Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»କୋରେଇ ବିଜୁ ଯୁବଜନତା ଦଳ ପକ୍ଷରୁ ଜୀବନବିନ୍ଦୁ କାର୍ଯ୍ୟକ୍ରମ
ଆଞ୍ଚଳିକ

କୋରେଇ ବିଜୁ ଯୁବଜନତା ଦଳ ପକ୍ଷରୁ ଜୀବନବିନ୍ଦୁ କାର୍ଯ୍ୟକ୍ରମ

April 17, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଦେବାଶିଷ ପାଢୀ
କୋରେଇ: ଓଡିଶା ରାଜନୀତିର ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୨୩ ତମ ଶ୍ରାଦ୍ଧ ଦିବସରେ କୋରେଇ ବିଜୁ ଯୁବଜନତା ଦଳ ପକ୍ଷରୁ ଏକ ରକ୍ତଦାନ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି। ବିଜୁ ଯୁବଜନତା ଦଳ ରାଜ୍ୟ ଉପସଭାପତି ପ୍ରୀତି ରଞ୍ଜନ ସାହୁଙ୍କ ନେତୃତ୍ବରେ ଅନୁଷ୍ଠିତ ଏହି ଜୀବନ ବିନ୍ଦୁ କାର୍ଯ୍ୟକ୍ରମରେ ସାମାଜିକ ଦୂରତ୍ବକୁ ଧ୍ୟାନ ଦିଆଯାଇଥିଲା। ଯାଜପୁର ରୋଡ ଆଦର୍ଶ ଥାନା ଆଇଆଇସି ଅନୀଲ ମହାନ୍ତି ମୁଖ୍ୟ ଅତିଥି ଭାବରେ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ।

ଲକ୍‌ଡାଉନ୍‌ ପ୍ରଭାବରୁ ଯାଜପୁର ରୋଡ ସିଏଚ୍‌ସିରେ ଅନୁଷ୍ଠିତ ରକ୍ତଦାନ ଶିବିରରୁ ୬ ୟୁନିଟ୍‌ ରକ୍ତ ସଂଗୃହୀତ ହୋଇଛି। ଆସନ୍ତା ଏକ ମାସ ପର୍ଯ୍ୟନ୍ତ ଏହି କାର୍ଯ୍ୟକ୍ରମ ଚାଲିବ ବୋଲି ଜଣାପଡିଛି। ଅନ୍ୟମାନଙ୍କ ମଧ୍ୟରେ ରାଜ୍ୟ ବିଜୁ ଛାତ୍ର ଜନତା ଦଳ ସମ୍ପାଦକ ସିଦ୍ଧାର୍ଥ ସାମଲ ଏବଂ ଶିବାନନ୍ଦ କ୍ଲବ୍‌ର ସମ୍ପାଦକ ଟିକିନା ରାଉତ ପ୍ରମୁଖ କାର୍ଯ୍ୟକ୍ରମକୁ ସୂଚାରୁ ଭାବରେ ସମ୍ପାଦନ କରିଥିଲେ।

bijupattnaik Lockdown
Share. Facebook Twitter LinkedIn Email WhatsApp Copy Link

Related Posts

ରେଢ଼ାଖୋଲର ଜଙ୍ଗଲରେ ମିଳିଲା ପ୍ରାଚୀନ ଲୁହା ଶିଳ୍ପର ପ୍ରମାଣ, ଜିଏମ୍ ବିଶ୍ୱବିଦ୍ୟାଳୟର ଗବେଷକଙ୍କ ସର୍ବେକ୍ଷଣ

October 5, 2026

ଦୁଇ ମାନସିକ ଅସୁସ୍ଥଙ୍କୁ ଉଦ୍ଧାର କରି ଥଇଥାନ କଲେ ଯୁବ ସମାଜସେବୀ

October 5, 2026

ବାଲୁଗାଁ ଏଲ୍‌ଆଇସି ଶାଖାରେ ଲିଆଫି ୬୨ତମ ପ୍ରତିଷ୍ଠା ଦିବସ

October 3, 2026

ଜିଲ୍ଲାପାଳ, ଏସ୍‌ପି ଓ ଡିଏଫ୍‌ଓଙ୍କ ବାସଭବନ ସମ୍ମୁଖରୁ ଷ୍ଟିଲ୍‌ ଗେଟ୍‌ ନେଇଗଲେ ଦୁର୍ବୃତ୍ତ

October 2, 2026
Latest News

ସୁନ୍ଦରଗଡ଼ PNB ବ୍ୟାଙ୍କରେ ଅଗ୍ନିକାଣ୍ଡ, ଜଳିଗଲା କାଗଜପତ୍ର ଓ ଆସବାବପତ୍ର

October 5, 2026

ଜମି ବିବାଦରୁ ଭୟଙ୍କର କାଣ୍ଡ: ଭାଇ ହାତରେ ଭାଇ ହତ୍ୟା, କାଠ ଫାଳିଆରେ ଆକ୍ରମଣ

October 5, 2026

ଭିଜିଲାନ୍ସ ପଞ୍ଝାରେ ପୂର୍ତ୍ତ ବିଭାଗ ଏସଡିଓ ଅରବିନ୍ଦ ମହାନ୍ତି

October 5, 2026

ରେଢ଼ାଖୋଲର ଜଙ୍ଗଲରେ ମିଳିଲା ପ୍ରାଚୀନ ଲୁହା ଶିଳ୍ପର ପ୍ରମାଣ, ଜିଏମ୍ ବିଶ୍ୱବିଦ୍ୟାଳୟର ଗବେଷକଙ୍କ ସର୍ବେକ୍ଷଣ

October 5, 2026

ଦୁଇ ମାନସିକ ଅସୁସ୍ଥଙ୍କୁ ଉଦ୍ଧାର କରି ଥଇଥାନ କଲେ ଯୁବ ସମାଜସେବୀ

October 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.