Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»କୋରେଇରେ ଆକ୍ରାନ୍ତ ଚିହ୍ନଟ ପରେ ବୈତରଣୀ ରୋଡ୍‌ ସଟ୍‌ଡାଉନ୍‌ : ବ୍ୟାପକ ଅଞ୍ଚଳ ସାନିଟାଇଜ୍‌
ଆଞ୍ଚଳିକ

କୋରେଇରେ ଆକ୍ରାନ୍ତ ଚିହ୍ନଟ ପରେ ବୈତରଣୀ ରୋଡ୍‌ ସଟ୍‌ଡାଉନ୍‌ : ବ୍ୟାପକ ଅଞ୍ଚଳ ସାନିଟାଇଜ୍‌

April 23, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଦେବାଶିଷ ପାଢୀ
କୋରେଇ : କୋରେଇ ବ୍ଲକରେ ଚଳିତ ମାସ 20ତାରିଖରେ ପ୍ରଥମ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ସରକାରଙ୍କ ପକ୍ଷରୁ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଇଛି । ବ୍ଲକ୍‌ର ବିଭିନ୍ନ ଅଞ୍ଚଳରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଥିବା ବେଳେ ଆଜି ସକାଳୁ ବୈତରଣୀ ରୋଡ୍‌କୁ ସମ୍ପୂର୍ଣ୍ଣ ଭାବରେ ସଟ୍‌ଡାଉନ୍‌ କରାଯାଇଛି । କେବଳ ଔଷଧ ଦୋକାନ ବ୍ୟତିରେକ ଅନ୍ୟ ସମସ୍ତ ବ୍ୟବସାୟିକ ପ୍ରତିଷ୍ଠାନକୁ ବନ୍ଦ ରଖିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି ।

ମକୁନ୍ଦୁପୁର , ନିସଂଗପୂର୍ ଓ ମଥୁରାପୁର୍ ଗ୍ରାମ ସମେତ ମଥୁରାପୁର୍ ନିକଟରେ ବୈତରଣୀ ସେତୁକୁ ଲକ୍‌ଡାଉନ୍‌ରେ ରଖାଯାଇଥିବା ବେଳେ ବୈତରଣୀ ରୋଡ଼ ଅଗ୍ନିଶମ ବିଭାଗ ଓ ବରୁଣ୍ଡେଇ ପକ୍ଷରୁ ବୈତରଣୀ ରୋଡ଼ ବଜାରକୁ ସାନିଟାଇଜ୍‌ କରାଯାଇଛି । ଏହି ଅବସରରେ ସ୍ଥାନୀୟ ବରୁଣ୍ଡେଇ ସରପଞ୍ଚ ସୌଭାଗ୍ୟ କୁମାର ମହାନ୍ତି ବିଭିନ୍ନ ଅଞ୍ଚଳ ବୁଲି ମାସ୍କ ବଣ୍ଟନ କରିଥିଲେ ।

covid19 sanitization
Share. Facebook Twitter LinkedIn Email WhatsApp Copy Link

Related Posts

ସମ୍ବଲପୁର ରେଢାଖୋଲରେ ୯ତମ ରାବଣ ପୋଡି ମହୋତ୍ସବ ଅନୁଷ୍ଠିତ

October 3, 2025

ସୋଆ ବିଶ୍ୱବିଦ୍ୟାଳୟରେ ଉତ୍ତିଷ୍ଠତ ଜାଗ୍ରତ ମହା ଶିବିରରେ ବାଣପୁର ଓ ବାଲୁଗାଁ ଛାତ୍ରଛାତ୍ରୀ

September 28, 2025

ଅବକାରୀ ବିଭାଗର ବାଣପୁର-ଟାଙ୍ଗୀରେ ଚଢାଉ: ଦେଶୀ ମହୁଲି ଓ ଗଞ୍ଜେଇ ଜବତ, ଦୁଇ ଗିରଫ

September 27, 2025

ବିଜେପି ସେବାପକ୍ଷ ଉପଲକ୍ଷେ ବାଣପୁରରେ ରକ୍ତଦାନ ଶିବିର

September 26, 2025
Latest News

ପୋଲିସ ଏଏସଆଇ ପରୀକ୍ଷା ମହାଦୁର୍ନିତିର ତଦନ୍ତ କରିବେ କ୍ରାଇମ ବ୍ରାଞ୍ଚ ଡିଏସପି ରତ୍ନପ୍ରଭା ଶତପଥୀ

October 4, 2025

ଚର୍ଚ୍ଚାରେ ଶ୍ରୀମୟୀ ମିଶ୍ରଙ୍କ ଘର ଜୁଆଁଇ ଗପ, କାହାକୁ କଲେ ଟାର୍ଗେଟ ? ଉଠିଲା ପ୍ରଶ୍ନ

October 4, 2025

ଜିଏସଟି ହ୍ରାସର ପ୍ରଭାବ: ପୂଜା ସମୟରେ ରେକର୍ଡ ସଂଖ୍ୟକ କାରବାର, ଜାଣନ୍ତୁ କେତେ କାର ହେଲା ବିକ୍ରି

October 4, 2025

ଭୁବନେଶ୍ବରର ଧଉଳିଗିରି କାହିଁକି ହେଲା? କିଏ କଲା? ଇତିହାସ କଣ? କେବେ ଜାଣିବାକୁ ଚେଷ୍ଠା କରିଛନ୍ତି କି?

October 4, 2025

ରେଳ ମନ୍ତ୍ରଣାଳୟର ବଡ ନିଷ୍ପତି, ବ୍ରହ୍ମପୁର ସୁରତ ଅମୃତ ଭାରତ ସାପ୍ତାହିକ ଏକ୍ସପ୍ରେସ ନିୟମିତ ଚାଲିବ, ଜାଣନ୍ତୁ ପୁରା ସୂଚନା

October 4, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.