Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବ୍ରହ୍ମପୁର ପାଟଣା ଗ୍ରାମର ଯୁବକମାନଙ୍କ ଦ୍ୱାରା ମାସ୍କ ଓ ସାବୁନ୍‌ ବଣ୍ଟନ
ଆଞ୍ଚଳିକ

ବ୍ରହ୍ମପୁର ପାଟଣା ଗ୍ରାମର ଯୁବକମାନଙ୍କ ଦ୍ୱାରା ମାସ୍କ ଓ ସାବୁନ୍‌ ବଣ୍ଟନ

April 16, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସଞ୍ଜୟ କର

ଖୋର୍ଦ୍ଧା: ବିଶ୍ବ ମହାମାରୀ କରୋନାକୁ ନେଇ ସାରା ବିଶ୍ବ ଏବେ ଆତଙ୍କିତ। କରୋନା ସହ ମୁକାବିଲା ପାଇଁ କେନ୍ଦ୍ର ସରକାର ଲକ୍‌ ଡାଉନ୍‌ ଜାରି କରିଛନ୍ତି। ଉଭୟ ସରକାରୀ ଓ ବେସରକାରୀ ସ୍ତରରେ କରୋନା ସହ ଲଢିବା ପାଇଁ ସତର୍କ ଓ ସଚେତନତା କରାଯାଉଛି। ଏହି କ୍ରମରେ ଆଜି ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ବ୍ଲକ ଅନ୍ତର୍ଗତ ଗୋବିନ୍ଦପୁର (ପରିଛଳ)ଗ୍ରାମ ପଞ୍ଚାୟତ ଅଧୀନସ୍ଥ ବ୍ରହ୍ମପୁର ପାଟଣା ଗ୍ରାମର କିଛି ଉଦୀୟମାନ ଯୁବକ ନିଜସ୍ବ ଅବଦାନରେ ୪୦୦ ମାସ୍କ ଓ ସାବୁନ୍‌ ବଣ୍ଟନ କରିଛନ୍ତି। ପଞ୍ଚାୟତର ସମିତି ସଭ୍ୟ ବିପିନ ମହପାତ୍ରଙ୍କ  ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ ଏହି ଯୁବକମାନେ କରୋନା ରୂପକ ମହାମାରୀଠାରୁ ସତର୍କ ରହିବା ନେଇ ସଚେତନତା ମଧ୍ୟ କରାଇଥିଲେ।

ବେଗୁନିଆ ବ୍ଲକ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ଜାତୀୟ ସମର ଶିକ୍ଷାଥ୍ରୀ ବାହିନୀ ଛାତ୍ରଛାତ୍ରୀଙ୍କୁ ବିଦାୟ ସମ୍ବର୍ଦ୍ଧନା

May 17, 2026

ବାଲୁଗାଁ ମହାବିଦ୍ୟାଳୟର ଏନସିସି ଅଧିକାରୀଙ୍କୁ ସମ୍ବର୍ଦ୍ଧନା

May 6, 2026

ବାଲୁଗାଁ ମହାବିଦ୍ୟାଳୟ ପକ୍ଷରୁ ଚିଲିକା କୂଳରେ ଜଳଛତ୍ର

May 6, 2026

ବାଲୁଗାଁ ମହାବିଦ୍ୟାଳୟର ବାର୍ଷିକ ସାୟନାରା କାର୍ଯ୍ୟକ୍ରମରେ ଅଧ୍ୟାପିକାଙ୍କୁ ସମ୍ବର୍ଦ୍ଧନା

May 5, 2026
Latest News

ମମତା ବାନାର୍ଜୀଙ୍କୁ ବଡ଼ ଝଟକା: ଫାଲଟା ଆସନରେ ନିର୍ବାଚନ ଲଢିବାକୁ ମନା କଲେ ଟିଏମସି ପ୍ରାର୍ଥୀ

May 19, 2026

ଆସନ୍ତାକାଲି ଦେଶବ୍ୟାପୀ ସମସ୍ତ ଔଷଧ ବ୍ୟବସାୟ ପ୍ରତିଷ୍ଠାନ ଗୁଡିକର ଏକଦିନିଆ ବନ୍ଦ ଡାକରା

May 19, 2026

ବ୍ରହ୍ମପୁରରେ ଦୁଇ ଯୁବକ ଯୁବତୀଙ୍କୁ ମରଣାନ୍ତକ ଆକ୍ରମଣ ମାମଲା: ରାଜ୍ୟ ସରକାରକୁ ଘେରିଲେ ନବୀନ

May 19, 2026

ନବୀନ ନିବାସରେ ବିଲୁଆ ଓ ଶାଳିଆପତନି, ନନ୍ଦନକାନନ ଅଧିକାରୀ କଲେ କାବୁ

May 19, 2026

ଭାରତରେ ଖେଳାଯିବ ବିଗ୍ ବ୍ୟାସ୍ ଲିଗ୍: ଜାଣନ୍ତୁ କେବେ ଏବଂ କେଉଁଠାରେ ହେବ ମ୍ୟାଚ୍

May 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.