Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ନରସିଂହପୁରରେ ଆରମ୍ଭ ହେଲା କରୋନା ସ୍ବାବ ଟେଷ୍ଟିଂ ସେଣ୍ଟର
ଆଞ୍ଚଳିକ

ନରସିଂହପୁରରେ ଆରମ୍ଭ ହେଲା କରୋନା ସ୍ବାବ ଟେଷ୍ଟିଂ ସେଣ୍ଟର

April 29, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଚନ୍ଦ୍ରକାନ୍ତି ବୌଦ୍ଧ
ନରସିଂହପୁର : କରୋନାକୁ ନେଇ ନରସିଂହପୁର ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ତତ୍ପରତା ଦେଖିବାକୁ ମିଳିଛି। ବ୍ଲକର ପର୍ଯ୍ୟଟନ ବିକାଶ କେନ୍ଦ୍ର ଠାରେ କରୋନା ସ୍ବାବ ଟେଷ୍ଟ ସେଣ୍ଟର ଆଜିଠାରୁ ଆରମ୍ଭ ହୋଇଛି। ନରସିଂହପୁର ବ୍ଲକରେ ବସବାସ କରୁଥିବା ଲୋକଙ୍କ ଘରକୁ ଯାଇ ଅଙ୍ଗନବାଡି ଓ ଆଶା କର୍ମୀର କର୍ମଚାରୀ ମାନେ ସ୍ବାବ୍‌ ସଂଗ୍ରହ କରୁଛନ୍ତି । 25 ତାରିଖ ଦିନ ଠାରୁ ଆଶାକର୍ମୀ, ଅଙ୍ଗନବାଡି ଓ ଆଶା କର୍ମୀ ମାନେ ଏହି ଦାୟିତ୍ବ ନିର୍ବାହ କରିଛନ୍ତି ।

ମଣ୍ଡପ ଠାରେ ଥିବା ସ୍ବାବ ଟେଷ୍ଟ ସେଣ୍ଟରରେ ପାଖାପାଖି ୫0 ଜଣଙ୍କର ସ୍ବାବ ଟେଷ୍ଟ କରାଯିବାର ବ୍ୟବସ୍ଥା କରାଯାଇଛି। ସେହିପରି ନରସିଂହପୁର ବ୍ଲକ ଅଞ୍ଚଳରେ କରାଯାଇଥିବା ସର୍ଭେ ପରେ ହସପିଟାଲରେ କୋରୋନା ସ୍ବାବ ଟେଷ୍ଟ ଆରମ୍ଭ ହୋଇଛି। ଯେଉଁମାନଙ୍କ ଠାରେ କୋରୋନା ଲକ୍ଷଣ ଦେଖାଯାଉଛି ସେମାନେ ତୁରନ୍ତ ଆସି ସ୍ବାବ ଟେଷ୍ଟ କରିବା ପାଇଁ ଆଠଗଡ ଉପଖଣ୍ଡ ଚିକିତ୍ସା ଅଧିକାରୀ ଅପିଲ କରିଛନ୍ତି।

corona narasinghpur
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ଜାତୀୟ ସମର ଶିକ୍ଷାଥ୍ରୀ ବାହିନୀ ଛାତ୍ରଛାତ୍ରୀଙ୍କୁ ବିଦାୟ ସମ୍ବର୍ଦ୍ଧନା

May 17, 2026

ବାଲୁଗାଁ ମହାବିଦ୍ୟାଳୟର ଏନସିସି ଅଧିକାରୀଙ୍କୁ ସମ୍ବର୍ଦ୍ଧନା

May 6, 2026

ବାଲୁଗାଁ ମହାବିଦ୍ୟାଳୟ ପକ୍ଷରୁ ଚିଲିକା କୂଳରେ ଜଳଛତ୍ର

May 6, 2026

ବାଲୁଗାଁ ମହାବିଦ୍ୟାଳୟର ବାର୍ଷିକ ସାୟନାରା କାର୍ଯ୍ୟକ୍ରମରେ ଅଧ୍ୟାପିକାଙ୍କୁ ସମ୍ବର୍ଦ୍ଧନା

May 5, 2026
Latest News

ସିିଜିମାଳି ବିସ୍ଥାପିତଙ୍କୁ ନ୍ୟାୟ ଦାବୀରେ ଯୁବ କଂଗ୍ରେସ ତରଫରୁ ପଦଯାତ୍ରା 

May 23, 2026

ଏଥର ରଥଯାତ୍ରା ଶାନ୍ତିଶୃଙ୍ଖଳାର ସହ କରିବା ପାଇଁ ବସିଲା ଉଚ୍ଚ ସ୍ତରୀୟ ବୈଠକ

May 23, 2026

CII Odisha Chapter: ଓଡିଶାରେ ଅନୁଷ୍ଠିତ ହେବ ସିଆଇଆଇ ପୂର୍ବାଞ୍ଚଳ ପରିଷଦ ସମ୍ମିଳନୀ

May 23, 2026

କୋଲକାତାରେ ପହଞ୍ଚିଲେ ଆମେରିକାର ବୈଦେଶିକ ମନ୍ତ୍ରୀ ମାର୍କୋ ରୁବିଓ, ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିବେ, ଜାଣନ୍ତୁ ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

May 23, 2026

ପୋଲିସ SI ସ୍କାମ : ୧୭ ଜଣଙ୍କ ଜାମିନ ଖାରଜ

May 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.