Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଅସହାୟଙ୍କୁ ସହାୟତାର ହାତ ବଢାଇଲେ ବରିଷ୍ଠ ଆଇନଜୀବୀ ସୁଶାନ୍ତ କାନୁନଗୋ
ଆଞ୍ଚଳିକ

ଅସହାୟଙ୍କୁ ସହାୟତାର ହାତ ବଢାଇଲେ ବରିଷ୍ଠ ଆଇନଜୀବୀ ସୁଶାନ୍ତ କାନୁନଗୋ

April 24, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ରମେଶ ମହାନ୍ତି

ଜଗତସିଂହପୁର: ଜଗତସିଂହପୁର ଜିଲ୍ଲାର ବାଲିକୁଦା/ଏରସମା ବ୍ଲକ ଅଧିନସ୍ଥ ବିଭିନ୍ନ ପଞ୍ଚାୟତ ମାନଙ୍କରେ ଗରିବ ଅସହାୟ ମାନଙ୍କୁ ମାସ୍କ, ସାବୁନ୍, ଶୁଖିଲା ଖାଦ୍ୟ ବଣ୍ଟନ କରିବା ସହିତ ସାମାଜିକ ଦୂରତ୍ୱ ରକ୍ଷା କରି ନିଜେ ନିଜକୁ ସ୍ୱଚ୍ଛ ରଖିବା ପାଇଁ ଲୋକମାନଙ୍କୁ ସଚେତନ କରାଇଛନ୍ତି ଜାତୀୟ ମାନବାଧିକାର କମିସନ ଓଡିଶା ଶାଖା ଏଆଇସିସି ର ରାଜ୍ୟ ସଂଯୋଜକ ତଥା ସୁପ୍ରିମକୋର୍ଟ ବରିଷ୍ଠ ଆଇନଜୀବୀ ଡକ୍ଟର ଶୁସାନ୍ତ କୁମାର କାନୁନଗୋ। ସାରା ବିଶ୍ୱକୁ କରୋନା ମହାମାରୀ ବ୍ୟାପି ଚାଲିଥିବା ବେଳେ ଉଭୟ କେନ୍ଦ୍ର ଓ ରାଜ୍ୟ ସ୍ତରରେ ସଚେତନତା ବାର୍ତ୍ତା ପ୍ରସାରିତ କରି ଲୋକମାନଙ୍କୁ ସଚେତନତା କରାଯାଉଛି। ଏପରିକି ପେଟ ଚାଖଣ୍ଡକ ପାଇଁ କେତେକ ଲୋକ ନିଜ ଅଞ୍ଚଳ ଛାଡି ବାହାର ରାଜ୍ୟରେ ଦାଦନ ଖଟି ନିଜେ ବଞ୍ଚିବା ସହିତ ଉପାର୍ଜିତ ଅର୍ଥରୁ କିଛି ନିଜ ପରିବାର ପରିଜନଙ୍କ ଭରଣ ପୋଷଣ ନିମନ୍ତେ କିଛି ଅର୍ଥ ନିଜ ଘରକୁ ପଠାଉଥିଲେ କିନ୍ତୁ ଏବେ କୋରନା ପାଇଁ ସେମାନଙ୍କ ପରିବାର ନାହିଁ ନଥିବା ଅସୁବିଧାର ସମ୍ମୁଖିନ ହେଉଥିବା ଦେଖିବାକୁ ମିଳୁଛି।

ମାର୍ଚ୍ଚ ୨୬ ତାରିଖରୁ ସରକାର ରିଲିଫ ଘୋଷଣା କରିଥିଲେ ମଧ୍ୟ ତାହା ଲୋକଙ୍କ ପାଖରେ ଏବେ ଅପହଁଚ ହେଇ ରହିଥିବା ସାଧାରଣ ଲୋକଙ୍କ ଠାରୁ ଜଣାଯାଇଛି। ଏପରି ମହାମାରୀ ସମୟରେ ଅସହାୟ ଗରିବ ପରିବାରଙ୍କୁ ବରିଷ୍ଠ ଆଇନଜୀବୀ ଶ୍ରୀ କାନୁନଗୋ ସହାୟତାର ହାତ ବଢ଼ାଇଥିବାରୁ ଉକ୍ତ ଅଞ୍ଚଳର ଅଗ୍ନି କୁଣ୍ଡ, ଦୁଆ, ବଡ଼ଗା, କୁସୁପୁର ଗଡହରିଶପୁର, ଅlମ୍ବିକ, ଆଦି ଅଞ୍ଚଳରେ ତାଙ୍କୁ ଭୂୟସୀ ପ୍ରଶଂସାକରାଯାଉଛି।

ଏରସମା କରୋନା ମହାମାରୀ ଜଗତସିଂହପୁର ଜିଲ୍ଲା ବାଲିକୁଦା
Share. Facebook Twitter LinkedIn Email WhatsApp Copy Link

Related Posts

ରଣପୁର ବ୍ଲକରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

ବାଣପୁର ଓ ବାଲୁଗାଁରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

ଶ୍ରୀ ମହିଳା ସଂଘ ପକ୍ଷରୁ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

ବାଲୁଗାଁ ମହାବିଦ୍ୟାଳୟ ପରିସରରେ ସ୍ୱଚ୍ଛତା ଅଭିଯାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ

June 20, 2026
Latest News

ଧନବାଦ ଡିଭିଜନରେ ଆଧୁନିକୀକରଣ କାର୍ଯ୍ୟ ପାଇଁ ଟ୍ରେନ୍ ଚଳାଚଳରେ ପରିବର୍ତ୍ତନ 

June 23, 2026

ପାକିସ୍ତାନ ମିଥ୍ୟା ଦାବିର ପର୍ଦ୍ଦାଫାସ: ସମସ୍ତ ୩୬ ଟି ରାଫେଲର ଟେଣ୍ଡର ଡକ୍ୟୁମେଣ୍ଟ ଜାରି କଲା ବାୟୁସେନା

June 23, 2026

ବିକାଶର ଧାରା ଓଡ଼ିଶା ସାରା: ଖୋର୍ଦ୍ଧା ବ୍ଲକ ସ୍ତରୀୟ ଜନସଚେତନତା ଓ ସେବା କାର୍ଯ୍ୟକ୍ରମ

June 23, 2026

ରାସ୍ତା ଦୁର୍ଘଟଣାର ଶିକାର ହୋଇ ଗୁରୁତର ବାଛୁରୀର ଜୀବନ ରକ୍ଷା କଲା ସୋଆ ପଶୁ ଚିକିତ୍ସାଳୟ

June 23, 2026

ତାମିଲନାଡୁ ଗ୍ୟାସ୍ ଲିକ୍ ଘଟଣା: ମୃତ ଓଡ଼ିଆ ଶ୍ରମିକଙ୍କ ସହାୟତା ରାଶି ୧୦ ଲକ୍ଷ ଟଙ୍କାକୁ ବୃଦ୍ଧି

June 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.