Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ପୁରୁଷୋତ୍ତମପୁର କ୍ବାରେଣ୍ଟାଇନ୍ କେନ୍ଦ୍ର ପରିଦର୍ଶନ କଲେ ଉପଜିଲ୍ଲାପାଳ
ଆଞ୍ଚଳିକ

ପୁରୁଷୋତ୍ତମପୁର କ୍ବାରେଣ୍ଟାଇନ୍ କେନ୍ଦ୍ର ପରିଦର୍ଶନ କଲେ ଉପଜିଲ୍ଲାପାଳ

April 26, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ହେମାଙ୍ଗ ପ୍ରସାଦ ରାଉଳ
ଛତ୍ରପୁର : ପୁରୁଷୋତ୍ତମପୁର ଏନ୍.ଏ.ସି.ରେ ବାହାର ରାଜ୍ୟ ଫେରନ୍ତାଙ୍କ ପାଇଁ କରାଯାଇଥିବା ୬ଟି କ୍ବାରେଣ୍ଟାଇନ୍ କେନ୍ଦ୍ରକୁ ଛତ୍ରପୁର ଉପଜିଲ୍ଲାପାଳ ପ୍ରିୟ ରଞ୍ଜନ ପୃଷ୍ଟି ସମ୍ପୂର୍ଣ୍ଣ ତଦାରଖ କରିଛନ୍ତି । ପୁରୁଷୋତ୍ତମପୁର ଏନ୍.ଏ.ସିର ପ୍ରାୟ ୩୦୦ ବ୍ୟକ୍ତି ବାହାର ରାଜ୍ୟରୁ ଫେରିବେ । ସୁରଟ, ମୁମ୍ବାଇ ଓ କେରଳରୁ ଅଧିକାଂଶ ଆସିବେ । ଏନ୍.ଏ.ସି.ର ସହକାରୀ ଯନ୍ତ୍ରୀ, କନିଷ୍ଠ ଯନ୍ତ୍ରୀ, ସ୍ଥାନୀୟ ସିଆରସିସି ଓ ରାଜସ୍ବ ନିରୀକ୍ଷକ କ୍ବାରେଣ୍ଚଟାଇନ୍ କେନ୍ଦ୍ର ଦାୟିତ୍ବରେ ରହିବେ । କେନ୍ଦ୍ର ଗୁଡିକରେ ପାଚେରୀ, ବିଦ୍ୟୁତ୍ ସଂଯୋଗ, ପାନୀୟ ଜଳ, ପରିମଳ ଓ ସ୍ବଚ୍ଛତା ବ୍ୟବସ୍ଥାକୁ ମଧ୍ୟ ଉପଜିଲ୍ଲାପାଳ ଅନୁଧ୍ୟାନ କରିଥିଲେ । କେନ୍ଦ୍ର ଗୁଡିକ ବିଦ୍ୟାଳୟରେ ହୋଇଥିବାରୁ ସେଠାକାର ପ୍ରଧାନ ଶିକ୍ଷକ ଏହାର ପରିଚାଳନା ଦାୟିତ୍ବରେ ରହିବେ । ସକାଳେ ଏବଂ ସଂଧ୍ୟାରେ ଅନ୍ତେବାସୀଙ୍କର ସ୍ବାସ୍ଥ୍ୟ ତଦାରଖ କରାଯିବ । ଡାକ୍ତରଙ୍କ ସହିତ ସ୍ବାସ୍ଥ୍ୟ ପରାମର୍ଶଦାତା ଓ ଯୋଗ ଶିକ୍ଷକ ମଧ୍ୟ ସାମିଲ୍ ହେବେ । ପ୍ରତ୍ୟେକ ଅନ୍ତେବାସୀଙ୍କ ପାଇଁ ମାସ୍କ ସମ୍ପୂର୍ଣ୍ଣ କଡାକଡି କରିବାକୁ ଉପଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି । ସ୍ଥାନୀୟ ଲୋକ କିପରି କ୍ବାରେଣ୍ଟାଇନ୍ କେନ୍ଦ୍ର ପାଖକୁ ଆସିବେ ନାହିଁ ସେ ବାବଦରେ ଏବେଠାରୁ ସଚେତନ କରିବାପାଇଁ ଉପଜିଲ୍ଲାପାଳ କର୍ମଚାରୀ ମାନଙ୍କୁ କହିଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ବ୍ଲକ ସ୍ତରୀୟ ଇଣ୍ଡୋର ସ୍ପୋର୍ଟ୍ସ ଉଦଯାପିତ

September 9, 2026

ବାଣପୁରରେ ସାକ୍ଷରତା ଦିବସ ଉପଲକ୍ଷେ ୩୫ ଜଣ ସମ୍ମାନିତ

September 9, 2026

ବାଣପୁର: ବ୍ଲକ୍ ସ୍ତରୀୟ ଚକ୍ଷୁ ଚିକିତ୍ସା ତାଲିମ୍ ଶିବିର ଉଦଯାପିତ

September 9, 2026

ସେଣ୍ଟ ଜାଭିୟର ହାଇସ୍କୁଲ ଦ୍ଵାରା ବାଣପୁର ଅଞ୍ଚଳର କୃତି ଛାତ୍ରଛାତ୍ରୀମାନଙ୍କୁ ସମ୍ବର୍ଦ୍ଧନା

September 7, 2026
Latest News

ଦେଶର ପାଞ୍ଚଟି ଗୁରୁତ୍ୱପୂର୍ଣ୍ଣ ରେଳମାର୍ଗ ପ୍ରଶସ୍ତିକରଣ ପ୍ରକଳ୍ପକୁ କ୍ୟାବିନେଟ୍‌ ମଞ୍ଜୁରି

September 9, 2026

ଖଡ଼ଗପୁର-ଝାରସୁଗୁଡ଼ା (ବାଗଡିହି) ଚତୁର୍ଥ ଲାଇନକୁ କେନ୍ଦ୍ର କ୍ୟାବିନେଟର ଅନୁମୋଦନ

September 9, 2026

ଶୋକରୁ ଜୀବନର ଆଶା: ସମ୍ମମରେ ଅଙ୍ଗଦାନର ମହାନ ନିଷ୍ପତ୍ତି

September 9, 2026

ତୋରସିଂହ ଗ୍ରାମପଞ୍ଚାୟତର କାର୍ଯ୍ୟାଳୟ ଗୃହର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମନ୍ତ୍ରୀ ଓ ସାଂସଦ

September 9, 2026

ପାଇଖାନା ଟାଙ୍କି ସଫା ବେଳେ ଶ୍ୱାସରୁଦ୍ଧ ହୋଇ ୩ ଶ୍ରମିକଙ୍କ ମୃତ୍ୟୁ

September 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.