Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»କୁକୁଡାଖଣ୍ଡିରେ ଶୌଚାଳୟ ନିର୍ମାଣରେ ମହା ଦୁର୍ନୀତି: ତଦନ୍ତ ଦାବି
ଆଞ୍ଚଳିକ

କୁକୁଡାଖଣ୍ଡିରେ ଶୌଚାଳୟ ନିର୍ମାଣରେ ମହା ଦୁର୍ନୀତି: ତଦନ୍ତ ଦାବି

April 28, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ହେମାଙ୍ଗ ପ୍ରସାଦ ରାଉଳ
କୁକୁଡାଖଣ୍ଡି: ଶୌଚାଳୟ କାମରେ ମହା ଦୁର୍ନୀତି। କୁକୁଡାଖଣ୍ଡି ବ୍ଲକରେ ଶୌଚାଳୟ ଦୁର୍ନୀତି ଲୋକ ଲୋଚନକୁ ଆସିଛି। କେବଳ କୁକୁଡାଖଣ୍ଡି ବ୍ଲକ ନୁହଁ ଗଞ୍ଜାମ ଜିଲ୍ଲାରେ ପ୍ରାୟ ପ୍ରତ୍ୟେକ ବ୍ଲକରେ ଶୌଚାଳୟ ନିର୍ମାଣକୁ ନେଇ ଅଭିଯୋଗ ହୋଇ ଆସୁଛି। ବ୍ଲକ କର୍ମଚାରୀଙ୍କୁ ହାତ କରି ଏହି ଦୁର୍ନୀତି କରାଯାଉଛି। ଗୋଟିଏ ଶୌଚାଳୟ ପାଇଁ ବାର ହଜାର ଟଙ୍କା ଅନୁଦାନ ରାଶି ଆସୁଥିବା ବେଳେ କାମ ଅତ୍ୟନ୍ତ ନିମ୍ନ ମାନର କରାଯାଉଛି। ନିମ୍ନ ମାନର କାମ ସାଙ୍ଗକୁ ପିସି କାରବାର ହେବାର ନଜିର ଥିଲା କିନ୍ତୁ ସବୁକିଛିଠୁ ବଳି ଗଲା ଏହି ଦୁର୍ନୀତିର ଆଉ ଏକ ଦିଗ। ଗୋଟିଏ ଶୌଚାଳୟକୁ ରଙ୍ଗକରି ଅନ୍ୟନାମରେ ବିଲ୍‌ କରାଯାଇ ଅର୍ଥକୁ ହରିଲୁଟ୍‌ କରାଯାଉଛି। ବ୍ଲକ୍‌ କର୍ମଚାରୀଙ୍କ ଆଗୋଚରରେ ଏପରି ହେଉଥିବାରୁ ଏହାର ତଦନ୍ତ କରାଯିବା ପାଇଁ ଦାବି କରାଯାଉଛି।

corruption
Share. Facebook Twitter LinkedIn Email WhatsApp Copy Link

Related Posts

କରୁଣାଶାନ୍ତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ପାଳିତ

October 10, 2026

ବାରୁଦ ଓ ବାଣ ସାମଗ୍ରୀ ଜବତ, ଅଭିଯୁକ୍ତ ଗିରଫ

October 9, 2026

୧୬ ଦାଦନ ଶ୍ରମିକ ଉଦ୍ଧାର

October 9, 2026

ଗୋଦାବରୀଶ ମହାବିଦ୍ୟାଳୟରେ ବିଶେଷ ବକ୍ତୃତା କାର୍ଯ୍ୟକ୍ରମ

October 7, 2026
Latest News

ଡିସେମ୍ବର ୫ରେ ହେବ ଆଇଓଏ କାର୍ଯ୍ୟନିର୍ବାହୀ ପରିଷଦ ନିର୍ବାଚନ

October 11, 2026

NGO ବର୍ଗରେ ‘ଗ୍ଲୋବାଲ୍ ସଷ୍ଟେନେବିଲିଟି ଆୱାର୍ଡ ୨୦୨୬’ ଜାତୀୟ ସ୍ତରରେ ISRD ସମ୍ମାନିତ

October 11, 2026

ମଣିପୁରରେ ପୁଣି ହିଂସା: କାମଜୋଙ୍ଗ୍ ଓ ଉଖରୁଲରେ ଗୁଳିକାଣ୍ଡ, ୫ ମୃତ

October 11, 2026

ବାରାଣସୀରେ ‘ମାଇଁ ଭାରତ’ ଯୁବ ସମ୍ମିଳନୀ: ରାଷ୍ଟ୍ର ନିର୍ମାଣ ପାଇଁ ଯୁବପିଢ଼ିଙ୍କୁ ପ୍ରେରଣା

October 11, 2026

ଜାଗୋ ସମାଜରେ ସକାରାତ୍ମକ ପରିବର୍ତ୍ତନ ଆଣିବାର ଏକ ଦୃଢ଼ ସଂକଳ୍ପର ପଦକ୍ଷେପ: ସୋଆ ଉପସଭାପତି

October 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.