Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ପୁଅର ମୃତ୍ୟୁ ପରେ ମା’ର ଆତ୍ମହତ୍ୟା ଉଦ୍ୟମ: ଗୁରୁତର ଅବସ୍ଥାରେ ବାଣପୁର ମେଡିକାଲରେ ଭର୍ତ୍ତି
ଆଞ୍ଚଳିକ

ପୁଅର ମୃତ୍ୟୁ ପରେ ମା’ର ଆତ୍ମହତ୍ୟା ଉଦ୍ୟମ: ଗୁରୁତର ଅବସ୍ଥାରେ ବାଣପୁର ମେଡିକାଲରେ ଭର୍ତ୍ତି

April 29, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରଓ୍ବାଲ
ବାଣପୁର: ପାରିବାରିକ କଳହର ଏକ କରୁଣ ପରିଣତି ଦେଖିବାକୁ ମିଳିଛି। ବାଣପୁର ବ୍ଲକ୍‌ ଅନ୍ତର୍ଗତ ତୋରସିଂ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ସ୍ଥାନୀୟ ଗ୍ରାମର କାଳୁ ବେହେରା(୩୮) କୀଟନାଶକ ପିଇ ଆତ୍ମହତ୍ୟା କରିଥିବା ବେଳେ ଏହି ଖବରରେ ମର୍ମାହତ ହୋଇ ତାଙ୍କ ମା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ତାଙ୍କ ଅବସ୍ଥା ସଙ୍କଟାପନ୍ନ ରହିଥିବା ବେଳେ ତାଙ୍କୁ ବାଣପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ସକାଳ ୧୦ଟା ବେଳେ ପାରିବାରିକ କଳହ କାରଣରୁ ଏହି ଘଟଣା ଘଟିଥିବା ନେଇ ସୂଚନା ମିଳିଛି। ଏହାପରେ ଗାଇ ଆଣିବା ପାଇଁ ଯାଇଥିବା କାଳୁ ଦିନ ୧ଟା ସମୟରେ  ଘରକୁ ଫେରିଥିଲେ। କିନ୍ତୁ ଘରେ ହଠାତ ତାଙ୍କର ଶରୀର ଅସୁସ୍ଥ ହେବାରୁ କୀଟନାଶକ ପିଇଥିବା ନେଇ ସନ୍ଦେହ ବଢିଥିଲା। କାଳୁଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କ ଭାଇ ଯୋଗୀନ୍ଦ୍ର ବେହେରା ତାଙ୍କୁ ବାଣପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ। ମାତ୍ର ହସ୍ପିଟାଲରେ ତାଙ୍କୁ ମୃତ ଘୋଷଣା କରିଥିଲେ ଡାକ୍ତର ଚିତ୍ରା ଏସ୍‌। ଘଟଣାସ୍ଥଳରୁ ଦୁଇଟି କୀଟନାଶକ ପ୍ୟାକେଟ ମିଳିଥିବାରୁ ଆତ୍ମହତ୍ୟାର ଅନୁମାନ କରାଯାଉଥିବା ବେଳେ ବାଣପୁର ପୋଲିସ୍‌ର ତଦନ୍ତ ପରେ ଘଟଣା ଉପରୁ ପରଦା ଉଠିବ।

BANAPUR suicide
Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ ଏଲ୍‌ଆଇସି ଶାଖାରେ ଲିଆଫି ୬୨ତମ ପ୍ରତିଷ୍ଠା ଦିବସ

October 3, 2026

ଜିଲ୍ଲାପାଳ, ଏସ୍‌ପି ଓ ଡିଏଫ୍‌ଓଙ୍କ ବାସଭବନ ସମ୍ମୁଖରୁ ଷ୍ଟିଲ୍‌ ଗେଟ୍‌ ନେଇଗଲେ ଦୁର୍ବୃତ୍ତ

October 2, 2026

ବାଲୁଗାଁ ମହାବିଦ୍ୟାଳୟ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ପଥପ୍ରାନ୍ତ ନାଟକ

October 2, 2026

ବାଣପୁର ସେଣ୍ଟ ଜାଭିୟର ହାଇସ୍କୁଲରେ ସ୍ୱଚ୍ଛତା କାର୍ଯ୍ୟକ୍ରମ

October 2, 2026
Latest News

ନରସିଂହପୁର କ୍ଲଷ୍ଟରରେ ସୁରଭି-୨୦୨୬ ଧୁମଧାମରେ ସମ୍ପନ୍ନ

October 3, 2026

ବାଲୁଗାଁ ଏଲ୍‌ଆଇସି ଶାଖାରେ ଲିଆଫି ୬୨ତମ ପ୍ରତିଷ୍ଠା ଦିବସ

October 3, 2026

ମା’ ଭଗବତୀଙ୍କ ପୀଠରେ ବାଜିଲା ଶୁଭାରମ୍ଭ ଶଙ୍ଖ କାହାଳୀ: ରାଜାଙ୍କ ନଅରକୁ ଗଲା ପର୍ବ ଅନୁକୂଳ ଗୁଆ ପଇତା

October 3, 2026

ଆଜି ଅକ୍ବୋବର ତିନି ତାରିଖରେ ଏହି ସାତଟି ରାଶିର ଲୋକ ରୁହନ୍ତୁ ସାବଧାନ

October 3, 2026

RBIରେ ବଡ଼ ନିଯୁକ୍ତି: ସୁଧାକର ମଲ୍ଲୀ ହେଲେ ନୂଆ Executive Director, ଜାଣନ୍ତୁ କ’ଣ ରହିବ ଦାୟିତ୍ୱ

October 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.