Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଲକ୍‌ଡାଉନ୍‌ରେ ବୁଲା ଜୀବଜନ୍ତୁଙ୍କୁ ଖାଦ୍ୟ ପ୍ରଦାନ କରୁଛି ପିପୁଲ୍‌ ଫର୍‌ ଆନିମଲ୍
ଆଞ୍ଚଳିକ

ଲକ୍‌ଡାଉନ୍‌ରେ ବୁଲା ଜୀବଜନ୍ତୁଙ୍କୁ ଖାଦ୍ୟ ପ୍ରଦାନ କରୁଛି ପିପୁଲ୍‌ ଫର୍‌ ଆନିମଲ୍

April 29, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : କରୋନା ପ୍ରଭାବରେ ଦେଶବ୍ୟାପୀ ଲକ୍‌ଡାଉନ୍‌ ଜାରି ରହିଥିବା ବେଳେ ବୁଲା ପଶୁପକ୍ଷୀ ନାନାଦି ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ଏହି ସମୟରେ ସହାୟତାର ହାତ ବଢାଇଛି ସ୍ବେଚ୍ଛାସେବୀ ସଙ୍ଗଠନ ପିପୁଲ୍‌ ଫର୍‌ ଆନିମଲ୍ । ସଙ୍ଗଠନ ପକ୍ଷରୁ ବିଭିନ୍ନ ବୁଲା ପଶୁପକ୍ଷୀଙ୍କୁ ଖାଦ୍ୟ ପଦାର୍ଥ ବଣ୍ଟାଯିବା ସହିତ ଦୁସ୍ଥ ଜୀବଜନ୍ତୁଙ୍କ ଚିକିତ୍ସାର ବ୍ୟବସ୍ଥା ମଧ୍ୟ କରାଯାଉଛି । ସେହିପରି ଆଜି ଶିଖରଚଣ୍ଡୀ ମନ୍ଦିର ପରିସରରେ ସ୍ବଚ୍ଛତା କାର୍ଯ୍ୟକ୍ରମ କରାଯାଇଛି । ସମ୍ପାଦକ ଜୀବନ ବଲ୍ଲଭ ଦାସଙ୍କ ନେତୃତ୍ବରେ ଅନ୍ୟାନ୍ୟ ସ୍ବେଚ୍ଛାସେବୀ ମାନେ ମନ୍ଦିର ପରିସର ସଫେଇ କରିବା ସହିତ ବୁଲା ଜୀବଜନ୍ତୁଙ୍କୁ ଖାଦ୍ୟ ପଦାର୍ଥ ପ୍ରଦାନ କରିଥିଲେ । ଏହି ସ୍ବଚ୍ଛତା କାର୍ଯ୍ୟକ୍ରମରେ ସାମ୍ବାଦିକା ଅନୁରାଧା ବାରିକ, ପୂଜା, ସୋନମ , ଅପରାଜିତା ଏବଂ ସତ୍ୟଜିତ୍‌ ପ୍ରମୁଖ ଅଂଶଗ୍ରହଣ କରିଥିଲେ ।

Lockdown
Share. Facebook Twitter LinkedIn Email WhatsApp Copy Link

Related Posts

ରେଢ଼ାଖୋଲର ଜଙ୍ଗଲରେ ମିଳିଲା ପ୍ରାଚୀନ ଲୁହା ଶିଳ୍ପର ପ୍ରମାଣ, ଜିଏମ୍ ବିଶ୍ୱବିଦ୍ୟାଳୟର ଗବେଷକଙ୍କ ସର୍ବେକ୍ଷଣ

October 5, 2026

ଦୁଇ ମାନସିକ ଅସୁସ୍ଥଙ୍କୁ ଉଦ୍ଧାର କରି ଥଇଥାନ କଲେ ଯୁବ ସମାଜସେବୀ

October 5, 2026

ବାଲୁଗାଁ ଏଲ୍‌ଆଇସି ଶାଖାରେ ଲିଆଫି ୬୨ତମ ପ୍ରତିଷ୍ଠା ଦିବସ

October 3, 2026

ଜିଲ୍ଲାପାଳ, ଏସ୍‌ପି ଓ ଡିଏଫ୍‌ଓଙ୍କ ବାସଭବନ ସମ୍ମୁଖରୁ ଷ୍ଟିଲ୍‌ ଗେଟ୍‌ ନେଇଗଲେ ଦୁର୍ବୃତ୍ତ

October 2, 2026
Latest News

ସୁନ୍ଦରଗଡ଼ PNB ବ୍ୟାଙ୍କରେ ଅଗ୍ନିକାଣ୍ଡ, ଜଳିଗଲା କାଗଜପତ୍ର ଓ ଆସବାବପତ୍ର

October 5, 2026

ଜମି ବିବାଦରୁ ଭୟଙ୍କର କାଣ୍ଡ: ଭାଇ ହାତରେ ଭାଇ ହତ୍ୟା, କାଠ ଫାଳିଆରେ ଆକ୍ରମଣ

October 5, 2026

ଭିଜିଲାନ୍ସ ପଞ୍ଝାରେ ପୂର୍ତ୍ତ ବିଭାଗ ଏସଡିଓ ଅରବିନ୍ଦ ମହାନ୍ତି

October 5, 2026

ରେଢ଼ାଖୋଲର ଜଙ୍ଗଲରେ ମିଳିଲା ପ୍ରାଚୀନ ଲୁହା ଶିଳ୍ପର ପ୍ରମାଣ, ଜିଏମ୍ ବିଶ୍ୱବିଦ୍ୟାଳୟର ଗବେଷକଙ୍କ ସର୍ବେକ୍ଷଣ

October 5, 2026

ଦୁଇ ମାନସିକ ଅସୁସ୍ଥଙ୍କୁ ଉଦ୍ଧାର କରି ଥଇଥାନ କଲେ ଯୁବ ସମାଜସେବୀ

October 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.