ  ଦୁର୍ଯ୍ୟୋଧନ ଦାସଙ୍କ ସମେତ   ୨୦ ଜଣ ଉତ୍ସାହୀ ସଭ୍ୟ ଉପସ୍ଥିତ ଥିଲେ ।

Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ଜାତୀୟ ସମର ଶିକ୍ଷାଥ୍ରୀ ବାହିନୀ ଛାତ୍ରଛାତ୍ରୀଙ୍କୁ ବିଦାୟ ସମ୍ବର୍ଦ୍ଧନା

May 17, 2026

ବାଲୁଗାଁ ମହାବିଦ୍ୟାଳୟର ଏନସିସି ଅଧିକାରୀଙ୍କୁ ସମ୍ବର୍ଦ୍ଧନା

May 6, 2026

ବାଲୁଗାଁ ମହାବିଦ୍ୟାଳୟ ପକ୍ଷରୁ ଚିଲିକା କୂଳରେ ଜଳଛତ୍ର

May 6, 2026

ବାଲୁଗାଁ ମହାବିଦ୍ୟାଳୟର ବାର୍ଷିକ ସାୟନାରା କାର୍ଯ୍ୟକ୍ରମରେ ଅଧ୍ୟାପିକାଙ୍କୁ ସମ୍ବର୍ଦ୍ଧନା

May 5, 2026
Latest News

ସାଂସ୍କୃତିକ ବିବିଧତାକୁ ଜଗତିକରଣ ପରିବେଶ ମଧ୍ୟରେ ପାଳନ କରିବା ଉଚିତ୍‌: ବିଶେଷଜ୍ଞ

May 23, 2026

ଭାରତର ଦ୍ୱିତୀୟ ହସ୍ପିଟାଲ୍ ଭାବେ ସମ ହସ୍ପିଟାଲ୍‌ରେ ଅତ୍ୟାଧୁନିକ ଡିଜିସ୍କାନର ସ୍ଥାପନ

May 23, 2026

ଇୟୁଜେନିକ୍ସ ହେୟାର ସାଇନ୍ସେସ ପକ୍ଷରୁ ଭୁବନେଶ୍ୱରରେ ବିଶ୍ୱସ୍ତରୀୟ ହେୟାର୍ ରିଷ୍ଟୋରେସନ୍ କ୍ଲିନିକର ଶୁଭାରମ୍ଭ

May 23, 2026

ସିିଜିମାଳି ବିସ୍ଥାପିତଙ୍କୁ ନ୍ୟାୟ ଦାବୀରେ ଯୁବ କଂଗ୍ରେସ ତରଫରୁ ପଦଯାତ୍ରା 

May 23, 2026

ଏଥର ରଥଯାତ୍ରା ଶାନ୍ତିଶୃଙ୍ଖଳାର ସହ କରିବା ପାଇଁ ବସିଲା ଉଚ୍ଚ ସ୍ତରୀୟ ବୈଠକ

May 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.