Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବେଗୁନିଆପଡାରେ କରୋନା ଯୋଦ୍ଧାଙ୍କୁ ସମ୍ବର୍ଦ୍ଧିତ କଲା ଆର୍ଟ ଅଫ୍‌ ଲିଭିଂ ଫାଉଣ୍ଡେସନ୍‌
ଆଞ୍ଚଳିକ

ବେଗୁନିଆପଡାରେ କରୋନା ଯୋଦ୍ଧାଙ୍କୁ ସମ୍ବର୍ଦ୍ଧିତ କଲା ଆର୍ଟ ଅଫ୍‌ ଲିଭିଂ ଫାଉଣ୍ଡେସନ୍‌

April 27, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ହରପ୍ରସାଦ ବିଷୋୟୀ
ବେଗୁନିଆପଡା: କରୋନା ମହାମାରୀ ପାଇଁ ଯୋଦ୍ଧା ସାଜିଥିବା ବେଗୁନିଆପଡା ବ୍ଲକର ଯୋଦ୍ଧାଙ୍କୁ ଆର୍ଟ ଅଫ୍‌ ଲିଭିଂ ଫାଉଣ୍ଡେସନ୍‌ ତରଫରୁ ପୁଷ୍ପ ଗୁଚ୍ଛ ଦେଇ ସମ୍ବର୍ଦ୍ଧିତ କରାଯାଇଛି । କରୋନା ଭୁତାଣୁ ସଂକ୍ରମଣରୁ ଲୋକଙ୍କୁ ରକ୍ଷା କରିବା ପାଇଁ ସରକାରଙ୍କ ପକ୍ଷରୁ ନିଆ ଯାଇଥିବା ପଦକ୍ଷେପକୁ କାର୍ଯ୍ୟକାରୀ କରିବାରେ ଏହି କରୋନା ଯୋଦ୍ଧା ପ୍ରମୁଖ ଭୂମିକା ଗ୍ରହଣ କରୁଛନ୍ତି । କୋଦଳା ତହସିଲଦାର ପ୍ରଭାତ କୁମାର ପରିଡ଼ା, ଥାନା ଅଧିକାରୀ ଦେବାଶିଷ ମହାନ୍ତି, ବେଗୁନିଆପଡା ଥାନା ଅଧିକାରୀ ଦିପ୍ତୀରଂଜନ ବେହେରା, ବ୍ଲକ୍‌ର ସମସ୍ତ ଡାକ୍ତର, ସମସ୍ତ ପ୍ରଶାସନିକ ଅଧିକାରୀ, ସ୍ୱାସ୍ଥ୍ୟ କର୍ମୀ, ପୋଲିସ ଅଧିକାରୀ ଓ ସାମ୍ବାଦିକଙ୍କ କାର୍ଯ୍ୟ ଯୋଗୁଁ ବେଗୁନିଆପଡା ବ୍ଲକ କରୋନା ସଂକ୍ରମଣରୁ ମୁକ୍ତି ପାଇଛି ।

ଆର୍ଟ ଅଫ୍‌ ଲିଭିଂ ଫାଉଣ୍ଡେସନ୍‌ର ସଦସ୍ୟ ଦେବାଶିଷ ମହାରଣା, ଲିପୁନ ଦୋରା, ଶଙ୍କର ନାହାକ, ସନ୍ତୋଷିନୀ ମହାରଣା, ମାମା ନାହାକ ପ୍ରମୁଖ ଏହି କାର୍ଯ୍ୟକ୍ରମରେ ସାମିଲ ହୋଇ କରୋନା ଯୋଦ୍ଧାଙ୍କୁ ସମ୍ମାନିତ କରିଥିଲେ ।

corona covid19
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

March 14, 2026

ବାଲୁଗାଁ: ସାମ୍ବାଦିକଙ୍କ ମାତୃ ବିୟୋଗ

March 12, 2026

ଗୋଦାବରୀଶ ମହାବିଦ୍ୟାଳୟରେ ସଡ଼କ ସୁରକ୍ଷା ଉପରେ ଡିଜିଟାଲ ଭିଡିଓ ପ୍ରଦର୍ଶନ କାର୍ଯ୍ୟକ୍ରମ

March 11, 2026

ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ

March 10, 2026
Latest News

କୃଷି କ୍ଷେତ୍ରର ସମୀକ୍ଷା: ଫସଲ କ୍ଷତି ଓ ବୀମା ଦାବି ଉପରେ ଶିବରାଜ ସିଂହ ଚୌହାନଙ୍କ ଗୁରୁତ୍ୱ

March 21, 2026

‘‘ବିକାଶ ଓ ଭାରତୀୟ ଜ୍ଞାନପ୍ରଣାଳୀ ଉପରେ ପୁନର୍ବିଚାର: ଏକ ସମାଜ ଶାସ୍ତ୍ରୀୟ ପ୍ରତିଫଳନ’’ ଶୀର୍ଷକ ଅର୍ନ୍ତଜାତୀୟ ସମ୍ମିଳନୀ

March 21, 2026

ଆଜି ମାର୍ଚ୍ଚ ୨୧ ଶନିବାରରେ ଏହି ରାଶିର ଭାଗ୍ୟରେ ଯାହା ଘଟିବ, ଜାଣିଲେ ହେବେ ଆଶ୍ଚର୍ଯ୍ୟ

March 21, 2026

ମୁଦ୍ରିତ ଗଣମାଧ୍ୟମ ସଂସ୍ଥାର ପ୍ରକାଶକ ଓ ପରିଚାଳକଙ୍କୁ ନେଇ ପିଆରଜିଆଇ ପକ୍ଷରୁ ମତବିନିମୟ କାର୍ଯ୍ୟକ୍ରମ

March 20, 2026

ଯାତ୍ରୀ ସୁବିଧା ଓ ସୁରକ୍ଷାର ସମୀକ୍ଷା କଲେ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

March 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.