Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଚନ୍ଦନଯାତ୍ରା ପାଇଁ ଜଗତସିଂହପୁର ଜିଲ୍ଲାର ଧର୍ମାନୁଷ୍ଠାନ ମାନଙ୍କରେ ୧୪୪ ଧାରା ଜାରୀ
ଆଞ୍ଚଳିକ

ଚନ୍ଦନଯାତ୍ରା ପାଇଁ ଜଗତସିଂହପୁର ଜିଲ୍ଲାର ଧର୍ମାନୁଷ୍ଠାନ ମାନଙ୍କରେ ୧୪୪ ଧାରା ଜାରୀ

April 25, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ରମେଶ ମହାନ୍ତି

ଜଗତସିଂହପୁର: କରୋନା ଭୁତାଣୁର ଦୃତ ସଂକ୍ରମଣ ଏବଂ ପୂର୍ବ ବର୍ଷ ମାନଙ୍କରେ ଚନ୍ଦନ ଯାତ୍ରା ପର୍ବରେ ହୋଇଥିବା ଜନସମାଗମକୁ ଦୃଷ୍ଟିରେ ରଖି ଜଗତସିଂହପୁର ଜିଲ୍ଲାପାଳ ସଂଗ୍ରାମ କେଶରୀ ମହାପାତ୍ର ଜିଲ୍ଲାର ବିଭିନ୍ନ ଧର୍ମାନୁଷ୍ଠାନ ମାନଙ୍କରେ ଚନ୍ଦନ ଯାତ୍ରା ପର୍ବ ନିମନ୍ତେ ୧୪୪ ଧାରା ଜାରୀ କରିଛନ୍ତି। ଏହି ୧୪୪ ଧାରା ଚଳିତ ମାସ ୨୬.୦୪.୨୦୨୦ରିଖରୁ ୦୩.୦୫.୨୦୨୦ ରିଖ ପର୍ଯ୍ୟନ୍ତ ବଳବତ୍ତର ରହିବ। ସଂପୃକ୍ତ ମନ୍ଦିର ପରିସର ଓ ଆଖପାଖ ଅଞ୍ଚଳ ସମେତ ଚନ୍ଦନ ଯାତ୍ରା ପୋଖରୀ ନିକଟରେ ୪ ଜଣରୁ ଅଧିକ ଲୋକ ଏକାଠି ହୋଇପାରିବେ ନାହିଁ। କନକପୁର ମା’ଶାରଳାଙ୍କ ମନ୍ଦିର, ତିର୍ତ୍ତୋଲ ଅରିଲୋ ଶିଶୁ ଅନନ୍ତ ଆଶ୍ରମ, ପାରାଦ୍ୱୀପ ମ୍ୟୁନିସିପାଲିଟିର ମଧୁବନ ଜଗନ୍ନାଥ ମନ୍ଦିର, ଏରସମା ତହସିଲ୍ ଅଞ୍ଚଳର ଗଡକୁଜଙ୍ଗ ଜଗନ୍ନାଥ ମନ୍ଦିର, ପଞ୍ଚପଲ୍ଲୀ ଗ୍ରାମେଶ୍ୱର ମନ୍ଦିର , ସରବନ୍ତ ଜଗନ୍ନାଥ ମନ୍ଦିର, ଗୋଡା ର ସାହାଡାବେଦୀ ଶ୍ରୀ ବୃନ୍ଦାବନ ବିହାରୀଜୀୟୁ ମନ୍ଦିର ଏବଂ ନାଉଗାଁ ତହସିଲ୍ ଅଞ୍ଚଳର ଗାରୋଇ ଜଗନ୍ନାଥ ମନ୍ଦିର, ନୀଳକଣ୍ଠେଶ୍ଵର ମହାଦେବ ମନ୍ଦିର,କୋରୁଅ , ଗୋଠଦା ମଠ, ଗୋଠଦା,ଚାନ୍ଦପୁରା ଜଗନ୍ନାଥ ମନ୍ଦିର, ଅଲଣା -(।।) ଜଗନ୍ନାଥ ମନ୍ଦିର ଆଖପାଖରେ ୧୪୪ ଧାରା ଜାରୀ କରାଯାଇଛି। ଏହାର ଅବମାନନା କଲେ ଆଇନ୍ ଅନୁଯାୟୀ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଜିଲ୍ଲାର ସର୍ବସାଧାରଣଙ୍କ ଅବଗତି ନିମନ୍ତେ ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

୧୪୪ ଧାରା ଜାରୀ ଚନ୍ଦନଯାତ୍ରା ଜଗତସିଂହପୁର ଜିଲ୍ଲା ଧର୍ମାନୁଷ୍ଠାନ
Share. Facebook Twitter LinkedIn Email WhatsApp Copy Link

Related Posts

ବିରଳ ବଜ୍ରକାପ୍ତା ଉଦ୍ଧାର

October 13, 2026

କରୁଣାଶାନ୍ତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ପାଳିତ

October 10, 2026

ବାରୁଦ ଓ ବାଣ ସାମଗ୍ରୀ ଜବତ, ଅଭିଯୁକ୍ତ ଗିରଫ

October 9, 2026

୧୬ ଦାଦନ ଶ୍ରମିକ ଉଦ୍ଧାର

October 9, 2026
Latest News

ପୁଣିଥରେ ମୁମ୍ବାଇ ଇଣ୍ଡିଆନ୍ସର ନେତୃତ୍ୱ ନେବେ ରୋହିତ ଶର୍ମା!: ବଢିଲା ଚର୍ଚ୍ଚା

October 13, 2026

ପ୍ରଧାନମନ୍ତ୍ରୀ ମୋଦୀଙ୍କ ‘ବ୍ଲୁମବର୍ଗ ନ୍ୟୁ ଇକୋନୋମି ଫୋରମ୍’କୁ ସମ୍ବୋଧନ

October 13, 2026

ଜାନୁଆରୀ ୧୨ରୁ ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା

October 13, 2026

ଆଇପିଏଲ-୨୦୨୭: ଦିଲ୍ଲୀ କ୍ୟାପିଟାଲ୍ସର ପ୍ରଶିକ୍ଷକ ଭାବରେ ଯୁବରାଜ ସିଂହ ନିଯୁକ୍ତ

October 13, 2026

ଭିଜିଲାନ୍ସ ଜାଲରେ ସଇଁତଳା RI ଆଲନ ବେହେରା

October 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.