Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଅନନ୍ତପୁର ପଞ୍ଚାୟତରେ ମାସ୍କ ଓ ସାବୁନ ବଣ୍ଟନ କରି କରୋନା ସଚେତନ କରାଇଲେ ସରପଞ୍ଚ
ଆଞ୍ଚଳିକ

ଅନନ୍ତପୁର ପଞ୍ଚାୟତରେ ମାସ୍କ ଓ ସାବୁନ ବଣ୍ଟନ କରି କରୋନା ସଚେତନ କରାଇଲେ ସରପଞ୍ଚ

April 21, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ରମେଶ ମହାନ୍ତି

ଜଗତସିଂହପୁର: ମହାମାରୀ କରୋନା ସାରା ଦେଶରେ କାୟା ବିସ୍ତାର କରିବାରେ ଲାଗିଛି। ଏନେଇ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରତିରୋଧ କରିବା ପାଇଁ ବିଭିନ୍ନ ପ୍ରକାର ପ୍ରସ୍ତୁତି କରାଯାଉଛି। ଯାହାର ପ୍ରଭାବ ସାଧାରଣ ଲୋକଙ୍କ ଉପରେ ଯେପରି ନପଡ଼ିବ ସେଥିପାଇଁ ସଚେତନତା ସୃଷ୍ଟି କରାଯାଉଛି। ଏପରିକି ଗ୍ରାମାଞ୍ଚଳରେ ଅଧିକ ସଚେତନତା ଆବଶ୍ୟକତାକୁ ଲକ୍ଷ୍ୟ ରଖି ଅସହାୟ ଅନଗ୍ରସର ଅନୁସୂଚିତ ଜାତି ଲୋକମାନଙ୍କ ପାଇଁ ବାଲିକୁଦା ଏରସମା ନିର୍ବାଚନ ମଣ୍ଡଳୀର ବିଧାୟକ ତଥା ଜଳସଂପଦ ଏବଂ ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ରଘୁନନ୍ଦନ ଦାସଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ବାଲିକୁଦା ବ୍ଲକ ଅନ୍ତର୍ଗତ ଅନନ୍ତପୁର ପଞ୍ଚାୟତରେ ସରପଞ୍ଚ ରମେଶ ଚନ୍ଦ୍ର ପାଇଟଳଙ୍କ ଦ୍ଵାରା ସଚେତନତା ସୃଷ୍ଟି କରାଯିବା ସହ ମାସ୍କ ଏବଂ ସାବୁନ୍ ବଣ୍ଟନ କରାଯାଇଛି ।

ଉକ୍ତ କାର୍ଯ୍ୟକ୍ରମରେ ସମିତି ସଭ୍ୟ ରମେଶ ପଲେଇ, ପଞ୍ଚାୟତ ସଭାପତି ବସୁଦେବ ନାୟକଙ୍କ ସମେତ ବୟୋଜ୍ୟେଷ୍ଠ ବ୍ୟକ୍ତି ମାନଙ୍କ ମଧ୍ୟରୁ ଭୁବନାନନ୍ଦ ବେହେରା, ଗୋକୁଳାନନ୍ଦ ସ୍ଵାଇଁ,ନିରଞ୍ଜନ ପଣ୍ଡା,ବାଳକୃଷ୍ଣ ପାତ୍ର, ସୁରେନ୍ଦ୍ର ମହାନ୍ତି, ସୁରେନ୍ଦ୍ର ପରିଡ଼ା, ଲିଙ୍ଗରାଜ ସେଠ, ଯୁବ ସଂଗଠକ ଭାବେ ଭାଗ୍ୟରବି ସ୍ୱାଇଁ( ବୁବୁ), ରମେଶ ବେହେରା,ଅଶୋକ ବେହେରା, ୟୁଧିଷ୍ଠିର ପଣ୍ଡା,ବିଜୁ ଯୁବ ବାହିନୀର ସଭାପତି ବିଶ୍ୱଜିତ (ପପୁ) ସ୍ଵାଇଁ,କାଳନ୍ଦି ସେଠ,ପ୍ରଶାନ୍ତ ମଲ୍ଲିକ, ପ୍ରମୁଖ ସହଯୋଗ କରିଥିଲେ।

distribute mask
Share. Facebook Twitter LinkedIn Email WhatsApp Copy Link

Related Posts

ସ୍ଵର୍ଗତ ପଣ୍ଡିତ ନୃସିଂହ ପ୍ରସାଦ ମିଶ୍ରଙ୍କ ଦ୍ଵାଦଶାହ ସ୍ମୃତିସଭା

April 22, 2026

ବାଣପୁର: ମା’ ତାରିଣୀଙ୍କ ପୀଠରେ ବିଶ୍ୱଶାନ୍ତି ଗୀତା ମହାଯଜ୍ଞ ଓ ଅଷ୍ଟ ଶମ୍ଭୁ ମିଳନ

April 17, 2026

ଓଡିଶା ଆଦର୍ଶ ବିଦ୍ୟାଳୟର ଛାତ୍ରୀ ଜାତପଦ୍ମାଙ୍କ ସଫଳତା: ସିବିଏସଇ ପରୀକ୍ଷାରେ ରଖିଲେ ୯୮% ନମ୍ବର

April 17, 2026

ଉମାମହେଶ୍ବର ଦେବଙ୍କ ପୀଠରେ ଅଷ୍ଟଶମ୍ଭୁ ମିଳନ ମହୋତ୍ସବ

April 15, 2026
Latest News

ବଢିଲା ଇସ୍ରାଏଲ – ଲେବାନନ ଅସ୍ତ୍ରବିରତି ଅବଧି

April 24, 2026

ଆଜି ହିଁ ଖାଦ୍ୟରେ ସାମିଲ କରନ୍ତୁ ଏହି ସବୁ ଖାଦ୍ୟ, ପାଖ ମାଡିବନି ଲୁ

April 24, 2026

ଆଉ ଔଷଧରେ ବ୍ୟବହାର ହେବ ନାହିଁ ଅଶ୍ୱଗନ୍ଧା ପତ୍ର, ଜାଣନ୍ତୁ କାହିଁକି FSSAI ଏହାକୁ ନିଷେଧ କଲା?

April 24, 2026

ରାଶିଫଳ: ଆଜି ଏପ୍ରିଲ ୨୪ ତାରିଖ ଶୁକ୍ରବାରରେ ପାଞ୍ଚୋଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

April 24, 2026

ରତ୍ନ ଭଣ୍ଡାରକୁ ନେଇ ବିଜେଡି-ବିଜେପି ମୁହାଁ ମୁହିଁ

April 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.