Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ସାମାଜିକ ଦୂରତ୍ବକୁ ଫୁ’: ଦେବୀ ଇଣ୍ଡେନ୍‌ ଗ୍ୟାସ୍‌ ଏଜେନ୍ସି ସେଣ୍ଟରରେ ନାହିଁ ନଥିବାର ଭିଡ
ଆଞ୍ଚଳିକ

ସାମାଜିକ ଦୂରତ୍ବକୁ ଫୁ’: ଦେବୀ ଇଣ୍ଡେନ୍‌ ଗ୍ୟାସ୍‌ ଏଜେନ୍ସି ସେଣ୍ଟରରେ ନାହିଁ ନଥିବାର ଭିଡ

April 22, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ରଞ୍ଜିତ୍‌ ପଣ୍ଡା

କୁଜଙ୍ଗ: ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବାବେଳେ ଲକ୍ ଡାଉନ୍‌ ନିୟମକୁ କଡାକଡି କରାଯାଇଛି। କିନ୍ତୁ ରାଜ୍ୟର କିଛି ଅଞ୍ଚଳରେ ଏହି ଲକ ଡାଉନ୍‌ ନିୟମ ଉଲ୍ଲଂଘନ ହେଉଥିବାର ଦେଖିବାକୁ ମିଳୁଛି। ଆଜି ଜଗତସିଂହପୁର ଜିଲ୍ଲା କୁଜଙ୍ଗ ଥାନା ଅର୍ନ୍ତଗତ ଚଟୁଆ ଠାରେ ଥିବା ଦେବୀ ଇଣ୍ଡେନ୍‌ ଗ୍ୟାସ୍ ଏଜେନ୍ସି ସେଣ୍ଟରରେ ନାହିଁ ନ ଥିବା ଭିଡ଼ ପରି ଲକ୍ଷିତ ହୋଇଛି। କରୋନା ସଂକ୍ରମଣ ପାଇଁ ସାମାଜିକ ଦୂରତ୍ବ ଏକମାତ୍ର ଅସ୍ତ୍ର ହୋଇଥିବାବେଳେ ଏଠାରେ ସାମାଜିକ ଦୂରତ୍ବକୁ କେହି ମାନୁନଥିବାର ଦେଖାଯାଇଥିଲା। ସୂଚନାଯୋଗ୍ୟ, ରାଜ୍ୟରେ ଏବେ ସର୍ବମୋଟ ଆକ୍ରାନ୍ତଙ୍କ 82ରେ ପହଞ୍ଚିଛି। ଅପରପକ୍ଷରେ ଏବେ ଆକ୍ରାନ୍ତମାନେ ମୁଖ୍ୟତଃ ଗ୍ରାମ ଅଞ୍ଚଳରୁ ହିଁ ଚିହ୍ନଟ ହୋଇଛନ୍ତି। ନିକଟରେ ଚିହ୍ନଟ ହୋଇଥିବା ପ୍ରାୟ ସମସ୍ତ ଆକ୍ରାନ୍ତମାନେ ପଶ୍ଚିମବଙ୍ଗରୁ ଫେରିଥିବାବେଳେ ସେମାନେ ସମେସ୍ତ ଗ୍ରାମ ଅଞ୍ଚଳରେ ରହୁଥିଲେ। ଏପରି ସମୟରେ ସାମାଜିକ ଦୂରତ୍ବକୁ ଭାଙ୍ଗିବା ଆମ ପାଇଁ ସବୁଠୁ ବଡ ଚିନ୍ତାର ବିଷୟ ପାଲଟିଛି। ଏଥିପାଇଁ ଜିଲ୍ଲାପାଳ ଦୃଷ୍ଟିଦେବା ପାଇଁ ବୁଦ୍ଧିଜୀବୀମାନେ ଦାବି କରିଛନ୍ତି।

corona Lockdown social distancing
Share. Facebook Twitter LinkedIn Email WhatsApp Copy Link

Related Posts

ମହୁକୁଦରେ ବ୍ଳକ୍ ସ୍ତରୀୟ ବିଶ୍ୱଶାନ୍ତି ଅଲେଖ ମହିମା ଅଖଣ୍ଡ ବ୍ରହ୍ମ ଯଜ୍ଞ

February 19, 2026

ବେଆଇନ ମୋରମ୍ ଚାଲାଣ ଅଭିଯୋଗରେ ହାଇୱା ଗାଡ଼ି ଜବତ

February 19, 2026

ଜିଲ୍ଳାପାଳ ଏବଂ ଏସ୍ ପିଙ୍କ ନାଲିପଡା ଅର୍ଜୁନପୁର ଗ୍ରାମ ପଂଚାୟତରେ ପଲ୍ଲୀରେ ପ୍ରଶାସନ ଜନଶୁଣାଣି

February 16, 2026

ରଙ୍କନାଥ ମନ୍ଦିରରେ ନୂତନ ପ୍ରବଚନ ମଣ୍ଡପକୁ ଉଦଘାଟନ କଲେ ଆଇନ ମନ୍ତ୍ରୀ

February 15, 2026
Latest News

ଛୁରି ଭୁସି ଔଷଧ କମ୍ପାନୀର ମ୍ୟାନେଜରଙ୍କୁ ହତ୍ୟା: ଜଣେ ଅଟକ

February 21, 2026

ଦୟାପଲୀ ଗ୍ରାମର ହତ୍ୟାକାଣ୍ଡ ମାମଲା: ୮ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ

February 21, 2026

୧୦% ବୈଶିକ ଶୁଳ୍କ ଲାଗୁ କଲା ଆମେରିକା: ଜାଣନ୍ତୁ ଭାରତ ଉପରେ କ’ଣ ପଡ଼ିବ ଏହାର ପ୍ରଭାବ? 

February 21, 2026

ସ୍ୱତନ୍ତ୍ର ଅର୍ଥନୈତିକ ଜୋନରେ ମାଛ ଧରା ପାଇଁ ପ୍ରବେଶ ପାସ ଶୁଭାରମ୍ଭ କଲେ ରାଜୀବ ରଞ୍ଜନ ସିଂହ

February 21, 2026

ସରକାରୀ କଲେଜରେ ପଢାଉଛନ୍ତି ୧୭୫୩ ଅତିଥି ଅଧ୍ୟାପକ, ଗୃହରେ ଉତ୍ତର ରଖିଲେ ମନ୍ତ୍ରୀ

February 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.