Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»କୋରେଇରେ ଆକ୍ରାନ୍ତ ଚିହ୍ନଟ ପରେ ବୈତରଣୀ ରୋଡ୍‌ ସଟ୍‌ଡାଉନ୍‌ : ବ୍ୟାପକ ଅଞ୍ଚଳ ସାନିଟାଇଜ୍‌
ଆଞ୍ଚଳିକ

କୋରେଇରେ ଆକ୍ରାନ୍ତ ଚିହ୍ନଟ ପରେ ବୈତରଣୀ ରୋଡ୍‌ ସଟ୍‌ଡାଉନ୍‌ : ବ୍ୟାପକ ଅଞ୍ଚଳ ସାନିଟାଇଜ୍‌

April 23, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଦେବାଶିଷ ପାଢୀ
କୋରେଇ : କୋରେଇ ବ୍ଲକରେ ଚଳିତ ମାସ 20ତାରିଖରେ ପ୍ରଥମ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ସରକାରଙ୍କ ପକ୍ଷରୁ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଇଛି । ବ୍ଲକ୍‌ର ବିଭିନ୍ନ ଅଞ୍ଚଳରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଥିବା ବେଳେ ଆଜି ସକାଳୁ ବୈତରଣୀ ରୋଡ୍‌କୁ ସମ୍ପୂର୍ଣ୍ଣ ଭାବରେ ସଟ୍‌ଡାଉନ୍‌ କରାଯାଇଛି । କେବଳ ଔଷଧ ଦୋକାନ ବ୍ୟତିରେକ ଅନ୍ୟ ସମସ୍ତ ବ୍ୟବସାୟିକ ପ୍ରତିଷ୍ଠାନକୁ ବନ୍ଦ ରଖିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି ।

ମକୁନ୍ଦୁପୁର , ନିସଂଗପୂର୍ ଓ ମଥୁରାପୁର୍ ଗ୍ରାମ ସମେତ ମଥୁରାପୁର୍ ନିକଟରେ ବୈତରଣୀ ସେତୁକୁ ଲକ୍‌ଡାଉନ୍‌ରେ ରଖାଯାଇଥିବା ବେଳେ ବୈତରଣୀ ରୋଡ଼ ଅଗ୍ନିଶମ ବିଭାଗ ଓ ବରୁଣ୍ଡେଇ ପକ୍ଷରୁ ବୈତରଣୀ ରୋଡ଼ ବଜାରକୁ ସାନିଟାଇଜ୍‌ କରାଯାଇଛି । ଏହି ଅବସରରେ ସ୍ଥାନୀୟ ବରୁଣ୍ଡେଇ ସରପଞ୍ଚ ସୌଭାଗ୍ୟ କୁମାର ମହାନ୍ତି ବିଭିନ୍ନ ଅଞ୍ଚଳ ବୁଲି ମାସ୍କ ବଣ୍ଟନ କରିଥିଲେ ।

covid19 sanitization
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ଜାତୀୟ ସମର ଶିକ୍ଷାଥ୍ରୀ ବାହିନୀ ଛାତ୍ରଛାତ୍ରୀଙ୍କୁ ବିଦାୟ ସମ୍ବର୍ଦ୍ଧନା

May 17, 2026

ବାଲୁଗାଁ ମହାବିଦ୍ୟାଳୟର ଏନସିସି ଅଧିକାରୀଙ୍କୁ ସମ୍ବର୍ଦ୍ଧନା

May 6, 2026

ବାଲୁଗାଁ ମହାବିଦ୍ୟାଳୟ ପକ୍ଷରୁ ଚିଲିକା କୂଳରେ ଜଳଛତ୍ର

May 6, 2026

ବାଲୁଗାଁ ମହାବିଦ୍ୟାଳୟର ବାର୍ଷିକ ସାୟନାରା କାର୍ଯ୍ୟକ୍ରମରେ ଅଧ୍ୟାପିକାଙ୍କୁ ସମ୍ବର୍ଦ୍ଧନା

May 5, 2026
Latest News

ଇୟୁଜେନିକ୍ସ ହେୟାର ସାଇନ୍ସେସ ପକ୍ଷରୁ ଭୁବନେଶ୍ୱରରେ ବିଶ୍ୱସ୍ତରୀୟ ହେୟାର୍ ରିଷ୍ଟୋରେସନ୍ କ୍ଲିନିକର ଶୁଭାରମ୍ଭ

May 23, 2026

ସିିଜିମାଳି ବିସ୍ଥାପିତଙ୍କୁ ନ୍ୟାୟ ଦାବୀରେ ଯୁବ କଂଗ୍ରେସ ତରଫରୁ ପଦଯାତ୍ରା 

May 23, 2026

ଏଥର ରଥଯାତ୍ରା ଶାନ୍ତିଶୃଙ୍ଖଳାର ସହ କରିବା ପାଇଁ ବସିଲା ଉଚ୍ଚ ସ୍ତରୀୟ ବୈଠକ

May 23, 2026

CII Odisha Chapter: ଓଡିଶାରେ ଅନୁଷ୍ଠିତ ହେବ ସିଆଇଆଇ ପୂର୍ବାଞ୍ଚଳ ପରିଷଦ ସମ୍ମିଳନୀ

May 23, 2026

କୋଲକାତାରେ ପହଞ୍ଚିଲେ ଆମେରିକାର ବୈଦେଶିକ ମନ୍ତ୍ରୀ ମାର୍କୋ ରୁବିଓ, ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିବେ, ଜାଣନ୍ତୁ ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

May 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.