Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଜଗତସିଂହପୁର ଜିଲ୍ଲାରେ ଆବଶ୍ୟକୀୟ ସାମଗ୍ରୀ ବିକ୍ରୟ ସମୟରେ ପରିବର୍ତ୍ତନ: ଦୋକାନ ଆଗରେ ପୋଷ୍ଟର ମାରିବେ ଦୋକାନୀ
ଆଞ୍ଚଳିକ

ଜଗତସିଂହପୁର ଜିଲ୍ଲାରେ ଆବଶ୍ୟକୀୟ ସାମଗ୍ରୀ ବିକ୍ରୟ ସମୟରେ ପରିବର୍ତ୍ତନ: ଦୋକାନ ଆଗରେ ପୋଷ୍ଟର ମାରିବେ ଦୋକାନୀ

April 22, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ରମେଶ ମହାନ୍ତି

ଜଗତସିଂହପୁର: ଜନସାଧାରଣଙ୍କ ଆବଶ୍ୟକତାକୁ ଦୃଷ୍ଟିରେ ରଖି ଜଗତସିଂହପୁର ଜିଲ୍ଲାପାଳ ସଂଗ୍ରାମ କେଶରୀ ମହାପାତ୍ର ଜିଲ୍ଲାରେ ଅତ୍ୟାବଶ୍ୟକୀୟ ଦୋକାନ ଗୁଡିକର ସମୟରେ ପରିବର୍ତ୍ତନ କରିଛନ୍ତି। ଔଷଧ ଦୋକାନ ବ୍ୟତୀତ ଅତ୍ୟାବଶ୍ୟକୀୟ ଦୋକାନ ଗୁଡିକ ପ୍ରତ୍ୟହ ସକାଳ ୬ଟାରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ ଖୋଲାରହିବ। ସମସ୍ତ ଦୋକାନ ଆଗରେ ଗ୍ରାହକମାନଙ୍କ ମଧ୍ୟରେ ସାମାଜିକ ଦୂରତା ବଜାୟ ରହିବା ସହିତ ଅଧିକ ଲୋକ ଯେପରି ଏକାଠି ନହୁଅନ୍ତି ସେଥିପ୍ରତି ସଂପୃକ୍ତ ଦୋକାନୀ ଦୃଷ୍ଟିଦେବେ। ଦୋକାନୀ ଓ ବ୍ୟବସାୟୀମାନେ ଲୋକମାନଙ୍କୁ ସଚେତନ କରିବା ସହିତ ନୂଆ ସମୟ ସାରଣୀ ସଂପର୍କରେ ଦୋକାନ ଆଗରେ ପୋଷ୍ଟର୍ ମାରିବେ। ଏହା ବ୍ୟତୀତ ପୁର୍ବରୁ ଥିବା ସମସ୍ତ ଆଦେଶ ବଳବତ୍ତର ରହିବ।

ଏହାର ବ୍ୟତିକ୍ରମ ହେଲେ ସଂପୃକ୍ତ ଦୋକାନୀ ବିରୁଦ୍ଧରେ ଆଇନ୍ ଅନୁଯାୟୀ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଜିଲ୍ଲାର ସମସ୍ତ ସାପ୍ତାହିକ ହାଟଗୁଡିକ ସପ୍ତାହରେ ଗୋଟିଏ ଦିନ ସକାଳ ୬ଟାରୁ ୧୧ଟା ପର୍ଯ୍ୟନ୍ତ ଚାଲିବ ଔଷଧ ଦୋକାନ ପାଇଁ ସମୟ ପରିବର୍ତ୍ତନ ପ୍ରଯୁଜ୍ୟ ନୁହେଁ।

covid19
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ଜାତୀୟ ସମର ଶିକ୍ଷାଥ୍ରୀ ବାହିନୀ ଛାତ୍ରଛାତ୍ରୀଙ୍କୁ ବିଦାୟ ସମ୍ବର୍ଦ୍ଧନା

May 17, 2026

ବାଲୁଗାଁ ମହାବିଦ୍ୟାଳୟର ଏନସିସି ଅଧିକାରୀଙ୍କୁ ସମ୍ବର୍ଦ୍ଧନା

May 6, 2026

ବାଲୁଗାଁ ମହାବିଦ୍ୟାଳୟ ପକ୍ଷରୁ ଚିଲିକା କୂଳରେ ଜଳଛତ୍ର

May 6, 2026

ବାଲୁଗାଁ ମହାବିଦ୍ୟାଳୟର ବାର୍ଷିକ ସାୟନାରା କାର୍ଯ୍ୟକ୍ରମରେ ଅଧ୍ୟାପିକାଙ୍କୁ ସମ୍ବର୍ଦ୍ଧନା

May 5, 2026
Latest News

ଇୟୁଜେନିକ୍ସ ହେୟାର ସାଇନ୍ସେସ ପକ୍ଷରୁ ଭୁବନେଶ୍ୱରରେ ବିଶ୍ୱସ୍ତରୀୟ ହେୟାର୍ ରିଷ୍ଟୋରେସନ୍ କ୍ଲିନିକର ଶୁଭାରମ୍ଭ

May 23, 2026

ସିିଜିମାଳି ବିସ୍ଥାପିତଙ୍କୁ ନ୍ୟାୟ ଦାବୀରେ ଯୁବ କଂଗ୍ରେସ ତରଫରୁ ପଦଯାତ୍ରା 

May 23, 2026

ଏଥର ରଥଯାତ୍ରା ଶାନ୍ତିଶୃଙ୍ଖଳାର ସହ କରିବା ପାଇଁ ବସିଲା ଉଚ୍ଚ ସ୍ତରୀୟ ବୈଠକ

May 23, 2026

CII Odisha Chapter: ଓଡିଶାରେ ଅନୁଷ୍ଠିତ ହେବ ସିଆଇଆଇ ପୂର୍ବାଞ୍ଚଳ ପରିଷଦ ସମ୍ମିଳନୀ

May 23, 2026

କୋଲକାତାରେ ପହଞ୍ଚିଲେ ଆମେରିକାର ବୈଦେଶିକ ମନ୍ତ୍ରୀ ମାର୍କୋ ରୁବିଓ, ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିବେ, ଜାଣନ୍ତୁ ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

May 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.