Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»କରୋନା ସଚେତନତା ପାଇଁ ନରସିଂହପୁର ପୋଲିସ୍‌ର ସାଇକେଲ ଶୋଭାଯାତ୍ରା
ଆଞ୍ଚଳିକ

କରୋନା ସଚେତନତା ପାଇଁ ନରସିଂହପୁର ପୋଲିସ୍‌ର ସାଇକେଲ ଶୋଭାଯାତ୍ରା

April 20, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନରସିଂହପୁର
ଚନ୍ଦ୍ରକାନ୍ତି ବୌଦ୍ଧ : କରୋନା କବଳରୁ ଦେଶର ଜନ ସାଧାରଣଙ୍କୁ ରକ୍ଷା କରିବା ପାଇଁ ଭାରତ ସରକାରଙ୍କ ପକ୍ଷରୁ ସାରାଦେଶରେ ଲକ ଡାଉନ ଘୋଷଣା କରାଯାଇଛି। ଜନ ଜୀବନ ସବୁକିଛି ଠପ ହୋଇପଡିଛି। ଘରେ ରୁହନ୍ତୁ ସୁରକ୍ଷିତ ରୁହନ୍ତୁ ଏବଂ ସାମାଜିକ ଦୂରତା ରକ୍ଷା କରିବା ପାଇଁ ସରକାରଙ୍କ ପକ୍ଷରୁ ନିୟମ କରାଯାଇଥିଲେ ମଧ୍ୟ ଅନେକ ବ୍ୟକ୍ତି ଏହି ନିୟମ ଭାଙ୍ଗୁଛନ୍ତି । ଅନେକ ବ୍ୟକ୍ତି ଏହି ନିୟମ ଭାଙ୍ଗୁଥିବାରୁ ନରସିଂହପୁର ପୋଲିସ୍‌ ପକ୍ଷରୁ ଏକ ସାଇକେଲ ଶୋଭାଯାତ୍ରା କରାଯାଇଛି । ନରସିଂହପୁର ଅଞ୍ଚଳର ଲୋକଙ୍କୁ ସଚେତନ କରିଛନ୍ତି ଦରକାର ସମୟରେ ଘରୁ ବାହାରିଲେ ଗାଡି ନଚଲାଇ ସାଇକେଲରେ ଆସନ୍ତୁ । ନିୟମିତ ମାସ୍କ ପିନ୍ଧିବା ସହିତ ସହିତ ସାମାଜିକ ଦୂରତା ରକ୍ଷା କରନ୍ତୁ ଏବଂ ପ୍ରଦୂଷଣକୁ ମଧ୍ୟ ରକ୍ଷା କରନ୍ତୁ ଏଭଳି ବାର୍ତ୍ତା ନେଇ ନରସିଂହପୁର ଥାନା ଅଧିକାରୀ ଲିଙ୍ଗରାଜ ଜେନା ନରସିଂହପୁରର ବିଭିନ୍ନ ଗାଁ ଗଣ୍ଡା ବୁଲି ଲୋକଙ୍କୁ ସଚେତନ କରାଇଛନ୍ତି। ଏହା କରିବା ଦ୍ବାରା କୋରୋନା ହାରିବ ଓଡିଶା ହସିବ ବୋଲି ନରସିଂହପୁର ପୋଲିସ୍‌ ପକ୍ଷରୁ କୁହାଯାଇଛି ।

covid19 cyclerally Lockdown
Share. Facebook Twitter LinkedIn Email WhatsApp Copy Link

Related Posts

ସଲପଡିହ ବିଦ୍ୟାଳୟରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ

June 7, 2026

ବାଣପୁର: ଓଡ଼ଗାଁରେ ଗ୍ରାମ୍ୟ ଉନ୍ନୟନ କମିଟି ପକ୍ଷରୁ ବୃକ୍ଷରୋପଣ ଓ ସ୍ୱଚ୍ଛତା କାର୍ଯ୍ୟକ୍ରମ

June 6, 2026

ମହାଭାରତ ବେଳେ ଦୁଇ ଗୋଷ୍ଠୀ ମୁହାଁମୁହିଁ

May 28, 2026

ଆଜି ୧୨ ଘଣ୍ଟିଆ ଜୟପୁର ବନ୍ଦ

May 28, 2026
Latest News

ନୀତି ଆୟୋଗର ୧୧ତମ ପରିଚାଳନା ପରିଷଦ ବୈଠକର ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ

June 11, 2026

SIR’ କାର୍ଯ୍ୟକ୍ରମ ଅଧୀନରେ ବି.ଏଲ.ଓ.ଙ୍କ ଠାରୁ ପରିଗଣନା ଫର୍ମ ଗ୍ରହଣ କଲେ ପଞ୍ଚାୟତିରାଜ ମନ୍ତ୍ରୀ

June 11, 2026

ଅହମ୍ମଦାବାଦ ବିମାନବନ୍ଦରକୁ ମେଟ୍ରୋ ସଂଯୋଗ ପାଇଁ ପର୍ଯ୍ୟାୟ-୨ଏ ପ୍ରକଳ୍ପକୁ କ୍ୟାବିନେଟ୍‌ର ମଞ୍ଜୁରୀ

June 11, 2026

ପ୍ରଧାନମନ୍ତ୍ରୀ ଭାବେ ନରେନ୍ଦ୍ର ମୋଦୀଙ୍କ କାର୍ଯ୍ୟକାଳ: ଜାଣନ୍ତୁ ସରକାରର ଐତିହାସିକ ନିଷ୍ପତ୍ତି

June 11, 2026

ନାକଟିଦେଉଳରେ ବ୍ଲକ୍ ସ୍ତରୀୟ ଲକ୍ଷପତି ଦିଦି କର୍ମଶାଳା

June 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.