Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଜହ୍ନା ଗ୍ରାମପଞ୍ଚାୟତରେ ସରକାରୀ ଯୋଜନା ବିଫଳ: ଅନାହାରରେ ଅଛନ୍ତି ପ୍ରବାସୀ ଶ୍ରମିକ
ଆଞ୍ଚଳିକ

ଜହ୍ନା ଗ୍ରାମପଞ୍ଚାୟତରେ ସରକାରୀ ଯୋଜନା ବିଫଳ: ଅନାହାରରେ ଅଛନ୍ତି ପ୍ରବାସୀ ଶ୍ରମିକ

April 22, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଦେବାଶିଷ ପାଢୀ
ଯାଜପୁର: ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରବାସୀ ଶ୍ରମିକଙ୍କ ପାଇଁ ରହିବା ଏବଂ ଖାଦ୍ୟପେୟ ନିମନ୍ତେ ବିଭିନ୍ନ ବ୍ୟବସ୍ଥା କରାଯାଇଥିବା ବେଳେ ତୃଣମୂଳ ସ୍ତରରେ ଏହା ବିଫଳ ହୋଇଛି। ଏପରି ଏକ ନଜିର ଯାଜପୁର ଅଞ୍ଚଳରେ ଦେଖିବାକୁ ମିଳିଛି। ଯାଜପୁରର ଜହ୍ନା ଗ୍ରାମପଞ୍ଚାୟତ ଅନ୍ତର୍ଗତ ଛୋଟରାୟପୁର ଗ୍ରାମରେ ଏପରି ଏକ ଘଟଣା ଘଟିଛି। ବିହାରରୁ ଆସିଥିବା ଦୁଇ ଜଣ ଶ୍ରମିକ ପ୍ରାୟ ଦେଢ ମାସ ହେବ ଲକ୍‌ଡାଉନ୍‌ରେ ଫସି ରହିଥିବା ବେଳେ ଉଭୟଙ୍କ ନିକଟରେ ଖାଇବା ପାଇଁ କିଛି ନାହିଁ। ପ୍ରାୟ ୭ ଦିନ ହେବ ଉଭୟ ଖାଇବାକୁ ପାଇନଥିବା ବେଳେ ଏନେଇ ସରପଞ୍ଚଙ୍କ ନିକଟରେ ଅଭିଯୋଗ କରାଯାଇଥିଲେ ମଧ୍ୟ ଏହାର କୌଣସି ସୁଫଳ ମିଳିପାରିନାହିଁ।

jajpur migrantlabour
Share. Facebook Twitter LinkedIn Email WhatsApp Copy Link

Related Posts

ମହୁକୁଦରେ ବ୍ଳକ୍ ସ୍ତରୀୟ ବିଶ୍ୱଶାନ୍ତି ଅଲେଖ ମହିମା ଅଖଣ୍ଡ ବ୍ରହ୍ମ ଯଜ୍ଞ

February 19, 2026

ବେଆଇନ ମୋରମ୍ ଚାଲାଣ ଅଭିଯୋଗରେ ହାଇୱା ଗାଡ଼ି ଜବତ

February 19, 2026

ଜିଲ୍ଳାପାଳ ଏବଂ ଏସ୍ ପିଙ୍କ ନାଲିପଡା ଅର୍ଜୁନପୁର ଗ୍ରାମ ପଂଚାୟତରେ ପଲ୍ଲୀରେ ପ୍ରଶାସନ ଜନଶୁଣାଣି

February 16, 2026

ରଙ୍କନାଥ ମନ୍ଦିରରେ ନୂତନ ପ୍ରବଚନ ମଣ୍ଡପକୁ ଉଦଘାଟନ କଲେ ଆଇନ ମନ୍ତ୍ରୀ

February 15, 2026
Latest News

‘ଅପରେସନ ସାଇବର କବଚ’ ଅଭିଯାନ: ରାଜ୍ୟବ୍ୟାପୀ ୮୪ ଗିରଫ

February 20, 2026

ଭୁବନେଶ୍ବରରେ ସଂଗ୍ରାମୀ ଗୌରାଙ୍ଗ ଚରଣ ଓ ସଂଗ୍ରାମୀ ଶଶୀଭୂଷଣଙ୍କ ଶ୍ରଦ୍ଧାଞ୍ଜଳି ସଭା

February 20, 2026

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଜମିଜମାର ସୁରକ୍ଷା ଉପରେ ଉଚ୍ଚସ୍ତରୀୟ ବୈଠକ

February 20, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମିଟ୍ ୨୦୨୬ର ଲିଡର୍ସ ପ୍ଲାନେରି ଅଧିବେଶନ ସମୟରେ ପ୍ରଧାନମନ୍ତ୍ରୀ

February 20, 2026

କଟକ ଭୁବନେଶ୍ବରର ବିଭିନ୍ନ ଅଞ୍ଚଳରେ ବିଦ୍ୟୁତ ସେବା ବନ୍ଦ ରହିବ, ଜାଣନ୍ତୁ ଆପଣଙ୍କ ଅଞ୍ଚଳରେ କେତେବେଳେ

February 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.